ଗଞ୍ଜାମ

ଭାଜପା ନେତା ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’

ବେଗୁନିଆପଡ଼ା,୨୭ା୧୧(ଡି.ଏନ୍‌.ଏ.): ରବିବାର ପ୍ରଧାନମନ୍ତ୍ରୀଙ୍କ ୯୫ତମ ମନ କି ବାତ୍‌ କାର୍ଯ୍ୟକ୍ରମକୁ ଭାଜପା ନେତା ଶୁଣିଛନ୍ତି। ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ ଝାଡ଼େଶ୍ବରଠାରେ ଆୟୋଜିତ ହୋଇଥିଲା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏଥିରେ ଗଞ୍ଜାମ ଜିଲା ଭାଜପା ସଭାପତି ବିଭୂତି ଜେନା, ରାଜ୍ୟ ଉପସଭାପତି…

ସୋରଡ଼ାକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ସୋରଡ଼ା,୨୭ା୧୧(ଡି.ଏନ୍‌.ଏ.): ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଭିଡ଼ ଏବେ ସୋରଡ଼ା ଅଞ୍ଚଳରେ ଦେଖାଯାଇଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିବା ବେଳେ ସୋରଡ଼ା ଦେଇ ପର୍ଯ୍ୟଟକମାନେ ଯିବାଆସିବା କରିଥାନ୍ତି। ଯିବା ସମୟରେ ଏଠାକାର ପାହାଡ଼ ଉପର ଖୁଣ୍ଟେଶରୀ…

ଜମିପଟ୍ଟା ସଂଶୋଧନକୁ ନେଇ କଥା କଟାକଟି: ଏଟିଓଙ୍କୁ ମନ୍ଦିର କର୍ତ୍ତୁପକ୍ଷଙ୍କ ଦୁର୍ବ୍ୟବହାର

ଗଞ୍ଜାମ,୨୭।୧୧(ଡି.ଏନ୍‌.ଏ.): ଏକ ଜମିପଟ୍ଟା ସଂଶୋଧନ କରିବାକୁ ନେଇ ତ୍ରିବେଣୀ ମଠ ଛକ ମନ୍ଦିର କର୍ତ୍ତୁପକ୍ଷ ଓ ଏଟିଓଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା l ଏହି ଘଟଣାରେ ମନ୍ଦିର କର୍ତ୍ତୁପକ୍ଷ ଉତକ୍ଷିପ୍ତ ହୋଇ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ…

ଫେରିଲା ଶୀତ, ଦାରିଙ୍ଗବାଡ଼ିରେ ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ପାରଦ ତଳମୁହାଁ ହେବା ସହ କାକର ପଡିଛି । ଲୋକେ ଶୀତରୁ ରକ୍ଷା ପାଇବା ପାଇଁ ନିଆଁର ସହାୟତା ନେଉଛନ୍ତି। କାମ ଧନ୍ଦାକୁ…

ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ବିଡିଓଙ୍କୁ ପରାମର୍ଶ ଦେଲେ ଉପଜିଲାପାଳ

ଗଞ୍ଜାମ,୨୬ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର ଶନିବାର ଗଞ୍ଜାମ ବ୍ଲକ ଗସ୍ତ କରି ବିଭିନ୍ନ ପଞ୍ଚାୟତରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଥିଲେ। ବିଡିଓ ଜସ୍ମିନ ପ୍ରଧାନ, ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶ୍ରୀକାନ୍ତ କୁମାର ଗୌଡ଼,…

ଖେଳୁଥିବା ବେଳେ ପୋଖରୀ ପଡ଼ି ଶିଶୁ ମୃତ

ଦିଗପହଣ୍ଡି,୨୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମର ପୋଖରୀରେ ବୁଡ଼ି ଶନିବାର ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ହେଲେ ଡେଙ୍ଗାଡି ଗ୍ରାମର ରଞ୍ଜନ ସାହୁଙ୍କ ଏକମାତ୍ର ପୁତ୍ର ସିଦ୍ଧାର୍ଥ । ସିଦ୍ଧାର୍ଥ ଘର ନିକଟ ପୋଖରୀ ହିଡରେ…

ଅଜଣା ଗାଡି ଧକ୍କାରେ କୃଷ୍ଣସାର ମୃଗ ମୃତ

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଢଉ ଗାଁ ୩୨୬ ନଂ ଜାତୀୟ ରାଜପଥର ଭାଲିଆ ଝୋଳା ଗାଁ ଛକ ନିକଟରୁ ଶନିବାର ଏକ କୃଷ୍ଣସାର ମୃଗର ମୃତଦେହ ଉଦ୍ଧାର ହୋଇଛି। ଅଜଣା ଗାଡି ଧକ୍କାରେ କୃଷ୍ଣସାର ମୃଗର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବରପାଇ…

ଶେରଗଡ଼ର ଐତିହ୍ୟ ଜଗନ୍ନାଥ ମନ୍ଦିର, ଚନ୍ଦ୍ରବିଳାସ ପ୍ରାସାଦ

ଶେରଗଡ଼,୨୬।୧୧(ଡି.ଏନ.ଏ) ସୂର୍ଯ୍ୟନାରାୟଣ ଦାଶ: ଗଞ୍ଜାମ ଜିଲା ଶେରଗଡରେ ରହିଛି ଐତିହ୍ୟ ଓ ପରମ୍ପରାର ମୂକସାକ୍ଷୀ ଜଗନ୍ନାଥ ମନ୍ଦିର ଓ ଚନ୍ଦ୍ରବିଳାସ ରାଜପ୍ରାସାଦ। ଏହାକୁ ନେଇ ଶେରଗଡ଼ବାସୀ ଗର୍ବ କରନ୍ତି। ଏହି କୀର୍ତ୍ତି ଆଜି ମୂକସାକ୍ଷୀ ହୋଇ ଛିଡା ହୋଇଛି ବଡ଼ଦାଣ୍ଡ ଶେଷରେ।…

ବ୍ରହ୍ମପୁର ବିମାନବନ୍ଦର ଦାବି ନେଇ ରାଜନୀତି

ବ୍ରହ୍ମପୁର ଅଫିସ,୨୬।୧୧: ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର ନିକଟସ୍ଥ ଗୋପାଳପୁର ବେଳାଭୂମି ଆକର୍ଷଣୀୟ ହୋଇଥିବାରୁ ରାଜ୍ୟ ଓ ଦେଶର ପର୍ଯ୍ୟଟନ ମାନଚିତ୍ରରେ ସ୍ଥାପିତ ହୋଇଛି। ଗୋପାଳପୁର ବନ୍ଦର, ଭାରତୀୟ ବିରଳ ମୃତ୍ତିକା ସଂସ୍ଥା, ଜାତୀୟ ସ୍ତରର ଶିକ୍ଷାନୁଷ୍ଠାନ ଆଇଜର ସମେତ…

ଜିଲାରେ ୧୩ ଲକ୍ଷ ୪୯୭ ହେକ୍ଟର ମାଣ୍ଡିଆ ଚାଷ

ବ୍ରହ୍ମପୁର ଅଫିସ,୨୬ା୧୧:ପୁଷ୍ଟିକର ଖାଦ୍ୟ ଓ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ମାଣ୍ଡିଆ ବେଶ୍‌ ସହାୟକ। ଏଥିସହ ମାଣ୍ଡିଆ ପୁଷ୍ଟିହୀନତାକୁ ଦୂର କରିବାରେ ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମିଲଟ…

ଟ୍ରେନ ଆଗକୁ ଡେଇଁ ବିଇଡ଼ି ଛାତ୍ରଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫ା୧୧: ରେଳବାଇ ପୋଲିସ(ଜିଆରପି) ଶୁକ୍ରବାର କନିଷି-ଶିହଳା ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଆସିକା ଝଗଡ଼େଇର ସଂଗ୍ରାମ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଛି। ସଂଗ୍ରାମ କନିଷିସ୍ଥିତ ଦିବାକର ପଟ୍ଟନାୟକ ଉଚ୍ଚତର…

କାଜୁ ୟୁନିଟ୍‌ ବାହାନାରେ ବ୍ୟାଙ୍କରୁ ୨୬ଲକ୍ଷ ଠକେଇ

ବ୍ରହ୍ମପୁର ଅଫିସ,୨୫ା୧୧: ଜଣେ ବ୍ୟକ୍ତି ମୁଦ୍ରା ଯୋଜନାରେ ଏକ କାଜୁ ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନ କରିବାକୁ ଦର୍ଶାଇ ୟୁନିୟନ୍‌ ବ୍ୟାଙ୍କରୁ ଦୁଇଟି ପର୍ଯ୍ୟାୟରେ ୨୬ଲକ୍ଷର ଋଣ ଉଠାଇ ପରିଶୋଧ କରି ନ ଥିଲେ। ବ୍ୟାଙ୍କ ପକ୍ଷରୁ ଯାଞ୍ଚ କରିବାରୁ ସେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?