ପୁରୁଷୋତ୍ତମପୁରରେ ଖୋଲିବ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ: ସ୍ଥିତି ଅନୁଧ୍ୟାନ କଲେ ଉପ ଜିଲାପାଳ
ପୁରୁଷୋତ୍ତମପୁର, ୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ଲାଗି ମଙ୍ଗଳବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସହରର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ନୂତନ ଭାବେ ନିର୍ମାଣ କରାଯାଇଥିବା...
ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା
ଛତ୍ରପୁର,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯...
ପୋଖରୀରେ ଗାଧୋଇବାକୁ ବାରଣ: ଚାରିପଟେ ବ୍ୟାରିକେଟ୍, ବନ୍ଦ ହେଉନି ଗାଧୁଆ
ବୁଗୁଡ଼ା,୨୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଏବଂ ଏନ୍ଏସିରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରି ପ୍ରଶାସନ ପକ୍ଷରୁ ପୋଖରୀରେ ଗାଧୋଇବାକୁ ନେଇ ବାରଣ କରାଯାଇଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ପୋଖରୀରେ ସମୂହ ଭାବେ ନ...
୧.୧୩ ଲକ୍ଷ ଜାଲ୍ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି। ସିମିଲିସାହିଠାରେ ଚଢ଼ାଉ ବେଳେ ଏକ ଟାଟା ସୁମୋରୁ ୧ ଲକ୍ଷ ୧୩...
ଗଞ୍ଜାମରେ ଗଡିବନି ରଥ: ଜିଲାପାଳ
ଛତ୍ରପୁର,୨୨ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରମାନଙ୍କୁ ଜଣାଇଛନ୍ତି। ଏହା ଯେପରି କଡାକଡି ଭାବେ ପାଳନ ହେବ...
ଛତ୍ରପୁରରେ ନିୟମ ମାନିଲେନି ଲୋକେ : ଟ୍ରାଫିକ୍ ଜାମ, ଦୋକାନ ସିଲ୍
ଛତ୍ରପୁର,୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ହୋଇଥିବା ୬୭ ଘଣ୍ଟିଆ ସମ୍ପୂର୍ଣ୍ଣ ଲକ୍ଡାଉନ୍ ସୋମବାର ସକାଳ ୭ଟାରେ ଖୋଲିଥିଲା। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଖୋଲିବ ଏବଂ ଦୁଇ ଚକିଆଠାରୁ ଆରମ୍ଭକରି କୌଣସି ଗାଡ଼ି ରାସ୍ତା ଉପରକୁ ଆସିପାରିବନି ବୋଲି...
କେବଳ ଗଞ୍ଜାମରେ କରୋନା ନେଲାଣି ୮ ଜୀବନ
ଛତ୍ରପୁର,୨୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଗୋଟିଏ ପରେ ଗୋଟିଏ ଜୀବନ ନେଉଛି କରୋନା। ଫଳରେ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୋମବାର ମଧ୍ୟ ଜିଲାରେ ଆଉ ଜଣେ...
ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍ଡାଉନ ଗୁଜବ: ଟୁଇଟ୍କରି ସୂଚନା ଦେଲେ ଜିଲାପାଳ
ଛତ୍ରପୁର, ୨୨।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଟୁଇଟ୍କରି ସୂଚନା ଦେଇଛନ୍ତି। ପୂର୍ବଭଳି ସୋମବାରରୁ...
ଗଞ୍ଜାମରୁ ପୁଣି ୩୨ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫ରେ ପହଞ୍ଚିଲା
ଛତ୍ରପୁର, ୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ୭ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୩ ଜଣ ଅନ୍ୟ...
ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୨ା୬: ଲକ୍ଡାଉନ୍ ନିୟମ କଡ଼ାକଡ଼ି କରିବାକୁ ଗଞ୍ଜାମ ଜିଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ପାଟ୍ରୋଲିଂ ବି କରାଯାଉଛି। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ତାଙ୍କ ଅପରାଧିକ କାର୍ଯ୍ୟକଳାପ ଜାରି ରଖିଛନ୍ତି। ସୋମବାର ସକାଳେ ୨ ଜଣ ଲୁଟେରା ବାଇକ୍ରେ...
ଗୋ ମାଂସ ବୋଝେଇ କଣ୍ଟେନର ଜବତ: ୨ ଗିରଫ
ଗୋପାଳପୁର/ପାତ୍ରପୁର,୨୧ା୬(ଡି.ଏନ୍.ଏ.)- ଗୋ ମାଂସ ବୋଝେଇ ଏକ କଣ୍ଟେନରକୁ ଗଞ୍ଜାମ ଜିଲା ବଜରଙ୍ଗ ଦଳର କର୍ମୀମାନେ ରବିବାର ସକାଳେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ପୁରୁଷୋଥମ୍ପୁରମ୍ ନିକଟରେ ଅଟକାଇ ଥିଲେ। ପରେ ଏହାକୁ ଇଚ୍ଛାପୁର ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ ଚାଳକ ଓ ସହ...
ଗଞ୍ଜାମରେ ୨୬ ଖବରଦାତାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ: ଲକ୍ଷଣ ଥିବା ୨ ଜଣଙ୍କ କୋଭିଡ୍ ଟେଷ୍ଟ
ଛତ୍ରପୁର,୨୧ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଖବରଦାତାମାନେ ମଧ୍ୟ ଖବର ସଂଗ୍ରହ ପାଇଁ ପ୍ରଶାସନିକ ଅଧିକାରୀ ଓ ଜନସାଧାରଣଙ୍କୁ ଭେଟୁଛନ୍ତି ଏହି ପରିପ୍ରେକ୍ଷୀରେ ରବିବାରଠାରୁ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲରେ ଗଞ୍ଜାମ ଜିଲାର ଖବରଦାତାମାନଙ୍କ ସ୍ବାସ୍ଥ୍ୟ...
Archives


