ଗଞ୍ଜାମ

ବ୍ରହ୍ମପୁରରେ ପାନୀୟ ଜଳ ସମସ୍ୟା

ବ୍ରହ୍ମପୁର ଅଫିସ,୧୩।୨: ବ୍ରହ୍ମପୁର ମହାନଗର ନିଗମକୁ ବର୍ତ୍ତମାନ ସ୍ବଚ୍ଛ ଓ ସୁନ୍ଦର କରିବା ନିମନ୍ତେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଏପରି ବହୁ ଅଞ୍ଚଳ ରହିଛି ଯେଉଁଠି ଲୋକେ ଆଜି ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ମୁଖ୍ୟତଃ…

ଓଡ଼ିଶାରେ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଚାର

ପାତ୍ରପୁର,୧୨ା୨: ଆନ୍ଧ୍ରପ୍ରଦେଶରେ ଆସନ୍ତା ୧୩ ତାରିଖରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ଗୁରୁବାର ଥିଲା ପ୍ରଚାରର ଶେଷ ଦିନ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଉପାନ୍ତ ଅଞ୍ଚଳର ବହୁ ଗ୍ରାମ ଆନ୍ଧ୍ର ସୀମାକୁ ଲାଗି ରହିଛି। କେତେକ ଗ୍ରାମରେ ଆନ୍ଧ୍ର…

ଛତ୍ରପୁର ହସ୍ପିଟାଲକୁ ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦାବି

ଛତ୍ରପୁର,୧୧।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ହୋଇଥିଲେ ମଧ୍ୟ ବ୍ରହ୍ମପୁରଠାରେ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ରହିଛି। ଛତ୍ରପୁରରେ ଉପଖଣ୍ଡ ହସ୍ପିଟାଲ ରହିଛି। ଏହାକୁ ଜିଲା ହେଡକ୍ୱାର୍ଟର ହସ୍ପିଟାଲ ମାନ୍ୟତା ଦେବାକୁ ଛତ୍ରପୁର ଓକିଲ ସଂଘ ପକ୍ଷରୁ ଦାବି ହୋଇଛି। ଏ ନେଇ…

୨୮ କୋଟି ଟଙ୍କାର ୧୪ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗୁରୁବାର ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ପ୍ରକଳ୍ପର ଉଦ୍‌ଘାଟନ ହେବ। ଦୀର୍ଘଦିନ ଧରି କିଛି ପ୍ରକଳ୍ପର ନିର୍ମାଣ ସରିଥିଲେ ମଧ୍ୟ କରୋନା ମହାମାରୀ ହେତୁ…

ବିନା ନୋଟିସରେ ଭାଙ୍ଗିଲେ ଘର, ମାମଲା ପହଞ୍ଚିଲା ଥାନାରେ

ଗଞ୍ଜାମ,୯।୨(ଡି.ଏନ୍‌.ଏ.): ଗଞ୍ଜାମ ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ କନ୍ଧ ଶତପଥୀ ଓ ତାଙ୍କ ପରିବାର ରହି ଆସୁଛନ୍ତି। ବିନା ନୋଟିସରେ ମନ୍ଦିର ଜାଗା କହି ମନ୍ଦିର ମାଲିକ ମଙ୍ଗଳବାର ଶତପଥୀଙ୍କ ଘରକୁ ଜେସିବି ଦ୍ୱାରା ଭାଙ୍ଗି…

ଟିକା ନେଲେ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର

ଗଞ୍ଜାମ, ୯।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରଥମେ କୋଭିଡ୍‌ ଯୋଦ୍ଧାଙ୍କୁ ଟିକା ଦିଆଯିବ ବୋଲି ଘୋଷଣା କରିଥିଲେ। ଏହି ଅବସରରେ ଗଞ୍ଜାମ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର ବିପିନ କୁମାର ବାରିକି କୋଭିଡ୍‌ ଟିକା ନେଇଛନ୍ତି । ଟିକା ନେବା ପରେ ସେ…

ବ୍ରହ୍ମପୁର କୋର୍ଟରେ ହାଜର ହେବେ ଅଭୟକାନ୍ତ, ଆକାଶ

ବ୍ରହ୍ମପୁର ଅଫିସ, ୯।୨: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ହୋଇଥିବା ଠକେଇ ଘଟଣାରେ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ନଁାରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏବେ ବାପ ପୁଅଙ୍କର ମଧ୍ୟ ଏହି…

ଶିକ୍ଷକ ନିର୍ଯାତନା ଦେବା ଅଭିଯୋଗରେ ଛାତ୍ରୀଛାତ୍ରଙ୍କ ପୋଡ଼ାଜଳା

ହିଞ୍ଜିଳିକାଟୁ,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସରକାରୀ ଆଇଟିଆଇ ଛାତ୍ରୀଛାତ୍ରଙ୍କୁ ଉକ୍ତ ଅନୁଷ୍ଠାନର ଜଣେ ଶିକ୍ଷକ ନିର୍ଯାତନା ଦେଉଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର ଆଇଟିଆଇକୁ ତାଲା ପକାଇ ବନ୍ଦ କରିବା ସହ ରାସ୍ତା ଉପରେ ପୋଡ଼ାଜଳା କରିଛନ୍ତି। ଉତ୍ତ୍ୟେକ୍ତ ଛାତ୍ରୀଛାତ୍ର ଆଇଟିଆଇ ସାମ୍ନା…

ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ

ପୁରୁଷୋତ୍ତମପୁର,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ପ୍ରମୁଖ ଟିକା ନେଇଛନ୍ତି।…

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଭଳି ଏକ ଘଟଣା ଜଣାପଡିବା ପରେ ସ୍ଥାନୀୟ…

୪ର୍ଥ ଥର ପ୍ଲାଜ୍‌ମା ଦାନ କଲେଣି ଯବାନ

ଛତ୍ରପୁର,୪।୨: ଅଗସ୍ତିନୂଆଗାଁ ସ୍ଥିତ ଛତ୍ରପୁର ଅଷ୍ଟମ ବାଟାଲିୟନର ସିପାହୀ (୭୬୧) କେ. ଯୁଧିଷ୍ଠିର ରାଓ ଚତୁର୍ଥ ଥର ପାଇଁ ପ୍ଲାଜ୍‌ମା ଦାନ କରିଛନ୍ତି। ଗୁରୁବାର ଏମ୍‌କେସିଜି ମେଡିକାଲ କଲେଜରେ ସେ ପ୍ଲାଜ୍‌ମା ଦେଇଛନ୍ତି। ତାଙ୍କର ଏହି ମହତ କାର୍ଯ୍ୟ ପାଇଁ ବାଟାଲିୟନ…

ଏନ୍‌ଏସି ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ଦିଆଗଲା ନିଯୁକ୍ତି

ପୁରୁଷୋତ୍ତମ ପୁର, ୪।୨(ଡି.ଏନ.ଏ.): ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ଲକ୍ଷ୍ୟରେ ଆଗେଇ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି। ପ୍ରଶାସନ ପକ୍ଷରୁ ମହିଳାଙ୍କୁ ଡ୍ରାଇଭର ଭାବେ ନିଯୁକ୍ତି ଦେଇ ଚର୍ଚ୍ଚାର ଘେରକୁ ଆସିଛନ୍ତି ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର। ସହରରେ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri