ଗଞ୍ଜାମ

ଧାନବିଲରେ ପଡ଼ିଛି ଅର୍ଦ୍ଧଦଗ୍ଧ ମୃତଦେହ

ପୁରୁଷୋତ୍ତମପୁର/ଗଞ୍ଜାମ,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର-ହୁମ୍ମା ମୁଖ୍ୟ ରାସ୍ତାର କାଳୁଆବାଡ଼ି ଛୋଟାବସା ମଧ୍ୟ ରାସ୍ତା ପାଶର୍‌ବରେ ଥିବା ଏକ ଧାନ ବିଲରେ ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଛି। ଘଟଣାସ୍ଥଳରେ ଏକ ପୁରୁଷଙ୍କ ଚପଲ ରହିଛି। ଏହି ଚପଲକୁ ନେଇ ଅଭିଯୁକ୍ତ ପୁରୁଷ…

ଚକା ତଳେ ଚାପିହୋଇ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧ା୧: ୧୬ ନମ୍ବର ଜାତୀୟ ରାଜପଥର ଲାଞ୍ଜିପଲ୍ଲୀ ବାଇପାସ୍‌ ଇସ୍କନ ମନ୍ଦିର ସମ୍ମୁଖରେ ରବିବାର ନୂତନ ବର୍ଷରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚକା ତଳେ ଚାପିହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଖବର ପାଇ ଟ୍ରାଫିକ…

ସ୍ତ୍ରୀଙ୍କୁ ହତ୍ୟା କରି ଜିରୋ ନାଇଟ୍‌ ପାଳନ କରିଥିଲେ ସ୍ବାମୀ

ଗଞ୍ଜାମ,୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଅଞ୍ଚଳରେ ନୂଆବର୍ଷରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ଜିରୋ ନାଇଟ ପାଳନ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ଜଣାପଡ଼ିବା ପରେ…

ଡିଜେ ନାଇଟ୍‌ରେ ମସ୍‌ଗୁଲ ଯୁବପିଢ଼ି

ବ୍ରହ୍ମପୁର ଅଫିସ,୧ା୧:ଚଳିତ ବର୍ଷ କରୋନା ନିୟନ୍ତ୍ରଣରେ ଥିବା ଯୋଗୁ ରେଶମ ସହରବାସୀ ଉତ୍ସାହର ସହ ଶନିବାର ଜିରୋ ନାଇଟ ପାଳନ କରିଛନ୍ତି। ଏହି ଅବସରରେ ସହରବାସୀ କେକ୍‌ କାଟି ନିଜ ପରିବାର ଓ ବନ୍ଧୁ ବର୍ଗଙ୍କ ସହ ବାଣ ଫୁଟାଇ ପାଳନ…

ସୋରଡ଼ାର ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ସୋରଡ଼ା,୧ା୧(ଡି.ଏନ୍‌.ଏ.): ନୂଆବର୍ଷ ଉପଲକ୍ଷେ ଗଞ୍ଜାମ ଜିଲାର ସୋରଡ଼ା ଅଞ୍ଚଳରେ ଥିବା ମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିର, ପଞ୍ଚାନନ ମନ୍ଦିର, ବୃଦ୍ଧ ଲିଙ୍ଗେଶର, ପୁଡୁଗେଶ୍ୱର,ବାଲୁଙ୍କେଶ୍ୱର,ହନୁମାନ ମନ୍ଦିରରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଛି।

ଦୁର୍ଘଟଣାରେ କଲେଜ କର୍ମଚାରୀ ଆହତ

ଗଞ୍ଜାମ,୩୧ା୧୨(ଡି.ଏନ୍‌.ଏ.): ଶନିବାର ସନ୍ଧ୍ୟାରେ ଗଞ୍ଜାମ କଲେଜ କର୍ମଚାରୀ ତଥା ପୂର୍ବତନ ସାଧାରଣ ସମ୍ପାଦକ ଅଜୟ କୁମାର ବାରିକ ଦୁର୍ଘଟଣାରେ ଆହତ ହୋଇଥିବା ଜଣାପଡ଼ିଛି। ସେ କୌଣସି କାମରେ ନିଜ ବାଇକ୍‌ରେ ମାର୍କେଟ ଯାଉଥିବା ବେଳେ ହଠାତ୍‌ ଏକ ମଇଁଷି ବାଇକ୍‌ ଆଗକୁ…

ସ୍ବାସ୍ଥ୍ୟ, ଆରୋଗ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ବିଧାୟକ

ଛତ୍ରପୁର,୩୧।୧୨(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଛତ୍ରପୁର ସହରରେ ସ୍ବାସ୍ଥ୍ୟ ଓ ଆରୋଗ୍ୟକେନ୍ଦ୍ର ଶନିବାର ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଉଦ୍‌ଘାଟନ କରିଥିଲେ । ଏହା ପିପିପି ମୋଡ଼ରେ ଆରମ୍ଭ ହୋଇଛି । ଡାକ୍ତର, ନର୍ସ,…

ସ୍କ୍ରାପ୍‌ରେ ଫୁଲଗଛ ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୩୧ା୧୨: ନଷ୍ଟର ଶ୍ରେଷ୍ଠ ଉଦ୍ୟମକୁ ନେଇ ବ୍ରହ୍ମପୁର ଆଇଟିଆଇ ସର୍ବଦା ପ୍ରଶଂସାଭାଜନ ହୋଇଛି। ଏହି ମର୍ମରେ ଆଇଟିଆଇ ଛାତ୍ରୀଛାତ୍ର ଅବ୍ୟବହୃତ ସାମଗ୍ରୀକୁ ବ୍ୟବହାର କରି ବ୍ୟବହାର ଉପଯୋଗୀ ସାମଗ୍ରୀ ନିର୍ମାଣ କରିଛନ୍ତି। ଆଇଟିଆଇର ଫିଟର, ୱେଲଡର, ପେଣ୍ଟର ଓ ଇଲେକଟ୍ରିସିଆନ…

ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ପାଳନ ପ୍ରସ୍ତୁତି

ଭଞ୍ଜନଗର,୩୧ା୧୨(ଡି.ଏନ.ଏ): ଘୁମୁସର ମାଟିର ମହାନ ବିପ୍ଳବୀ ବୀର ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ଆସନ୍ତା ରବିବାର ଭଞ୍ଜନଗରରେ ପାଳନ କରାଯିବ। ଗଞ୍ଜାମ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଚକରା ବିଷୋୟୀ ଛକରେ ଅପରାହ୍ନ ୫ଟାରେ ଜିଲାସ୍ତରୀୟ…

ସାଇବର ଠକ ଲୁଟିନେଲେ ୯୬ ହଜାର

ବ୍ରହ୍ମପୁର ଅଫିସ,୩୧ା୧୨: ଜଣେ ମହିଳା ଫ୍ଲିପକାର୍ଟରେ ଏକ ସ୍ବେଟର୍‌ ମଗାଇଥିଲେ। ତାହା ପସନ୍ଦ ନ ହେବାରୁ ଫେରାଇବାକୁ ଚାହିଁଥିଲେ। ସାଇବର ଠକ କୌଣସି ସୂତ୍ରରୁ ଏହା ଜାଣିଯାଇଥିଲେ। ଅଜଣା ନମ୍ବରରୁ ସମ୍ପୃକ୍ତ ମହିଳାଙ୍କୁ ଫୋନ୍‌ କରି ବିଶ୍ୱାସଭାଜନ ହେବାପରେ ଅନଲାଇନରେ ତାଙ୍କ…

ବିମାନବନ୍ଦର ପାଇଁ ନୂଆ ସ୍ଥାନ ଚିହ୍ନଟ କରିବାକୁ ପ୍ରସ୍ତାବ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ବିମାନ ବନ୍ଦର ପ୍ରତିଷ୍ଠା ନିମନ୍ତେ ନୂତନ ସ୍ଥାନ ଚିହ୍ନଟ କରିବା ଲାଗି ଓଡିଶା ଡେଭଲପମେଣ୍ଟ ଫୋରମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ପ୍ରସ୍ତାବ ଦିଆଯାଇଛି। ଏଥିସହ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଏବଂ ବିଭାଗୀୟ ସଚିବଙ୍କ…

ବ୍ରହ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା ହେଉ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲା ରୂପେ ଘୋଷଣା କରିବା ଦାବି ନେଇ ଶୁକ୍ରବାର ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ରାଜସ୍ବ ସଚିବଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?