ଯୁବକଙ୍କୁ ହତ୍ୟା, ଜଣେ ଅଟକ
ଗଞ୍ଜାମ,୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି l ମୃତ ଯୁବକ ହେଲେ ହୁମା ବଡ଼ସାହିର ଦଣ୍ଡପାଣି ବିଶ୍ୱାଳ (୪୮) l ଖବର ପାଇ ଆଡିଶନାଲ ଏସ୍ପି ଠାକୁର ପ୍ରସାଦ ପାତ୍ର,…
ଫେକ୍ ଆଇଡ଼ିରୁ ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଉଥିଲେ, ଯୁବନେତାଙ୍କୁ ଧରିଲା ପୋଲିସ
ବ୍ରହ୍ମପୁର ଅଫିସ,୧ା୩: ଜନୈକା ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଇ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ଶିବରାମ ଜେନା (୨୯) । ପୋଲିସ ତାଙ୍କ ନିକଟରୁ ଏକ ମୋବାଇଲ୍ ଫୋନ ଜବତ କରିଛି। ମୋବାଇଲ ଯାଞ୍ଚ ବେଳେ ସେ ଏଭଳି…
ଗରିବ ଛାତ୍ରଙ୍କୁ ବହି ବାଣ୍ଟିଲେ ଜିଲାପାଳ
ପୁରୁଷୋତ୍ତମପୁର,୨୮।୨(ଡିଏନଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜଉଗଡ଼ ମହୋତ୍ସବର ତଦାରଖ ଲାଗି ଯାଇଛନ୍ତି। ଏହି ସମୟରେ ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଙ୍କୁ ବିଭିନ୍ନ ପ୍ରକାରର ବହି ବଣ୍ଟନ କରିଛନ୍ତି। ଏଭଳି କାର୍ଯ୍ୟ କରି ଜିଲାପାଳ ଏକ ଉଦାହରଣ ସୃଷ୍ଟି…
ବେଆଇନ ଇଟାଭାଟି ଭାଙ୍ଗିଲେ ତହସିଲଦାର
ପୁରୁଷୋତ୍ତମପୁର,୨୮।୨(ଡି.ଏନ୍.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ରାଜସ୍ବ ଫାଙ୍କି ବେଆଇନ ଭାବରେ ଇଟାଭାଟି କରି ପରିବେଶକୁ ପ୍ରଦୂଷଣ କରିବାରେ ଲାଗିଛନ୍ତି। ଏହାକୁ ନେଇ ୪୦ ଜଣ ଇଟାଭାଟି ମାଲିକଙ୍କୁ ଜରିମାନା ଧାର୍ଯ୍ୟ କରାଯାଇଛି। ମାତ୍ର ଏହାକୁ କିଛି ମାଲିକ ଖାତିର…
କେବେ ସରିବ ଏହି ରାସ୍ତା ନିର୍ମାଣ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୮।୨(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୯ ନଂ ଓ୍ବାର୍ଡର ବରପଲି ଗ୍ରାମର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ଆଉ ମାତ୍ର ଦିନ କେଇଟା ପରେ ଗ୍ରାମରେ ଥିବା ମହାଦେବ…
ଗ୍ରାମବାସୀଙ୍କୁ କାଠପୋଲ ଭରସା
ଗଞ୍ଜାମ,୨୮।୨(ଡି.ଏନ୍.ଏ.) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୋଡ଼ମ ପେଟା ଗ୍ରାମର ୪୦୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର ଯିବା ଆସିବା ପାଇଁ ଏକମାତ୍ର କାଠ ପୋଲ ଭରସା ପାଲଟିଛି। ଗ୍ରାମଟି ସମୁଦ୍ର କୂଳରେ ଅବସ୍ଥିତ ହୋଇଥିବା ବେଳେ ପାଲୁର ସାହେବ କେନାଲ…
ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ
ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ,…
ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ
ହିଞ୍ଜିଳିକାଟୁ,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି। ନିକଟ ବିଲରେ ଖତ ପ୍ରସ୍ତୁତ ପାଇଁ ନିଆଁ ଲଗା ଯାଇଥିବା ବେଳେ ପବନରେ…
ଜୋର୍ ଧରିଲା ସବ୍ଜଜ୍ କୋର୍ଟ ପ୍ରତିଷ୍ଠା ଦାବି
ପୁରୁଷୋତ୍ତମପୁର,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ବିବରଣୀ ପାଠ କରି ଓକିଲ ସଂଘର ବିକାଶ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ରାଜ୍ୟ…
ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ
ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାପିତା…
ଗଞ୍ଜାମରୁ ନକଲି ମଦ କାରଖାନା ଠାବ
ବ୍ରହ୍ମପୁର ଅଫିସ , ୨୭।୨: ବ୍ରହ୍ମପୁର ମହାନଗରରୁ ଏବେ ପୁଣି ଠାବ ହୋଇଛି ନକଲି ବିଦେଶୀ ମଦ କାରଖାନା। ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ବଡ଼ ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରର ଏକ ଘରେ ଶନିବାର ଚଢ଼ାଉ କରାଯାଇ ୩୦୦…
ଐତିହାସିକ ପୋତାଗଡ଼ ମୁଖ୍ୟ ଫାଟକରେ ତାଲା, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୭।୨(ଡି.ଏନ୍.ଏ.) ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ମୁଖ୍ୟ ଗେଟରେ ତାଲା ପଡ଼ିଥିବା ଶନିବାର ଦେଖିବାକୁ ମିଳିଛି । ଯାହା ଫଳରେ ପୋତାଗଡ଼ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ନିରାଶ ହେଉଛନ୍ତି । ଏଥିସହିତ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳ ଛାତ୍ରମାନେ ଖେଳକୁଦ,…
Archives


