ଆରମ୍ଭ ହେଲା ଯୁକ୍ତ ୩ ମୂଲ୍ୟାଙ୍କନ
ଭଞ୍ଜନଗର୩୦।୬(ଡି.ଏନ.ଏ)- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ଠାରୁ ଯୁକ୍ତ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା ଖାତାର ମୂଲ୍ୟାଙ୍କନ ଆରମ୍ଭ ହୋଇଛି। ଏଥିସହ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଆଉ ୫ ସ୍ଥାନରେ ମଧ୍ୟ ମୂଲ୍ୟାଙ୍କନ...
ପ୍ରବାସୀ ଓଡ଼ିଆଙ୍କ ରାସ୍ତାରୋକୋ
ବୁଗୁଡ଼ା,୩୦ା୬(ଡି.ଏନ୍.ଏ.)- ବୁଗୁଡ଼ା ବ୍ଲକ ବିରଞ୍ଚତ୍ପୁର ପଞ୍ଚାୟତର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଅବଧି ପୂରଣ କରି ଘରକୁ ଫେରିଥିବା ପ୍ରବାସୀ ଓଡ଼ିଆ ସହାୟତା ରାଶି ଦାବିରେ ମଙ୍ଗଳବାର ବିରଞ୍ଚତ୍ପୁର ମୁଖ୍ୟରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ପ୍ରାୟ ୪ ଘଣ୍ଟା କାଳ...
ଦୈନିକ ୨ଥର ପୋଷାକ, ମାସ୍କ ବଦଳାନ୍ତୁ ସରକାରୀ ଅଧିକାରୀ-କର୍ମଚାରୀ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୩୦।୬(ଡି.ଏନ୍.ଏ.)- ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ଅଧିକାଂଶ ସରକାରୀ, କର୍ମଚାରୀ ରହିଥିବାକୁ ନେଇ ପ୍ରଶାସନର ଚିନ୍ତା ବଢିଛି। କୋଭିଡ ପରିଚାଳନା ଓ ଉକ୍ତ ସମ୍ପର୍କୀୟ ଏକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏକ...
ଶିିକୁଳା ଗ୍ରାମକୁ କଣ୍ଟେଟମେଣ୍ଟ ଜୋନ୍ ଘୋଷଣା କଲେ ଗଞ୍ଜାମ ଜିଲାପାଳ
ପୁରୁଷୋତ୍ତମପୁର, ୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଶିକୁଳା ଗ୍ରାମରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ପ୍ରଶାସନ ପକ୍ଷରୁ ଚିହ୍ନଟ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଗଞ୍ଜାମ...
ଗଞ୍ଜାମରେ ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦କୁ ବୃଦ୍ଧି ପାଇଛି। ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୫୨ ଜଣ ସୁସ୍ଥ...
ଗଞ୍ଜାମରେ କରୋନା ନେଲା ୨ ମହିଳାଙ୍କ ଜୀବନ: ଜିଲାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ୨ ମହିଳାଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ମୃତକ ୪୮ ଓ ୩୯ ବର୍ଷୀୟ ମହିଳା ଓ ସେମାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।...
ଛତ୍ରପୁର ବ୍ଲକ ଅଧ୍ୟକ୍ଷଙ୍କୁ କରୋନା :କଳ୍ପବାସୀ ନଗରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅପରପକ୍ଷରେ ଏନ୍ଏସିର ୱାର୍ଡ ନମ୍ବର ୧୨ର କଳ୍ପବାସୀ ନଗରରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ...
ଛତ୍ରପୁର ୬ ଦିନିଆ ଶଟ୍ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ
ଛତ୍ରପୁର, ୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ ଦେଖିବାକୁ ମିଳୁଛି। କେବଳ ଔଷଧ ଦୋକାନ ବ୍ୟତିତ ଅନ୍ୟ ସବୁ ଦୋକାନ ବନ୍ଦ...
କଣ୍ଟେନମେଣ୍ଟ ଜୋନ୍ ହେଲା ଗୁଣ୍ଠପଡ଼ା
ଆସିକା,୨୯ା୬(ଡି.ଏନ୍.ଏ.)- ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତର ଗୁଣ୍ଠପଡା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ରାଇପଲ୍ଲୀ, ଖଣ୍ଡବନ୍ଧ ଏବଂ ସୁମନ୍ତପଲ୍ଲୀକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ରାତିରେ ଏହି...
ମୁଜାଗଡ଼ ରେଞ୍ଜରେ ବାଘ ଆତଙ୍କ
ଭଞ୍ଜନଗର,୨୯।୬(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ରେଞ୍ଜରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ରେଞ୍ଜ ଅନ୍ତର୍ଗତ ବାଇବାଲି ଗ୍ରାମରୁ ଗତ ଶୁକ୍ରବାର ରାତିରେ ବାଘ ଏକ ବାଛୁରୀକୁ ଘୋଷାଡ଼ି ନେଇ ମାରି ଦେଇଛି। ବାଛୁରୀ ରଡ଼ି...
ପୋଲିସ ପରିଚୟ ଦେଇ ଲୁଟିନେଲେ ୭ଟି ଛେଳି ଓ ମୋବାଇଲ
ଗଞ୍ଜାମ,୨୯ା୬(ଡି.ଏନ.ଏ.)-କରୋନା ଭୂତାଣୁ ପାଇଁ ସମସ୍ତେ ବ୍ୟସ୍ତ ଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଦୁର୍ବୃତ୍ତ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା ପୁଇଁତୋଳା ଗ୍ରାମରେ। ଭିନ୍ନ ଉପାୟରେ ଜଣେ ଯୁବକଙ୍କ ଦାମୀ ମୋବାଇଲ ଫୋନ ଓ ଆଉ...
ଗଞ୍ଜାମରେ ଆଉ ୨ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
ଛତ୍ରପୁର,୨୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଜିଲାରେ ଜଣଙ୍କ ପରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି। ସୋମବାର ଜିଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...
Archives


