କଳାବଜାର, ଦରବୃଦ୍ଧି ରୋକିବା ପାଇଁ ଏନ୍ଏସିର କଡ଼ା ନିର୍ଦ୍ଦେଶ: ଖିଲାପ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ବୁଗୁଡ଼ା,୭।୫(ଡି.ଏନ୍.ଏ.):କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହି ଲକ୍ଡାଉନ୍ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ ବିକ୍ରି…
ଲକ୍ଡାଉନ୍ର ଫାଇଦା ନେଉଛନ୍ତି ଅସାଧୁ ବ୍ୟବସାୟୀ, ଚଢ଼ା ଦରରେ ବିକ୍ରି କରୁଛନ୍ତି ସାମଗ୍ରୀ
ଗଞ୍ଜାମ,୭।୫(ଡି.ଏନ୍.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରିଛନ୍ତି ସରକାର। ଏହି ଲକ୍ଡାଉନର ଫାଇଦା ନେଉଛନ୍ତି କିଛି ଅସାଧୁ ବ୍ୟବସାୟୀ। ନିତ୍ୟ ଅପରିହାର୍ଯ୍ୟ ସାମଗ୍ରୀକୁ ଚଢ଼ା ଦରରେ ବିକ୍ରି କରୁଛନ୍ତି l…
ଲକ୍ଡାଉନ୍ ଫାଇଦା ଉଠାଉଛନ୍ତି ବେପାରୀ: ନିତ୍ୟ ଆବଶ୍ୟକ ଜିନିଷ ଚଢ଼ା ଦରରେ ବିକ୍ରି
ଗଞ୍ଜାମ,୭।୫(ଡି.ଏନ୍.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାରl ଏହି ଲକ୍ଡାଉନ୍ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ ବିକ୍ରି…
ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୭।୫(ଡି.ଏନ୍.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। କିନ୍ତୁ ଗତବର୍ଷ ଭଳି ଗଞ୍ଜାମ ସହର ମୁଖ୍ୟ…
ଆଳୁ ଉପରେ କରୋନା ଛାଟ
ଗଞ୍ଜାମ,୬।୫(ଡି.ଏନ୍.ଏ.): ରାଜ୍ୟରେ କରୋନାର ଦ୍ୱିତୀୟ ଷ୍ଟ୍ରେନ୍ ଉଗ୍ରରୂପ ଧାରଣ କରିଛି । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ମେ ୫ରୁ ୧୯ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରିଛନ୍ତି। ପୂର୍ବଭଳି ଶନିବାର ରବିବାର ଶଟ୍ଡାଉନ ବଳବତ୍ତର ରହିଛି। ଏହାର…
ଗଞ୍ଜାମରେ ଲକ୍ଡାଉନର ପ୍ରଭାବ: ରାସ୍ତାଘାଟ ଶୂନ୍ଶାନ୍
ଗଞ୍ଜାମ,୫।୫(ଡି.ଏନ୍.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ମେ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରିଛନ୍ତି l ଗଞ୍ଜାମ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡିଦେଲେ ସମସ୍ତ ଦୋକାନ ବଜାର…
ଗୋଳନ୍ଥରା ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣା: ଏଏସ୍ଆଇ, କନଷ୍ଟେବଳ ନିଲମ୍ବିତ
ଗୋପାଳପୁର,୪ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପରିସରରେ ସୋମବାର ରାତିରେ ଜଣେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଥାନା ଏଏସ୍ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଓ କନଷ୍ଟେବଳ ଡିପି ଜେନାଙ୍କୁ ବ୍ରହ୍ମପୁର ଏସ୍ପି ପିନାକ…
କରୋନା କାଳରେ କଳାବଜାର: ବଢ଼ିଲା ଆଳୁଦର, ପ୍ରଶାସନର ଚଢ଼ାଉ
ବୁଗୁଡ଼ା,୪।୫(ଡି.ଏନ୍.ଏ.): ମହାମାରୀ କରୋନାର ପ୍ରଭାବକୁ ପ୍ରତିହତ କରିବା ଲକ୍ଷ୍ୟରେ ସରକାର ମେ’ ୫ରୁ ୧୫ ଦିନିଆ ଲକ୍ଡାଉନ୍ ଘୋଷଣା କରିବା ପରେ ବୁଗୁଡ଼ାର କେତେକ ମୁନାଫାଖୋର ଅସାଧୁ ବ୍ୟବସାୟୀଙ୍କ କଳା କାରନାମା ଯୋଗୁ ଆଳୁ ଦର ହୁ ହୁ ହୋଇ ବୃଦ୍ଧି…
ଛତ୍ରପୁରରେ ନିୟମ ଫୁ: ୭ ଦୋକାନ ୧୫ ଦିନ ପାଇଁ ସିଲ
ଛତ୍ରପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ କରୋନା କଟକଣାକୁ ଅମାନିଆ ମାନୁନାହାନ୍ତି । ଅପରପକ୍ଷରେ ଏଠାରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୋକାନୀ ଏବଂ ଗ୍ରାହକ ନିୟମକୁ ଫୁ କରି ଉଡ଼ାଇ ଦେଉଛନ୍ତି ।…
ଥାନାରେ ଯୁବକଙ୍କ ଆତ୍ମହତ୍ୟା
ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆ। ଅପରାହ୍ନରେ ରଙ୍ଗିପୁର ପଞ୍ଚାୟତ କାର୍ଯ୍ୟାଳୟରେ ରାଶନ ଚାଉଳ ବଣ୍ଟାବେଳେ ଗଣେଶ…
ଗୋଲିଆରେ କାର୍ଯ୍ୟକ୍ଷମ ହେବ କୋଭିଡ୍ ହସ୍ପିଟାଲ
ବୁଗୁଡ଼ା,୧ା୫(ଡି.ଏନ.ଏ.)-ବୁଗୁଡ଼ା ଏନ୍ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପଞ୍ଚାୟତ ସ୍ତରରେ ମଧ୍ୟ ବହୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ସରକାରୀ ଭାବେ କୋଭିଡ୍ରେ କୌଣସି ମୃତ୍ୟୁ ହୋଇ ନ ଥିବା କୁହାଯାଉଥିଲେ ମଧ୍ୟ ଶନିବାର ସୁଦ୍ଧା ୩ ଜଣଙ୍କ…
ଜାଲ୍ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି
ପୋଲସରା,୩୦ା୪: ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ।…
Archives


