ଗଞ୍ଜାମ

୩୦ ଦିନରେ ପହଞ୍ଚିଲା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରେ ସହର ପରିକ୍ରମା

ଛତ୍ରପୁର, ୨।୬ (ଦିଲ୍ଲୀପ ସାମଲ): ଛତ୍ରପୁରର ଆରାଧ୍ୟା ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ମଙ୍ଗଳବାର ଯାତ୍ରାର ୩୦ତମ ଦିନ ଅବସରରେ ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ପ୍ରଭାକର ପଟ୍ଟନାୟକଙ୍କ ବଡ଼ପୁଅ ଯୁବ ସମାଜସେବୀ ସୁଧୀର…

ଖରା ଛୁଟିରେ ଅଜାଘରକୁ ବୁଲିବାକୁ ଆସିଥିଲେ ବାଦଲ, ଦୋକାନରେ ବସିଥିବାବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଘଟଣାସ୍ଥଳରେ…

ଭଞ୍ଜନଗର,୨/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ସାମନ୍ତରା ଘାଇ ଛକ ନିକଟରେ ଥିବା ତେଜରାତି ଦୋକାନରେ ମଙ୍ଗଳବାର ଅପରାହ୍ନରେ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ଏହାପରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଜଣେ ନାବାଳକଙ୍କର…

ଛତ୍ରପୁର ବିଧାୟକଙ୍କୁ ସ୍ମାରକପତ୍ର ଦେଲେ ଫାର୍ମାସୀ ଅଫିସର, ମୂଳ ଦରମା ସଂଶୋଧନ ଦାବିରେ…

ଛତ୍ରପୁର,୨।୬(ଦିଲ୍ଲୀପ ସାମଲ): ଫାର୍ମାସୀ ଅଫିସରମାନେ ରାଜ୍ୟର ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାର ଏକ ଅବିଭାଜ୍ୟ ଅଂଶ ଭାବେ ଔଷଧ ବିତରଣ, ରୋଗୀ ସେବା ସହଯୋଗ, ବିଭିନ୍ନ ଜାତୀୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟନ୍‌ବୟ ଓ ସରକାରୀ ହସ୍ପିଟାଲମାନଙ୍କ ସୁଚାରୁ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ! ସବୁ ଦୋକାନରେ ମିଳୁଛି ମଦ, ଏନଫୋର୍ସମେଣ୍ଟ ସ୍କ୍ବାଡ୍…

ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ମଦ ବ୍ୟବସାୟୀଙ୍କ ଅମରାବତୀ ପାଲଟିଛି । ସହରର ନିର୍ଦ୍ଦିଷ୍ଟ ପାନ ଦୋକାନ, ଢ଼ାବା ହୋଟେଲ, ଜଳଖିଆ ଦୋକାନ ଏବଂ ରାସନ ଦୋକାନମାନଙ୍କରେ ଖୁଲମଖୁଲା ଦେଶୀ ଓ ବିଦେଶୀ ମଦ ବିକ୍ରି…

ଦିଗପହଣ୍ଡିର ବିଶିଷ୍ଟ ଫଟୋଗ୍ରାଫରଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ବିଶିଷ୍ଟ ଫଟୋ ଓ ଭିଡ଼ିଓ ଗ୍ରାଫର ଓଡ଼ି.ପ୍ରଦୀପ କୁମାର(ଟିକି)ଙ୍କ ୫୬ ବର୍ଷ ବୟସରେ ମଙ୍ଗଳବାର ସକାଳେ ପରଲୋକ ହୋଇଛି । ସେ କିଛିଦିନ ହେଲା ଅସୁସ୍ଥ ଥିଲେ । ଭୋରରେ…

ଦଳିତମାନଙ୍କ ଉପରେ ଆକ୍ରମଣ: ମୌଳିକ ସମସ୍ୟାର ସମାଧାନ ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ…

ଛତ୍ରପୁର, ୨।୬ (ଦିଲ୍ଲୀପ ସାମଲ / ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲାରେ ଦଳିତ ଓ ଆଦିବାସୀଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ପ୍ରାୟ ୨୩% (ଦଳିତ ୧୯.୫% ଓ ଆଦିବାସୀ ୩.୫%) ହୋଇଥିଲେ ମଧ୍ୟ ସେମାନେ ସମସ୍ତ କ୍ଷେତ୍ରରେ ଅବହେଳିତ ହୋଇଆସୁଛନ୍ତି। ସ୍ୱାଧୀନତା…

ନୂଆ ସରକାର ବୁଝିଲେ ଛାତ୍ରୀଛାତ୍ରଙ୍କ ସମସ୍ୟା: ୧୩ କୋଟି ଟଙ୍କା ବ୍ୟୟରେ…

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଶିଳ୍ପ ତାଲିମ କେନ୍ଦ୍ରର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୧୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶିଳାନ୍ୟାସ ମଙ୍ଗଳବାର ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହାର…

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ ସୋମବାର ନିର୍ଦ୍ଦୋଷରେ ଖଲାସ କରିଦେଇଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ବଳରାମପୁର…

ଖଣି ଓ ଇସ୍ପାତ ମନ୍ତ୍ରୀଙ୍କ ଦ୍ୱାରା ଛତ୍ରପୁର ମହୋତ୍ସବ ଉଦଘାଟିତ, ମନ ମୋହିଲା ଅନ୍ତରା-ଅନୁରାଗଙ୍କ ଗୀତ

ଛତ୍ରପୁର,୨ା୬(ଦିଲ୍ଲୀପ ସାମଲ) : ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ପାଇଁ ଉଠୁଛି ପଡୁଛି ଛତ୍ରପୁର ସହର । ଜନ ଗହଳି ସାଙ୍ଗକୁ ଆଲୋକ ତୋରଣରେ ସୁସଜ୍ଜିତ ସହରକୁ ଅଧିକ ଆକର୍ଷଣୀୟ କରିଛି । ଏହି ଅବସରରେ ଛତ୍ରପୁରର…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା ଖୋର୍ଦ୍ଧା ସହରର ତଳ ସାହି ଅଞ୍ଚଳର ମୋନାଲି ବେହେରାଙ୍କୁ (୨୪) ଯୌତୁକ ନିର୍ଯାତନାରେ…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ରୋହିତ ଗୌଡ଼(୪୨)। ସୋମବାର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର ୨୯ତମ ଦିନ ଅବସରରେ ଗଞ୍ଜାମ ଜିଲା କଂଗ୍ରେସ (ପୂର୍ବ) କମିଟି ସଭାପତି ରଶ୍ମି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri