ଗଞ୍ଜାମ

ପୁରୁଷୋତ୍ତମପୁରରେ ନିର୍ମାଣ ହେବ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଲାଗି ଗୁରୁବାର ୫ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସହ ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସୀମାଞ୍ଚଳ ମିଶ୍ର,…

ଇଣ୍ଡୋର ଷ୍ଟାଡିୟମ ନେଇ ୫ଟି ସଚିବଙ୍କୁ ଅନୁରୋଧ

ଛତ୍ରପୁର,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଭଞ୍ଜନଗର, ଦିଗପହଣ୍ଡି, ପୁରୁଷୋତ୍ତମପୁର, ଖଲିକୋଟରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କୁ ପୃଥକ ପୃଥକ ଭାବେ ସ୍ଥାନୀୟ…

କାଳ ସାଜିଲା ବଜ୍ରପାତ

ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର ଶିବରାମ…

ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ

ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍‌ ମାର୍କ। ସରକାରୀ ନିର୍ଦ୍ଦେଶକୁ ଅବମାନନା କରି ଟ୍ୟୁଶନ କରୁଥିବାରୁ ପୂର୍ବରୁ ଅଭିଭାବକମାନେ ୨ଥର ଜିଲାପାଳଙ୍କ ନିକଟରେ ଅଭିଯୋଗ…

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୪ ଜଣଙ୍କ ନେଲା ଜୀବନ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌। ଚଳିତ ମାସରେ ଦୈନିକ ୨ ରୁ ୪ ଜଣଙ୍କ କରୋନାରେ ମୃତ୍ୟୁ ହେବାରେ ଲାଗିଛି। ପୁଣି ଜିଲାର ଆଉ ୪ ଜଣଙ୍କ ଆଜି କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ…

୨ ଦିନ ହେଲା ଗଞ୍ଜାମରେ ଟିକାକରଣ ବନ୍ଦ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାରେ ଦୁଇ ଦିନ ଧରି ଟିକାକାରଣ ବନ୍ଦ ରହିଛି । ଫଳରେ ଲୋକ ନିରାଶ ହୋଇଛନ୍ତି।

ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍‌. ଭେଙ୍କଟରମଣଙ୍କୁ ପିଟି ହତ୍ୟା କରାଯାଇଥିଲା। ତେବେ ହତ୍ୟା ପୂର୍ବରୁ ଭେଙ୍କଟରମଣଙ୍କ ଦାନ୍ତ ଭଙ୍ଗାଯିବା ସହ ମଇଳା ଖାଇବାକୁ…

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ । ବୃନ୍ଦାବନ ଓ ତାଙ୍କ ସ୍ତ୍ରୀ ସୁନିତା ଘରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘରର ପଛପଟେ…

ଅନ୍‌ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ମୋ ନିବେଦନ ପ୍ଲାଟଫର୍ମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅନ୍‌ଲାଇନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ…

ଝିଅ ଜନ୍ମ ହେବାରୁ ନିର୍ଯାତନା ପରେ ହତ୍ୟା

ଗୋପାଳପୁର,୨୭ା୬: ମହିଳାଙ୍କୁ ଯୌତୁକ ଜନିତ ହତ୍ୟା ଅଭିଯୋଗରେ ଗୋପାଳପୁର ପୋଲିସ ଜଣେ ଯବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଗୋଳାବନ୍ଧ ସ୍ଥିତ ଆର୍ମି ଏଡ଼ି କଲେଜର ନାଏକ ଭାବେ କାର୍ଯ୍ୟ କରୁଥିବା ଆନନ୍ଦ ସିଂ (୩୦)। ମିଳିଥିବା…

ଭାଜପାରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ ସିପିଆଇ ନେତା କର୍ମୀ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ଚିକଲଖଣ୍ଡି ପଞ୍ଚାୟତରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ମିଶ୍ରଣ ପର୍ବରେ ଚିକଲଖଣ୍ଡି ପଞ୍ଚାୟତର ନାଏବ ସରପଞ୍ଚ ନାରାୟଣ ରେଡ୍ଡୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ସିପିଆଇ କର୍ମୀମାନେ ଶଙ୍କର ରାଓ ଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri