ଗଞ୍ଜାମ

ନିଯୁକ୍ତିରେ ଅଣଦେଖା, କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଗଞ୍ଜାମ,୧୩ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ ବୁଧବାର ଏକ ପ୍ରତିନିଧି ଦଳ ଗଞ୍ଜାମ ସହରରେ ରହିଥିବା ଗ୍ରାସୀମ କମ୍ପାନୀ କର୍ତ୍ତୃପକ୍ଷ ନିକଟରେ ଫେରାଦ ହୋଇଛନ୍ତି। କାଇଁଚପୁର ପଞ୍ଚାୟତ ଋଷିକୁଲ୍ୟା ନଦୀକୂଳରୁ ଗ୍ରାସୀମ କମ୍ପାନୀକୁ ବିପୁଳ ପରିମାଣରେ…

ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା ପରିଲିକ୍ଷିତ ହେଉଛି। ସହରର ଗୋଟିଏ ପକ୍ଷ ତହସିଲଦାରଙ୍କ କାର୍ଯ୍ୟକଳାପ ଭଲ ନୁହେଁ କହି ବଜ଼ାର…

ତହସିଲଦାରଙ୍କ ବଦଳି ଦାବିରେ ବିକ୍ଷୋଭ

ଗଞ୍ଜାମ,୧୨ା୭(ଡି.ଏନ୍‌.ଏ.): ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ରହିଆସୁଥିବା କନ୍ଧ ଶତପଥୀଙ୍କ ଘର ଭାଙ୍ଗିବାକୁ…

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବୁଗୁଡ଼ା,୧୧ା୭(ଡି.ଏନ.ଏ.): ଫୁଲ ତୋଳିବା ବେଳେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଥିବା ସୋମବାର ବୁଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ବୁଗୁଡ଼ା ସୀମାଞ୍ଚଳ ମାର୍ଗ ପ୍ରଥମ ଲାଇନରେ ରହୁଥିବା ତାକରଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବହରି ଚୌଧୁରୀଙ୍କ ସ୍ତ୍ରୀ ସୋମବାର…

ଗଞ୍ଜାମ ବନ୍ଦ ଡାକରାରେ ସାମିଲ ହେବେନି ସାନବଜାର ବଣିକ ସଙ୍ଘ

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.) ଗଞ୍ଜାମ ତହସିଲଦାରଙ୍କ କାର୍ଯ୍ୟକୁ ପ୍ରତିବାଦ କରି ସହରବାସୀଙ୍କ ପକ୍ଷରୁ ମଙ୍ଗଳବାର ଗଞ୍ଜାମ ବଜାର ବନ୍ଦ ଡାକରା ଦିଆଯାଇଛି l ହେଲେ ସାନ ବଜାର ବଣିକ ସଙ୍ଘ ବନ୍ଦ ପାଳନରେ ସାମିଲ ହେବ ନାହିଁ। ଏନେଇ ସାନ ବଜାର ବଣିକ ସଭାପତି…

ଦର୍ଶନ ଲାଗି ଧାଡ଼ିରେ ଠିଆ ହୋଇଥିଲେ, ବେକରୁ ଝାମ୍ପିନେଲେ ସୁନାହାର

ବ୍ରହ୍ମପୁର ଅଫିସ,୧୦।୭: ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଛନ୍ତି। ରବିବାର ହରିଶୟନ ଏକାଦଶୀ। ଏହି ଅବସରରେ ଠାକୁରଙ୍କ ଦର୍ଶନ ପାଇଁ ଗୋଶାଣୀନୂଆଗାଁ ଜଗନ୍ନାଥ ମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ମହିଳାମାନେ ଧାଡ଼ିରେ ଠିଆହୋଇ ଠାକୁରଙ୍କୁ ଦର୍ଶନ କରିବା ପାଇଁ…

ସମସ୍ୟାରେ ସନ୍ତୁଳିତ ଚିତ୍ରକର ପରିବାର

ଧରାକୋଟ,୧୦।୭(ଡି.ଏନ୍‌.ଏ.): ଠାକୁରଙ୍କ ଚିତ୍ର ଆଙ୍କିବା ପାଇଁ ରାଜା ପୁରୀ ବାଲିହରଚଣ୍ଡି ସାହିରୁ ଧରାକୋଟ ଆଣିଥିଲେ ଚିତ୍ରକର ପରିବାରକୁ। ଘର ସହ ଇନାମ ଆକାରରେ ଜମି ମଧ୍ୟ ଖଞ୍ଜୀଥିଲେ। ପ୍ରାୟ ଚାରିଶହ ବର୍ଷ ପୂର୍ବର ଜଗନ୍ନାଥ ମନ୍ଦିର ନିର୍ମାଣ ଓ ପ୍ରତିଷ୍ଠାବେଳେ ଧରାକୋଟ…

୭ ମାସ ପରେ ବି ଅନ୍ତେବାସୀଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ,୧୦।୭: ବ୍ରହ୍ମପୁର ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ (ବାଳକ)ରୁ ଅନ୍ତେବାସୀ ଚମ୍ପଟ ଘଟଣାର ୭ ମାସ ପରେ ବି ପୋଲିସ ୫ ଜଣଙ୍କ ପତ୍ତା ପାଇପାରିନାହିଁ। ଚମ୍ପଟ ଅନ୍ତେବାସୀମାନେ ନିଜ ଘରକୁ ଫେରିଲେ…

ଜାମୁଗଣ୍ଡ ନାଳରେ ଦୌଡ଼ି ବାନ୍ଧି ଘରକୁ ଗଲେ ଛାତ୍ରୀଛାତ୍ର

ପାତ୍ରପୁର,୧୦।୭(ଡି.ଏନ.ଏ): ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତରେ ବର୍ଷା ପାଣି ଯୋଗୁଁ ଜାମୁଗଣ୍ଡ ନାଳ ଭର୍ତ୍ତି ହୋଇଯିବାରୁ ଦଉଡ଼ି ବାନ୍ଧି ଛାତ୍ରୀଛାତ୍ର ଘରକୁ ଆସିଛନ୍ତି। ବୁରାତାଲ ପଞ୍ଚାୟତ କମଳାଖତ ନୂଆଁସାହି ତଥା ସେହି ଅଞ୍ଚଳରେ ଥିବା ପ୍ରାୟ ଦଶ ଖଣ୍ଡ ଗ୍ରାମକୁ ଯିବା…

ତାରାତାରିଣୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର ଅଫିସ,୧୦।୭: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଞ୍ଜାମ ଗସ୍ତରେ ଯାଇଛନ୍ତି । ସେଠାରେ ସେ ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀ ଦର୍ଶନ କରିଛନ୍ତି। ପରେ ସେ ବ୍ରହ୍ମପୁର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ ସାଇନ୍ସ ଏଜୁକେଶନ…

ବନ୍ଦ ଘରୁ ମହିଳାଙ୍କ ମୃତଦେହ ଜବତ

ଦିଗପହଣ୍ଡି,୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ସାହସପୁର ପଞ୍ଚାୟତ ହାଟପଦା ଗ୍ରାମରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ସେ ହେଲେ ହାଟପଦା ଗ୍ରାମର ଏସ. ସରବା(୫୦)। ସରବା ଘରେ ଏକୁଟିଆ ରହୁଥିବା ବେଳେ ସାହି ପଡିଶାରେ…

ସ୍ମାର୍ଟ ସ୍କୁଲରେ ତାଲା, ପ୍ରାଥମିକ ବିଦ୍ୟାଳୟରେ ପାଠପଢା

ବ୍ରହ୍ମପୁର ଅଫିସ,୯ା୭-ଗଞ୍ଜାମ ଜିଲାରେ ଛାତ୍ରୀଛାତ୍ରଙ୍କୁ ଉନ୍ନତ ପ୍ରଣାଳୀରେ ଶିକ୍ଷାଦାନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୨୩୦ଟି ହାଇସ୍କୁଲକୁ ରୂପାନ୍ତରିତ କରାଯାଇଛି। ଗତ ଜୁନ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ଏସବୁ ସ୍ମାର୍ଟ ସ୍କୁଲର ଉଦଘାଟନ କରାଯାଇଥିଲା। ଏଥିମଧ୍ୟରେ ବ୍ରହ୍ମପୁରରେ ୭ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri