ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବାକୁ ମିଳିଲା ସ୍ବୀକୃତି: ଆରମ୍ଭ ହେବ ନାମଲେଖା
ପୁରୁଷୋତ୍ତମପୁର,୧୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ଭାଟକୁମରଡା ଆଦର୍ଶ ବିଦ୍ୟାଳୟକୁ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବା ପାଇଁ ଓଡିଶା ସରକାରଙ୍କ ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ ସ୍ବୀକୃତି ମିଳିଛି। ଯାହାଦ୍ବାରା ଚଳିତ ବର୍ଷ (୨୦୨୧-୨୨) ଶିକ୍ଷା ବର୍ଷରେ ଛାତ୍ରୀଛାତ୍ରମାନେ ନାମ ଲେଖାଇପାରିବେ।…
ବାଇକ ସ୍କୁଟି ମୁହାଁମୁହିଁ ଧକ୍କା
ଭଞ୍ଜନଗର,୧୦।୭(ଡି.ଏନ୍.ଏ.): ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାରେ ଶୁକ୍ରବାର ରାତିରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଅଭିଷେକ ଗୌଡ଼ ଓ ଆଲୋକ ସ୍ବାଇଁ। ଘଟଣାସ୍ଥଳରେ ଭଞ୍ଜନଗର ପୋଲିସ ପହଞ୍ଚି ତଦନ୍ତ…
ଛତ୍ରପୁର ବ୍ଲକ ଘେରିଲା ଭାଜପା
ଛତ୍ରପୁର,୯।୭(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ଭାଜପା ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଘେରାଉ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଛି। ଏହା ସହ ଏହାର ତଦନ୍ତ…
ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ର୍ନିମାଣ ନେଇ ୫ଟି ସଚିବଙ୍କୁ ଅନୁରୋଧ
ଛତ୍ରପୁର,୯।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଋଷିକୂଲ୍ୟା କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ ନେଇ ଶୁକ୍ରବାର ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କ ସ୍ଥାନୀୟ ଜନପ୍ରତିନିଧିମାନେ ଦୃଷ୍ଟି ଆକର୍ଷଣ କରିଛନ୍ତି। ଭିଡିଓ କନଫରେନ୍ସି ଜରିଆରେ ଅନୁଷ୍ଠିତ ଆଲୋଚନା ବେଳେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା…
ଅଡିଟ୍ ପରେ ଗଞ୍ଜାମରେ ବଢୁଛି କରୋନା ମୃତ୍ୟୁସଂଖ୍ୟା
ଛତ୍ରପୁର,୮ା୭(ଡି.ଏନ): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ଥମୁନି। ଆଜି ଜିଲାରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଅଡିଟ୍ ପରେ ଏହି ମୃତ୍ୟୁସଂଖ୍ୟା ବଢୁଛି। ଏହା ଦିନକର ନୁହେଁ ଏବଂ ପୂର୍ବରୁ ମୃତ୍ୟୁକୁ ମିଶାଇ ଏହା ଘୋଷଣା…
ଗଞ୍ଜାମରେ ହେବ ୧୩୩ ସ୍ମାର୍ଟ ହାଇସ୍କୁଲ: ଛାତ୍ରୀଛାତ୍ରଙ୍କ ସହ କଥା ହେଲେ ୫ଟି ସଚିବ
ଛତ୍ରପୁର,୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ୧୩୩ଟି ହାଇସ୍କୁଲକୁ ସ୍ମାର୍ଟ ହାଇସ୍କୁଲରେ ପରିଣତ ପାଇଁ କାମ ଚାଲିଛି। ଏହାର ଅଗ୍ରଗତି ନେଇ ଗୁରୁବାର ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ଭିଡିଓ କନ୍ଫରେନ୍ସିଂ ଜରିଆରେ ସ୍କୁଲର ଛାତ୍ରୀଛାତ୍ର, ପ୍ରଧାନଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି…
ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ
ଗଞ୍ଜାମ,୭ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତରେ ଆସି ମା’ ଙ୍କ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।…
ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା: ମହିଳାଙ୍କ ପଞ୍ଜରା ହାଡ଼ ଭାଙ୍ଗିଲା
ପୋଲସରା,୬।୭: ଗଞ୍ଜାମ ଜିଲା ପୋଲସରା ସହରର ରାଣୀପଡାସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ମଙ୍ଗଳବାର ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଦେଖିବାକୁ ମିଳିଛି। ଟିକାକରଣ ଲାଗି ଟିକାକରଣ କେନ୍ଦ୍ରରେ ଲୋକଙ୍କ ଗହଳି ଲାଗିଥିଲା। ଇତି ମଧ୍ୟରେ ଗହଳି ଭିତରେ ଟିକା…
କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ ତେବେ କ୍ଲାସ ରୁମ ଭଲ କାନ୍ଥର ପଲସ୍ତରା…
ଅନ୍ଲାଇନ୍ କ୍ଲାସରେ ସମସ୍ୟା :ବ୍ଲକ ଶିକ୍ଷା ଅଧିକାରୀଙ୍କ ନେଲେ ଅଭିନବ ପଦକ୍ଷେପ
ଛତ୍ରପୁର,୫।୭(ଡି.ଏନ୍.ଏ.): କରୋନା ମହାମାରୀ ପାଇଁ ଏବେ ସମସ୍ତ ସ୍କୁଲ ବନ୍ଦ ରହିଛି। ଛାତ୍ରୀଛାତ୍ର ଅନ୍ଲାଇନ୍ ମାଧ୍ୟମରେ ପାଠ ପଢ଼ୁଛନ୍ତି। ତେବେ ଗଞ୍ଜାମର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱର୍କ ଠିକ୍ ଭାବେ ଆସୁନଥିବା ଭଳି ସମସ୍ୟା ଦେଖାଯାଉଛି। ଜଣାପଡ଼ିଛି ଏପରିକି କେତେକ ଗରିବ…
ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ
ଛତ୍ରପୁର,୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ…
ଚର୍ଚ୍ଚରେ ରଶି ଲଗାଇଲେ ଫାଦର
ଗୋପାଳପୁର,୪ା୭: ଗୋପାଳପୁର ହିଲ୍ଟପ ରୋଡରେ ଥିବା ସେଣ୍ଟ ଭିନ୍ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ମିଳିଥିବା ସୂଚନା ମୁତାବକ, ସୁନ୍ଦରଗଡ଼ର ପ୍ରଦୀପ ଗତ…
Archives


