ଗଞ୍ଜାମ

ଅଭିଯୁକ୍ତ ଶ୍ରୀକୃଷ୍ଣଙ୍କ ଲାଗି କଠୋର ଜାମିନ ସର୍ତ୍ତ

ଛତ୍ରପୁର,୭ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଅର୍ଥତତ୍ତ୍ୱ ଚିଟଫଣ୍ଡ ମୁଖ୍ୟ ପ୍ରଦୀପ ସେଠୀଙ୍କ ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ତରଫରୁ ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଜାମିନ ଆବେଦନ କରାଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗତ ଫେବୃୟାରୀ ୨୮ରେ ଅର୍ଥତତ୍ତ୍ୱ ଗ୍ରୁପର…

ଗଞ୍ଜାମ ଏନ୍‌ଏସି ଉପାଧ୍ୟକ୍ଷ ହେଲେ ସୁରେନ୍ଦ୍ର ବାରିକ

ଗଞ୍ଜାମ,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଗୁରୁବାର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ଏଥିରେ ୧ ନଂ ଓ୍ବାର୍ଡର ବିଜେଡି କାଉନସିଲର ସୁରେନ୍ଦ୍ର ବାରିକ ଉପାଧ୍ୟକ୍ଷ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପାଧ୍ୟକ୍ଷ ପାଇଁ ବିଜେଡିର ଏକ ମାତ୍ର ପ୍ରାର୍ଥୀ ସୁରେନ୍ଦ୍ର ନାମାଙ୍କନ…

ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୦ ନମ୍ବର ଓ୍ବାର୍ଡର ସ୍ବାଧୀନ କାଉନସିଲର ଦେବାଶିଷ ମିଶ୍ର ଗୁରୁବାର ବିଜେଡିରେ ଯୋଗଦେଇଛନ୍ତି ଛତ୍ରପୁର ଶିବ କୁମାର ପଟ୍ଟନାୟକ ରିଡିଙ୍ଗରୁମ୍‌ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡିରେ ଯୋଗଦେଇଥିବା କାଉନସିଲର ଦେବାଶିଷଙ୍କୁ ଛତ୍ରପୁର ବିଧାୟକ ସୁବାସ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସରେ ପଶିଥିଲେ, ବନ୍ଧା ହେଲେ ୨ ନକଲି ଆର୍ମି ଅଫିସର

ଗୋପାଳପୁର,୭ା୪(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ଆବାସରେ ନିଜକୁ ଆର୍ମି ଅଫିସର ପରିଚୟ ଦେଇ ଜୋରଜବରଦସ୍ତି ପଶିବା ଅଭିଯୋଗରେ ଗୋପାଳପୁର ପୋଲିସ ବୁଧବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ସାଲେପାଲି…

୪ ଭାଇଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତଙ୍କୁ ଦୁଇଦିନିଆ ରିମାଣ୍ଡ ଅନୁମତି

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ର କରି ବଚସା ଓ ପରେ ଯୋଜନାବଦ୍ଧ ଭାବେ ୪ଭାଇଙ୍କୁ ଜଘନ୍ୟ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ଜଡ଼ିତ ୫ ଅଭିଯୁକ୍ତଙ୍କୁ ପୋଲିସ ଗତ ୨୯ରେ ଗିରଫ…

ପ୍ରତିଷ୍ଠା ଦିବସରେ ଭାଜପା ଛାଡ଼ିଲେ ବରିଷ୍ଠ ନେତା ଦେବାନନ୍ଦ

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଭାଜପା ପ୍ରତିଷ୍ଠା ଦିବସରେ ଗଞ୍ଜାମ ଭାଜପାକୁ ଲାଗିଛି ଶକ୍ତ ଧକ୍କା। ଇସ୍ତଫା ଦେଲେ ହିଞ୍ଜିଳିର ଜଣାଶୁଣା ବରିଷ୍ଠ ଭାଜପା ନେତା ଦେବାନନ୍ଦ ମହାପାତ୍ର। ହିଞ୍ଜିଳିକାଟୁଠାରେ ବୁଧବାର ମହାପାତ୍ର ନିଜ ଇସ୍ତଫା ବିଷୟରେ ପ୍ରେସ ମିଟ୍‌ କରି ଜଣାଇଛନ୍ତି। ୧୯୮୮ରୁ ମହାପାତ୍ର…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ଭଞ୍ଜନଗର,୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କାର୍ତ୍ତିକେଶ୍ବର ଛନ୍ଦି ହୋଇଥିବା ଜଣାପଡ଼ିଛି। ୫ ଜଣ ଡିଏସ୍‌ପି ଙ୍କ…

ଭ୍ୟାନ୍‌ ଧକ୍କାରେ ପରିବାରର ୪ ମୃତ

ଆସିକା,୬।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଧନପୁର ଗ୍ରାମ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଏକ ମୋପେଡ୍‌କୁ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାଦେବାରୁ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି।…

ପ୍ରହଲ୍ଲାଦନଗରରେ ବୋମା ମାଡ଼: ଗାଈ ସହ ଜଣେ ଆହତ

ବ୍ରହ୍ମପୁର, ୫।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହଲ୍ଲାଦନଗରରେ ସୋମବାର ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଛି । ୪ଟି ବୋମା ଫୁଟି ଏକ ଗାଈ ସମେତ ସାହିର ସମୀର ଜେନା ନାମକ ଜଣେ ଯୁବକ ଆହତ ହୋଇଛନ୍ତି ।…

ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ତୃତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ସୋମବାର ରାତି ସାଢେ ୧ଟାରେ ମନ୍ଦିର ଦ୍ୱାର ଫିଠା ଯାଇଥିଲା। ପରେ ପରମ୍ପରା ଅନୁସାରେ ମା’ଙ୍କ ଅବକାଶ ନୀତି,…

ଦିବ୍ୟାଙ୍ଗଙ୍କ ଅଭିଯୋଗ ଶୁଣିଲେ ଜିଲାପାଳ

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଦିବ୍ୟାଙ୍ଗମାନଙ୍କ ମଙ୍ଗଳ ପାଇଁ ଅଭିଯୋଗ ଶୁଣାଣି ‘ଦିବ୍ୟାଙ୍ଗଜନ ସମାଧାନ’ ଜିଲାରେ ଶୁଭାରମ୍ଭ ହୋଇଛି । ସୋମବାର ଛତ୍ରପୁରସ୍ଥିତ ଜଉଗଡ଼ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ଶୁଣାଣି କରିଥିଲେ । ଏଥିସହ ଜିଲାର ସମସ୍ତ…

ପୋଖରୀ ସଫା କଲେ ମହିଳା କାଉନ୍‌ସିଲର

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ପୁଣି ‘ମୋ ପୋଖରୀ ମୋ ଦାୟିତ୍ୱ କାର୍ଯ୍ୟକ୍ରମ’ ସୋମବାର ଆରମ୍ଭ ହୋଇଛି। ଏନ୍‌ଏସି ୯ନଂ. ୱାର୍ଡରେ ଏହାର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କାଉନ୍‌ସିଲର ପ୍ରୀତିଛନ୍ଦା ସାମଲ ମଧ୍ୟ ସାମିଲ ହୋଇଥିଲେ। କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri