ଗଞ୍ଜାମ

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର...

ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍‌: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍‌

ଛତ୍ରପୁର, ୧୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍‌ ତଥା ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍‌କୁ ସହଯୋଗ କରିବା ସହ...

କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ବିଡିଓ: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ସେ କରୋନାକୁ ହରାଇ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସେ ଏକ ଭିଡିଓ ବାର୍ତ୍ତା...

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର...

ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)। ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର...

ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ମୁଖ୍ୟ ପ୍ରବେଶ ପଥ ସିଲ୍‌

ଗଞ୍ଜାମ,୧୭।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର l କରୋନା ନିଜର କାୟା ବିସ୍ତାର କରି ଚାଲିଛି l ବିଶେଷକରି ଗଞ୍ଜାମ ଜିଲାରେ ଦିନକୁ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି l ତେଣୁ ଏହାକୁ ନେଇ ଜିଲା ପ୍ରଶାସନ...

ଗଞ୍ଜାମରେ କୋଭିଡ୍‌ ପରିଚାଳନାରେ ସରକାର, ପ୍ରଶାସନ ବିଫଳ: ଭାଜପା

ଛତ୍ରପୁର,୧୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ କୋଭିଡ୍‌ ପରିଚାଳନା ଓ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଥିବା ଭାଜପା ପକ୍ଷରୁ ଶୁକ୍ରବାର ଛତ୍ରପୁରଠାରେ ଅନୁଷ୍ଠିତ ଖବରଦାତା...

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆରମ୍ଭ ହେଲା ସ୍ବାବ୍‌ ଟେଷ୍ଟ

ପୁରୁଷୋତ୍ତମପୁର, ୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। ଏହି କ୍ରମରେ ପୁରୁଷୋତ୍ତମପୁର ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଏନ୍‌ଏସିର ବିଭିନ୍ନ ୱାର୍ଡରୁ ୨୫ଜଣ ପଜିଟିଭ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ଜଣାଇଛନ୍ତି। ସେ ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ...

ଗଞ୍ଜାମର ୯ ସହରରୁ ଉଠିଲା ଶଟ୍‌ଡାଉନ୍‌: ରାତି ୯ରୁ ଲାଗୁ ହେବ ଲକ୍‌ଡାଉନ୍‌

ଛତ୍ରପୁର,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍‌ଡାଉନ୍‌ ପକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ ଜିଲାର ୯ଟି ସହରରେ ୨୧ ତାତିଖ ପର୍ଯ୍ୟନ୍ତ ଜାରି ହୋଇଥିବା ଶଟ୍‌ଡାଉନ୍‌କୁ...

ମାସ୍କ ନ ପିନ୍ଧି ଦେଲେ ୭୬ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କୋଭିଡ ଯୋଦ୍ଧା: ସଙ୍ଗୀତା ସମସ୍ତଙ୍କ ପାଇଁ ଉଦାହରଣ ଟୁଇଟ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଶିକ୍ଷୟିତ୍ରୀ ତଥା କରୋନା ଯୋଦ୍ଧା ସଙ୍ଗୀତା ପାଣିଗ୍ରାହୀ କରୋନାରୁ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ କରି କହିଛନ୍ତି ଯେ, କୋଭିଡ ଯୁଦ୍ଧରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri