ଗଞ୍ଜାମ

୯୩୬ଜଣ ଭୋଟଗଣତି କର୍ମଚାରୀଙ୍କୁ ତାଲିମ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ଗଣତି ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ। ଗଞ୍ଜାମ ଜିଲାର ୧୩ଟି ବିଧାନସଭା ଆସନ ଏବଂ ୨ଟି ଲୋକ ସଭା ଆସନର ଭୋଟ୍‌ଗଣତି ସକାଳ ୮ଟାରୁ ହେବ। ପ୍ରଥମେ ପୋଷ୍ଟାଲ୍‌ ବାଲଟ୍‌ ଏବଂ ପରେ ଇଭିଏମ୍‌ର...

ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସାପତ୍ର

ଛତ୍ରପୁର,୧୬ା୫(ଡି.ଏନ.ଏ)-ରାଜ୍ୟରେ ଫନୀ ବାତ୍ୟା ବିପନ୍ନଙ୍କୁ ବିଭିନ୍ନ ସହାୟତା ଯୋଗାଇଥିବାରୁ ଗଞ୍ଜାମ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପ୍ରଂଶସାପତ୍ର ମିଳିଛି। ପୁରୀ ଜିଲାର ବାତ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନଠାରୁ ଆରମ୍ଭ କରି ସେଠାରେ ଚାଲିଥିବା ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ...

ଅଂଶୁଘାତ ମୃତ୍ୟୁ ଅଭିଯୋଗ ହେଲେ ଜଣାଇବାକୁ ନିର୍ଦ୍ଦେଶ

ଛତ୍ରପୁର,୧୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚାଲିଥିବା ବିଭନ୍ନ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଫନୀ ବାତ୍ୟା ବେଳେ...

ବିଳମ୍ବ ହେଲା ଯୁକ୍ତ ୨ ଖାତା ମୂଲ୍ୟାୟନ

ବ୍ରହ୍ମପୁର ଅଫିସ୍‌,୧୬ା୫-ଚଳିତ ଥର ଯୁକ୍ତ ୨ ଖାତା ମୂଲ୍ୟାୟନ ବିଭିନ୍ନ କାରଣରୁ ବାଧାପ୍ରାପ୍ତ ହେବାରେ ଲାଗିଛି। ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ନେଇ ମଧ୍ୟ ସନ୍ଦେହ ଉପୁଜୁଛି । ଅନ୍ୟପଟେ ଅଫ୍‌ଲାଇନ୍‌ ଅପେକ୍ଷା ଅନ୍‌ଲାଇନ୍‌ ଖାତା ମୂଲ୍ୟାୟନରେ...

୫ ଦିନରେ୧୫୨୩ ଗ୍ରାହକ ଉଠାଇଛନ୍ତି ୬୭.୧୭ ଲକ୍ଷ ଟଙ୍କା

ବ୍ରହ୍ମପୁର ଅଫିସ,୧୬ା୫-ଚଳିତ ମାସ ପ୍ରଥମ ସପ୍ତାହରେ ଘଟିଥିବା ସାମୁଦ୍ରିକ ବାତ୍ୟା ଫନୀ ପୁରୀ ଜିଲାକୁ ବିଶେଷ ପ୍ରଭାବିତ କରିଛି । ଫଳରେ ବ୍ୟାଙ୍କ ସେବା ବିପର୍ଯ୍ୟସ୍ତ ହୋଇଯାଇଛି । ତେଣୁ ମୋବାଇଲ ଏଟିଏମ୍‌ ଦ୍ୱାରା ଗ୍ରାହକଙ୍କୁ ସେବା ଯୋଗାଇବା ବ୍ୟବସ୍ଥା...

ଗଛ ସ୍ଥାନାନ୍ତର କାର୍ଯ୍ୟ ବିଳମ୍ବ,: ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗୋପାଳପୁରଠାରୁ ରାଇପୁରକୁ ଜାତୀୟ ରାଜପଥ ସଂଯୋଗ ହୋଇଛି। ଏହାର ସଂପ୍ରସାରଣ କାର୍ଯ୍ୟ ଏବେ ବାଲିଗୁଡ଼ାଠାରୁ ଦାରିଙ୍ଗବାଡ଼ି ପର୍ଯ୍ୟନ୍ତ ଚାଲିଛି।  ତେବେ ରାସ୍ତାକଡ଼ର ବଡ଼ବଡ଼ ଗଛ ପୂବର୍ର୍ଭଳି କଟା ନ ଯାଇ ଗଛର ଚାରିପାଖ...

ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ହେବ ଭୋଟ ଗଣତି

ଛତ୍ରପୁର,୧୫ା୫(ଡି.ଏନ.ଏ)-ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଭୋଟ ଗଣତି ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିା ଜିଲାର ବ୍ରହ୍ମପୁର, ଛତ୍ରପୁର ଓ ଭଞ୍ଜନଗରସ୍ଥିତ କେନ୍ଦ୍ରଠାରେ ଭୋଟ ଗଣତି କରାଯିବ। ୨୩ ତାରିଖ ସକାଳ ୮ ଟାରେ...

ତିତ୍‌ଲିରେ ହୋଇଥିଲା ଧ୍ୱଂସ : ପୁରିଆ ସାହି କ୍ଷୁଦ୍ର ସେଚ ପ୍ରକଳ୍ପ ଡ୍ୟାମ୍‌ ପୁନଃ ନିର୍ମାଣ

ବ୍ରହ୍ମପୁର ଅଫିସ,୧୫ା୫-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ପୂରିଆ ସାହିରେ ପୁନଃ ନିର୍ମାଣ କରାଯାଉଛି ପୂରିଆ ସାହି କ୍ଷୁଦ୍ର ଜଳସେଚନ ଯୋଜନା। ଏହାର ମୁଖ୍ୟବନ୍ଧ (ହେଡୱାକ୍ସ) ନିର୍ମାଣ ଓ କେନାଲ ପୁନରୁଦ୍ଧାର ବାବଦରେ ପ୍ରଥମ ପର୍ଯ୍ୟାୟରେ ୨.୬୦...

ବୁଢ଼ାଦାନୀ ଗ୍ରାମବାସୀଙ୍କୁ ନାଳ ଭରସା

ଫୁଲବାଣୀ ଅଫିସ, ୧୫ା୫-କନ୍ଧମାଳ ଏକ ପାହାଡିଆ ଅଞ୍ଚଳ ହୋଇଥିବାରୁ ଏଠାରେ ପାଣିର ଘୋର ଅଭାବ| ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ(ଆରଡବ୍ଲ୍ୟୁଏସ୍‌ଏସ୍‌) ପକ୍ଷରୁ ବହୁ ପ୍ରକଳ୍ପ କରାଯାଇଛି। ଏବେ ପ୍ରବଳ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ଚାରା ରୋପଣ

ଛତ୍ରପୁର,୧୪ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ଗଞ୍ଜାମ ଜିଲାରେ ବହୁ ଗଛର କ୍ଷତି ହୋଇଯାଇଛି ା ତେଣୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚାରା ରୋପଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପରିଷଦ...

ମହାନଗରରେ ଟ୍ରାଫିକ ସମସ୍ୟା

ବ୍ରହ୍ମପୁର ଅଫିସ,୧୩ା୫-ବ୍ରହ୍ମପୁର ମହାନଗର ନିଗମରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେଉଛି। ବିଭିନ୍ନ ସମୟରେ ପ୍ରଶାସନିକସ୍ତରରେ ଆଲୋଚନା ହୋଇ ଟ୍ରାଫିକ୍‌ ସମସ୍ୟା ସୁଧାରିବାକୁ ନିଷ୍ପତ୍ତି ହେଉଥିଲେ ମଧ୍ୟ ତାହା କେବଳ ଆଲୋଚନା ଓ ସମୀକ୍ଷାରେ ସୀମିତ ରହିଛି ।...

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ଯୋଗଦେଇ ଏହି ଦିବସର ତାତ୍ପର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri