ଗଞ୍ଜାମ

ସମୁଦ୍ରରେ ଚାଲିଛି ବେଆଇନ ମାଛଧରା: ଅଲିଭ ରିଡଲେଙ୍କ ଅଣ୍ଡାଦାନ ବାଧାପ୍ରାପ୍ତ

ଛତ୍ରପୁର,୧୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମୁଦ୍ରରୁ ବେଆଇନ ଭାବରେ ମାଛଧରାକୁ ବନ୍ଦ କରିବା ନେଇ ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମା’ ଗଙ୍ଗା ଦେବୀ ସାମୁଦ୍ରିକ ମତ୍ସ୍ୟଜୀବୀ ସଂଘ ପକ୍ଷରୁ ବଡ଼ନୋଳିଆନୂଆଗାଁ, ସାନନୋଳିଆନୂଆଗାଁ, ଗୋଖରକୁଦା, ପୋଡମପେଟା,…

ପୋତାଗଡ଼ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ତହସିଲଦାର

ଗଞ୍ଜାମ,୯।୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ସୌନ୍ଦର୍ଯ୍ୟକରଣ ଓ ପୁନରୁଦ୍ଧାର କାର୍ଯ୍ୟ ଜୋରଦାରରେ ଚାଲିଛି l ମଙ୍ଗଳବାର ତହସିଲଦାର ଅରୁଣ କୁମାର ନାୟକ ପୋତାଗଡ଼ ଗ୍ରସ୍ତ କରି ଚାଲିଥିବା କାର୍ଯ୍ୟ ସମୀକ୍ଷା କରିଛନ୍ତି। ବର୍ତ୍ତମାନ ଯୁଦ୍ଧକାଳୀନ ଭିତ୍ତରେ ପୋତାଗଡ଼ କାର୍ଯ୍ୟ ଚାଲିଛି।…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: ସମସ୍ତେ ନିର୍ଦ୍ୱନ୍ଦରେ ନିର୍ବାଚିତ

ପୁରୁଷୋତ୍ତମପୁର,୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଥିଲା। ଏଥିରେ ସମସ୍ତ ସଭ୍ୟଙ୍କ ସହମତିରେ ନିର୍ବାଚନ ବଦଳରେ କର୍ମକର୍ତ୍ତା ଚୟନ ହୋଇଥିଲା। ଏ ନେଇ ନିର୍ବାଚନ ଅଧିକାରୀ ରବିନ୍ଦ୍ର ବେହେରା ଦିନ ଧାର୍ଯ୍ୟ କରିଥିଲେ।…

ସମ୍ପତ୍ତି ଲୋଭରେ ଭାଇବୋହୂଙ୍କୁ ହତ୍ୟାକଲେ ଦେଢ଼ଶୁର

ବ୍ରହ୍ମପୁର ଅଫିସ, ୮।୩ : ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଟି ହତ୍ୟାକାଣ୍ଡ ଘଟିଛି । ରବିବାର ରାତିରେ ଝାଡ଼ାଙ୍କୁଲି ଗ୍ରାମର କୋରା ସେଠୀଙ୍କୁ ହତ୍ୟା କରାଯାଇଥିବା ବେଳେ ତାଙ୍କ ପୁଅ ପ୍ରଶାନ୍ତଙ୍କୁ ମଧ୍ୟ ହତ୍ୟା…

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…

ଅଳିଆଗଦାରୁ ବ୍ୟାପି ବାରାହୀ ପାହାଡ଼ରେ ନିଆଁ

ହିଞ୍ଜିଳିକାଟୁ,୭ା୩: ହିଞ୍ଜିଳିକାଟୁ ସହର ନିକଟସ୍ଥ ବାରାହୀ ପାହାଡ଼ରେ ରବିବାର ନିଆଁ ଲାଗିଥିଲା। ଦମକଳ ବାହିନୀ ଓ ସ୍ଥାନୀୟ ଅଞ୍ଚଳର ଯୁବକଙ୍କ ପ୍ରୟାସରେ ନିଆଁକୁ ଆୟତ୍ତ କରାଯାଇଥିଲା। ପାହାଡ଼ ନିକଟରେ ଥିବା ଜନବସତିର ଅଳିଆଗଦାରୁ ନିଆଁ ଶୁଖିଲା ପତ୍ରରେ ଲାଗି ପାହାଡ଼କୁ ବ୍ୟାପି…

କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବୁଗୁଡ଼ା ବ୍ଲକର ୫୦୨ ଜଣ ବରିଷ୍ଠ ନାଗରିକ ଓ ୨୨…

ଖୋଲିଲା ତାମ୍ପରା ଲେକ୍‌ ଭ୍ୟୁ ଫ୍ରଣ୍ଟ୍‌

ଛତ୍ରପୁର,୭।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ହୁମୁରୀ ତାମ୍ପରା ପର୍ଯ୍ୟଟନ କ୍ଷେତ୍ରକୁ ନୂତନ ରୂପ ମିଳିଛି। ତାମ୍ପରା ଲେକ୍‌ ଭିୟୁ ଫ୍ରଣ୍ଟ୍‌ ପର୍ଯ୍ୟଟକଙ୍କ ପାଇଁ ଟ୍ରାଏଲ ବେସିସ୍‌ରେ ଶନିବାର ଖୋଲାଯାଇଛି। ଶୁଭାରମ୍ଭ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ଅଭିଯୁକ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର…

ଧାନ କିଣା ନ ଯିବା ନେଇ ରାସ୍ତାରୋକୋ, ପାନୀୟ ଜଳ ପ୍ରକଳ୍ପ ବନ୍ଦ କଲେ ଚାଷୀ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଧାନ କିଣା ଯାଉ ନ ଥିବା ପ୍ରତିବାଦ କରି ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଶହ ଶହ ଚାଷୀ ଶନିବାର ବ୍ରହ୍ମପୁର, ଛତ୍ରପୁର, ଗୋଲାବନ୍ଧକୁ ଯାଉଥିବା ପାନୀୟଜଳ ପ୍ରକଳ୍ପକୁ ବନ୍ଦ କରିବା ସହ ଛତ୍ରପୁର ତାରାତାରିଣୀ ମୁଖ୍ୟ ରାସ୍ତାକୁ ଅବରୋଧ…

ଚିଟ ଫଣ୍ଡ ଠକେଇ ମାମଲା: ପ୍ରଦୀପଙ୍କ ପରେ ଶ୍ରୀକୃଷ୍ଣ ପାଢ଼ୀଙ୍କ ଜାମିନ ଆବେଦନ ଖାରଜ

ଛତ୍ରପୁର,୫।୩(ଡି.ଏନ୍‌.ଏ.): ଚିଟ ଫଣ୍ଡ ଠକେଇ ମାମଲା ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ଦ୍ୱାରା ୨୩ ଫେବୃୟାରୀରେ ଦାଖଲ ହୋଇଥିବା ଜାମିନ ଆବେଦନକୁ ଏସଡିଜେଏମ ସନ୍ତୋଷ କୁମାର ପାଣିଗ୍ରାହୀ ଖାରଜ କରିଛନ୍ତି। ସୂଚନାଯୋଗ୍ୟ ଯେ, ଅର୍ଥତତ୍ତ୍ୱ ଗ୍ରୁପ ମୁଖ୍ୟ ପ୍ରଦୀପ ସେଠୀ ଓ…

ପଞ୍ଚାୟତିରାଜ ଦିବସ ପାଳିତ

ଗଞ୍ଜାମ,୫।୩(ଡି.ଏନ.ଏ): ସାରା ରାଜ୍ୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଛି। ଗଞ୍ଜାମ ବିଜେଡି ପକ୍ଷରୁ ମଧ୍ୟ ତାହା ପାଳନ କରା ଯାଇଥିଲା l ଏହି ଅବସରରେ ବିଜୁ ପଟ୍ଟନାୟକ ମାର୍ଗସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତାମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri