ଗଞ୍ଜାମ

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ କରିବା ଲାଗି ଖଲ୍ଲିକୋଟ ଓ ଗଞ୍ଜାମ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କେତେ ପରିମାଣର…

ଟିକାକରଣ କେନ୍ଦ୍ରରେ ସେଲ୍‌ଫି ବୁଥ୍‌

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ଗଞ୍ଜାମ ଜିଲାରେ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଉଛି। ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ବ୍ରହ୍ମପୁର ଓ ଛତ୍ରପୁରରେ ଟିକା ଦେବାର ବ୍ୟବସ୍ଥା କରାଯାଇଛି। ଅପରପକ୍ଷରେ ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳ…

୨ ବିଭାଗର ଅବହେଳାରୁ ଦନ୍ତା ମୃତ

ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ଜୀବନ ଯାଇଛି। ସୋମବାର ସକାଳେ…

ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହର ଜିଲାରୁ ୪୪ ଜଣଙ୍କ ଜୀବନ ନେଲାଣି ।…

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଶୁଭାରମ୍ଭ…

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ୍‌ତାର ଲାଗି ଦନ୍ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନବିଭାଗ ଏହାର ତଦନ୍ତ କରୁଛି।

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଛନ୍ତି।…

ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର…

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ ହାତବାନ୍ଧି…

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୪୫ ବର୍ଷରୁ ଊଦ୍ଧର୍‌ବ ବୁଲା ବିକାଳୀ, ପରିବା ବିକ୍ରେତା,ସେଲୁନ ବାଲା, ତେଜରାତି ଦୋକାନୀ,…

ରେଡ ଜୋନ୍‌ରେ ଗଞ୍ଜାମର ୨୮୮ ଗାଁ: ୨୧.୭୮ ଲକ୍ଷ ଲୋକଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ଥର୍ମାଲ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାର ଜିଲାପାଳ ଏହି ନିଷ୍ପତ୍ତି ନେଇଥିଲେ। ଗୁରୁବାର ସୁଦ୍ଧା ଗଞ୍ଜାମର ୨୮୮ ଗାଁ…

ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୨୮୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri