ଗଞ୍ଜାମ

ତାରାତାରିଣୀ ପୀଠ ଖାଁ ଖାଁ: ବାସନ୍ତୀ ଦୂର୍ଗା ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହୋଇଛି। କରୋନା କଟକଣା ମଧ୍ୟରେ କେବଳ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ହୋଇଛି। ରାତିରୁ ମନ୍ଦିର ଫିଠାଯାଇ ମା’ଙ୍କ ପୂଜାର୍ଚ୍ଚନା…

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ: ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ମଙ୍ଗଳବାର ୪୯ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ମଙ୍ଗଳବାର ଜିଲାରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି ଜିଲାପାଳ ବିଜୟ ଅମୃତା…

କ୍ରସରରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଫାଦ୍ରୀପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ସୋମବାର ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଏମ୍‌କେସିଜି ମେଡିକାଲ…

ଭକ୍ତଙ୍କୁ ତାରାତାରିଣୀ ଯାତ୍ରା ମନା

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ମା ତାରାତାରିଣୀଙ୍କ ଯାତ୍ରା ବନ୍ଦ ରହିବ। କେବଳ ମା’ଙ୍କ ରୀତିନୀତି ପୂଜକଙ୍କ ଦ୍ୱାରା ଅନୁପାଳନ କରାଯିବ । ଭକ୍ତଙ୍କ ଦର୍ଶନ…

ଗଞ୍ଜାମରେ ମଙ୍ଗଳବାରରୁ ଘରକୁ ଘର ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୧୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ଆସନ୍ତା ମଙ୍ଗଳବାର ଠାରୁ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯିବ ବୋଲି ଜ଼ିଲାପାଳ ବିଜୟ…

ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ବର୍ଷା ଜନସାଧାରଣଙ୍କୁ ଆଶ୍ୱସ୍ତି…

ସରକାରୀ କର୍ମଚାରୀଙ୍କୁ ସଦରମହକୁମା ଛାଡ଼ିବା ମନା

ଗଞ୍ଜାମ,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ସଦରମହକୁମା ନ ଛାଡ଼ିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ କାମ ଥିଲେ ବିଭାଗୀୟ ଅନୁମତି ଦରକାର ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି।…

ବାଇକ୍‌ ଦୁର୍ଘଟଣା: ୨ ଶିଶୁ ଗୁରୁତର

ସୋରଡ଼ା,୧୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ବୁଲାଣି ଜଙ୍ଗଲ ରାସ୍ତା ପିପଳପଙ୍କ ନିକଟରେ ମଧ୍ୟାହ୍ନରେ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଗୋଟିଏ ପରିବାରର ୨ ଶିଶୁ ଗୁରୁତର ହୋଇଥିବା ଜଣାପଡ଼ିଛି। ସେମାନେ ଗଜଲବାଡିର ରାଜୀବ ନାୟକ ସ୍ତ୍ରୀ ଓ ଦୁଇ ଶିଶୁ…

ଜାମିନ ଖାରଜ: ଝାରପଡ଼ା ଫେରିଲେ ପ୍ରଦୀପ, ପାଠକ ବାପ-ପୁଅ

ବ୍ରହ୍ମପୁର ଅଫିସ,୧୭।୪:ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇର ଗୋଟିଏ ପରେ ଗୋଟିଏ ନୂଆ ଫର୍ଦ୍ଦରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଅଭୟକାନ୍ତ ପାଠକ ଓ ପୁଅ ଆକାଶ ଜଡିତ ହେଉଛନ୍ତି। ଗୁରୁବାର ସେମାନଙ୍କ ଜାମିନ ପାଇଁ ଏସ୍‌ଡିଜେଏମ୍‌…

ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା

କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି…

ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍‌ମେଟ ଯାଞ୍ଚ

ଗଞ୍ଜାମ,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା ଉଚ୍ଚ ପ୍ରଶାସନର ନିଦ୍ଦେର୍ର୍ଶକ୍ରମେ ମାକ୍ସ ଓ ହେଲିମେଟ ଯାଞ୍ଚକୁ କଡ଼ାକଡ଼ି କରିଛି ଗଞ୍ଜାମ…

ଫେରୁଛନ୍ତି ପ୍ରବାସୀ, ବଢୁଛି ଗଞ୍ଜାମର ଚିନ୍ତା

ଛତ୍ରପୁର,୧୪ା୪: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାକୁ ଫେରୁଥିବା ପ୍ରବାସୀମାନେ ସାଙ୍ଗରେ ଆର୍‌ଟି-ପିସିଆର୍‌ ନେଗେଟିଭ ରିପୋର୍ଟ ଆଣିବାକୁ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନେଗେଟିଭ ରିପୋର୍ଟ ନ ଥିଲେ ପ୍ରବାସୀଙ୍କୁ ୭ ଦିନ ହୋମ ଆଇସୋଲଶନରେ ରହିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri