ଗଞ୍ଜାମ

ଚିଟ ଫଣ୍ଡ ଠକେଇ ମାମଲା: ପ୍ରଦୀପଙ୍କ ପରେ ଶ୍ରୀକୃଷ୍ଣ ପାଢ଼ୀଙ୍କ ଜାମିନ ଆବେଦନ ଖାରଜ

ଛତ୍ରପୁର,୫।୩(ଡି.ଏନ୍‌.ଏ.): ଚିଟ ଫଣ୍ଡ ଠକେଇ ମାମଲା ସହ ଅଭିଯୁକ୍ତ ଶ୍ରୀକୃଷ୍ଣ ପାଢ଼ୀଙ୍କ ଦ୍ୱାରା ୨୩ ଫେବୃୟାରୀରେ ଦାଖଲ ହୋଇଥିବା ଜାମିନ ଆବେଦନକୁ ଏସଡିଜେଏମ ସନ୍ତୋଷ କୁମାର ପାଣିଗ୍ରାହୀ ଖାରଜ କରିଛନ୍ତି। ସୂଚନାଯୋଗ୍ୟ ଯେ, ଅର୍ଥତତ୍ତ୍ୱ ଗ୍ରୁପ ମୁଖ୍ୟ ପ୍ରଦୀପ ସେଠୀ ଓ…

ପଞ୍ଚାୟତିରାଜ ଦିବସ ପାଳିତ

ଗଞ୍ଜାମ,୫।୩(ଡି.ଏନ.ଏ): ସାରା ରାଜ୍ୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଛି। ଗଞ୍ଜାମ ବିଜେଡି ପକ୍ଷରୁ ମଧ୍ୟ ତାହା ପାଳନ କରା ଯାଇଥିଲା l ଏହି ଅବସରରେ ବିଜୁ ପଟ୍ଟନାୟକ ମାର୍ଗସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତାମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l…

ବାର୍‌ହା ଆକ୍ରମଣରେ ୭ ଗୁରୁତର

ହିିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ତଥା ବ୍ରହ୍ମପୁର ସଦର ଥାନା ଏ ଚନ୍ଦ୍ରମଣିପୁର ଗ୍ରାମରେ ଗୁରୁବାର ପୂର୍ବାହ୍ନରେ ବାର୍‌ହା ଆକ୍ରମଣରେ ୭ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶାନ୍ତା ରୁନିଆ(୧୧), ଜୀବନ ଗଉଡ଼(୭), ସୂର୍ଯ୍ୟ ଗଉଡ଼(୩୦), ସୁଶିଳା…

କରୋନା ବେଳେ ବିଏମ୍‌ସି ଖର୍ଚ୍ଚରେ ଜାଲିଆତି

ବ୍ରହ୍ମପୁର ଅଫିସ,୪।୩: କୋଭିଡ୍‌-୧୯ ମହାମାରୀ ବେଳେ ବ୍ରହ୍ମପୁର ସହରରେ ଲକ୍‌ଡାଉନ୍‌, ଶଟଡାଉନ୍‌ ଓ ରାତ୍ରିକାଳୀନ କର୍ଫ୍ୟୁ ହୋଇଥିଲା। ସେହି ସମୟରେ କଣ୍ଟେନମେଣ୍ଟ ଜୋନ୍‌ ପାଇଁ ବ୍ୟାରିକେଡ୍‌ କରାଯିବା ଏବଂ ଗୋରୁ, ଷଣ୍ଢ, ବୁଲାକୁକୁର ଓ ଅନ୍ୟ ଜୀବଜନ୍ତୁଙ୍କୁ ଖାଦ୍ୟ ଦେବା ଲାଗି…

ବଧୂ ହତ୍ୟା ମାମଲା: ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ

ଆସିକା,୪।୩: ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ଜୟପୁର ଗ୍ରାମରେ ଘଟିଥିବା ଯୌତୁକଜନିତ ବଧୂହତ୍ୟା ମାମଲାର ବିଚାର କରି ବୁଧବାର ଆସିକା ଅତିରିକ୍ତ ଦୌରାଜଜ ରାଜଲକ୍ଷ୍ମୀ ପଟ୍ଟନାୟକ ଅଭିଯୁକ୍ତ ଶାଶୁ ସୁବାସିନୀ ଭଞ୍ଜଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ…

ଟିକା ନେଲେ ବରିଷ୍ଠ ନାଗରିକ, କାହାଠାରେ ଦେଖାଯାଇନି ପାର୍ଶ୍ୱ ପ୍ରତିକ୍ରିୟା

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବରିଷ୍ଠ ନାଗରିକଙ୍କୁ ବୁଧବାରଠାରୁ ଆର୍‌ଏମ୍‌ସି ପରିସର ନୂତନ ଉପଖଣ୍ଡ ଚିକିତ୍ସାଳୟରେ କରୋନା ଟିକାକରଣ ଆରମ୍ଭ ହୋଇଛି। ପୌରାଞ୍ଚଳକୁ ୪ଟି ଭାଗରେ ବିଭକ୍ତ କରାଯାଇ ଟିକାକରଣ ପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି। ବୁଧବାର ପୌରାଞ୍ଚଳର ୧…

ଟାହିଟାପରାକୁ କେନ୍ଦ୍ର କରି ସହପାଠୀଙ୍କୁ ଛୁରାମାଡ଼ କଲେ ଛାତ୍ର

ଭଞ୍ଜନଗର,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧୀନ ବଡ଼ବୋରସିଂ ଉଚ୍ଚ ବିଦ୍ୟାଳୟରେ ଟାହି ଟାପରାକୁ କେନ୍ଦ୍ର କରି ଜଣେ ଦଶମ ଶ୍ରେଣୀ ଛାତ୍ର ନିଜର ସହପାଠୀଙ୍କୁ ଛୁରିରେ ଭୁସିବା ଭଳି ଅଭାବନୀୟ ଘଟଣା ଘଟିଛି। ଛାତ୍ର ଜଣଙ୍କ ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ ଦୀର୍ଘ ୧୭ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ପାରାଦ୍ୱୀପ ଏକ୍ସପୋର୍ଟରୁ ଏକ ଚାରି ଜଣିଆ…

ପୁଣି ଗଞ୍ଜାମକୁ ଫେରିଲା କରୋନା: ରାଜ୍ୟରେ ଆଜି ୭୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର…

ପ୍ରଦୀପଙ୍କ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୨ା୩: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇ ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ସୋମବାର ଖାରଜ ହୋଇଛି। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ୩ ଠକେଇ ମାମଲା…

ରାସ୍ତା ମଝିରେ ଓଲଟିଲା ଆମୋନିଆ ଗ୍ୟାସ ବୋଝେଇ ଟ୍ରକ୍‌: ଲିକ୍‌ ଯୋଗୁ ସ୍ଥାନୀୟ ଲୋକେ ଭୟଭୀତ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ରୋଡ ମଝିରେ ସୋମବାର ଏକ ଆମୋନିଆ ଗ୍ୟାସ୍‌ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଭୁବନେଶ୍ୱରରୁ ବିଶାଖାପାଟଣା ଯାଉଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତା ମଝିରେ…

ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍‌

ବ୍ରହ୍ମପୁର ଅଫିସ୍‌,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍‌ ରାଇଡିଂ ଓ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ ବାଇକ୍‌ ଚଳାଇବା ସମୟରେ ହେଲ୍‌ମେଟ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri