କାଜୁ ୟୁନିଟ୍ ବାହାନାରେ ବ୍ୟାଙ୍କରୁ ୨୬ଲକ୍ଷ ଠକେଇ
ବ୍ରହ୍ମପୁର ଅଫିସ,୨୫ା୧୧: ଜଣେ ବ୍ୟକ୍ତି ମୁଦ୍ରା ଯୋଜନାରେ ଏକ କାଜୁ ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପନ କରିବାକୁ ଦର୍ଶାଇ ୟୁନିୟନ୍ ବ୍ୟାଙ୍କରୁ ଦୁଇଟି ପର୍ଯ୍ୟାୟରେ ୨୬ଲକ୍ଷର ଋଣ ଉଠାଇ ପରିଶୋଧ କରି ନ ଥିଲେ। ବ୍ୟାଙ୍କ ପକ୍ଷରୁ ଯାଞ୍ଚ କରିବାରୁ ସେ କୌଣସି…
ଗଞ୍ଜାମର ୨,୩୨୮ ଅଙ୍ଗନୱାଡି କେନ୍ଦ୍ରରେ ତାଲା
ଛତ୍ରପୁର,୨୪ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ୫,୧୬୧ଟି ଅଙ୍ଗନୱାଡି କେନ୍ଦ୍ର ରହଥିବା ବେଳେ ସେଥିମଧ୍ୟରୁ ୨,୩୨୮ ଟି କେନ୍ଦ୍ରରେ ଗତ ୩ ଦିନ ହେଲା ତାଲା ପଡିଛି । ଫଳରେ ଉକ୍ତ କେନ୍ଦ୍ରର ଶିଶୁମାନଙ୍କ ପାଠପଢା ବନ୍ଦ ଥିବା ବେଳେ ସେମାନେ ବିଭିନ୍ନ ସରକାରୀ…
ଜାନିବିଲି ଯନ୍ତ୍ରଣାରେ ବ୍ରହ୍ମପୁରବାସୀ ହନ୍ତସନ୍ତ
ବ୍ରହ୍ମପୁର ଅଫିସ,୨୪। ୧୧: ରେଶମ ସହର ବ୍ରହ୍ମପୁରରେ ବହୁ ବର୍ଷରୁ ଲାଗି ରହିଥିବା ଜଳ ସଙ୍କଟର ସ୍ଥାୟୀ ସମାଧାନ ଏବଂ ପ୍ରତିଦିନ ୨୪ ଘଣ୍ଟିଆ ବିଶୁଦ୍ଧ ପିଇବା ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ଜାନିବିଲି ବୃହତ୍ତର…
ଏମ୍ବିବିଏସ୍ ଛାତ୍ରୀଙ୍କୁ କାମୁଡ଼ି ଡାକ୍ତର ଗିରଫ
ବ୍ରହ୍ମପୁର ଅଫିସ,୨୪ା୧୧: ବ୍ରହ୍ମପୁର ବଡ଼ ମେଡିକାଲ ପରିସରରେ ଜଣେ ଡାକ୍ତର ଏମ୍ବିବିଏସ୍ର ଶେଷବର୍ଷ ଛାତ୍ରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଦେଇଛନ୍ତି। ଏହି ଘଟଣା ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ପୀଡ଼ିତା ଛାତ୍ରୀଙ୍କ ଅଭିଯୋଗ କ୍ରମେ ବୈଦ୍ୟନାଥପୁର ଥାନା ପୋଲିସ ମାମଲା ରୁଜୁ…
ବେଗୁନିଆପଡ଼ା ବିଜେଡି ସଭାପତି ହେଲେ ସୀମାଞ୍ଚଳ ସାମଲ
ବେଗୁନିଆପଡ଼ା,୨୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକରେ ନୂତନ ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ଚୟନ କରାଯାଇଛି। ଗଞ୍ଜାମ ଜିଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବେଗୁନିଆପଡ଼ା ବ୍ଲକ ସଭାପତି ଭାବେ ସୀମାଞ୍ଚଳ ସାମଲଙ୍କୁ ଏହି ପଦବୀ ମିଳିଛି।…
୧୦ କେନ୍ଦ୍ରରେ ମାଟ୍ରିକ ସମ୍ମେଟିଭ ପରୀକ୍ଷା ଦେଲେ ୧୯୦୮ ପରୀକ୍ଷାର୍ଥୀ
ବେଗୁନିଆପଡ଼ା,୨୩ା୧୧(ଡି.ଏନ୍.ଏ.): ବୁଧବାରଠାରୁ ଆରମ୍ଭ ହୋଇଛି ଦଶମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା। ଗଞ୍ଜାମ ଜିଲା ବେଗୁନିଆପଡ଼ା ଓ କୋଦଳାରେ ରାଜ୍ୟରେ ମୋଟ୍ ୧୯୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ବେଳେ ୪୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସୂଚନା ମିଳିଛି। ଏହି ବ୍ଲକର ଶାଙ୍କୁଡ଼ାସ୍ଥିତ ଧବଳେଶ୍ୱର…
ୟୁନିଫର୍ମ, ପରିଚୟପତ୍ର ନ ଥିଲେ କଲେଜ ମନା
ଭଞ୍ଜନଗର,୨୩।୧୧(ଡି.ଏନ.ଏ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍ୟୂବି) କଲେଜ ଆଣ୍ଟି ରାଗିଂ ସେଲ୍, ମହିଳା ନିର୍ଯାତନା ନିରୋଧି ସେଲ୍ ଏବଂ ଶୃଙ୍ଖଳା କମିଟି ମଙ୍ଗଳବାର ଗଠିତ ହୋଇଛି । ଅପରାହ୍ନରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ୱରେ ମିଳିତ ବୈଠକ…
ବାହୁଦା ମୁହାଣରେ ହେଉ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର
ବ୍ରହ୍ମପୁର ଅଫିସ,୨୩।୧୧: ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ପାତି ସୁନାପୁର ଉପକୂଳ ବାହୁଦା ମୁହାଣରେ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର ନିର୍ମାଣ ପାଇଁ କଂଗ୍ରେସ ଶ୍ରମିକ ସଂଗଠନ ଆଇଏନ୍ଟିୟୁସି ଦାବି କରିଛି। ଗତ ୧୮ ତାରିଖରେ ଅନୁଷ୍ଠିତ ରାଜ୍ୟ…
ଅବ୍ୟବସ୍ଥା ଘେରରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର: ବିପଦ ସଙ୍କୁଳ କୋଠାରେ ଚାଲିଛି ରୋଗୀସେବା
ଗଞ୍ଜାମ,୨୨।୧୧(ଡି.ଏନ୍.ଏ.): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ବହୁ ପୁରାତନ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବ୍ୟବସ୍ଥା ଘେରରେ ରହିଛି। ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ରୋଗୀସେବା। ମେଡିକାଲ କୋଠାଗୁଡିକ ଭାଙ୍ଗିରୁଜି ଯାଇଥିବା ବେଳେ ବ୍ରହ୍ମପୁର ଏମ୍କେସିଜି ମେଡିକାଲରୁ କଂକ୍ରିଟ ଖସିଲା ଭଳି…
ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର ଅଫିସବ,୨୨।୧୧: ଫାଷ୍ଟଟ୍ରାକ ପୋକସ ଜଜ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଯଥେଷ୍ଟ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଗଞ୍ଜାମ ଜିଲା ପାଟପୁର ଅଞ୍ଚଳର ବାବୁ ମଲିକ।…
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ
ବେଗୁନିଆପଡ଼ା,୨୨।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ ୬…
୮୦ କେଜି ଗଞ୍ଜେଇ ଜବତ, ଗିରଫ ଦୁଇ ଅଣଓଡ଼ିଆ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୨।୧୧: ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଛି। କାର୍ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ…

