‘ପାତ୍ରଙ୍କ ତରବରିଆ ନିଷ୍ପତ୍ତି ଭୁଲ’
ବ୍ରହ୍ମପୁର ଅଫିସ,୯ା୬: ଗଞ୍ଜାମ ଟାଇଗର ନଂ. ୨ ସୂର୍ଯ୍ୟ ନାରାୟଣ ପାତ୍ର ଶାସକ ଦଳ ରାଜନୀତିରେ ଷଡ଼ଯନ୍ତ୍ରର ଶିକାର ହୋଇଥିବା ବିଭିନ୍ନ ମହଲ ଆଲୋଚନା କରୁଛନ୍ତି। ସୂଚନାଯୋଗ୍ୟ ଏହି ଜିଲାର ବରିଷ୍ଠ ରାଜନେତା ସ୍ବର୍ଗତ ରାମକୃଷ୍ଣ ପଟ୍ଟନାୟକଙ୍କୁ ଗଞ୍ଜାମ ଟାଇଗର କୁହାଯାଉଥିଲା।…
ଭଞ୍ଜନଗର ବ୍ଲକର ଅଧିକାଂଶ ନିର୍ଦ୍ଦେଶକ ନିର୍ଦ୍ୱନ୍ଦ୍ୱ
ଭଞ୍ଜନଗର,୯ା୬(ଡି.ଏନ.ଏ): ଭଞ୍ଜନଗର ବ୍ଲକର ସମସ୍ତ ୧୮ଟି ସୋସାଇଟିର ନିର୍ଦ୍ଦେଶକ ପଦବୀ ନିମନ୍ତେ ଦୁଇଟି ପର୍ଯ୍ୟାୟରେ ପ୍ରାର୍ଥିପତ୍ର ଦାଖଲ ସରିଛି । ଗତ ୩୧ ତାରିଖରେ ୧୦ଟି ଓ ଗତ ମଙ୍ଗଳବାର ବଳକା ୮ଟି ସୋସାଇଟିର ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ହୋଇଥିଲା।…
ପାଣି ପାଇଁ ଲୋକେ ହଟହଟା
ବୁଗୁଡ଼ା,୯ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂରୀକରଣ ନିମନ୍ତେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ସୋଲାର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରାଯାଇଛି। ତେବେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି କେଉଁଠି ସୋଲାର ଯନ୍ତ୍ରାଂଶ ଖରାପ ହୋଇପଡ଼ିଥିବା…
ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ମାମଲା: ୫ ଅଭିଯୁକ୍ତ ଗିରଫ: ଖଣ୍ଡା, କାତି ଓ ବାଇକ୍ ଜବତ
ବ୍ରହ୍ମପୁର ଅଫିସ,୯ା୬: ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ମସିହାଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ କୁମାର ସେଠୀଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ହୋଇଥିଲା। ସଦର ଥାନା ପୋଲିସ ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କୁକୁଡ଼ାଖଣ୍ଡି ବ୍ଲକ…
ଗଞ୍ଜେଇ ଭର୍ତ୍ତି ଟ୍ରକ୍ ଜବତ, ଜଣେ ଗିରଫ
ବ୍ରହ୍ମପୁର ଅଫିସ,୯ା୬: ବ୍ରହ୍ମପୁର ଗଞ୍ଜେଇ ଚାଲାଣର ହବ୍ ହୋଇଛିି। ଗଜପତି ଓ କନ୍ଧମାଳରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଗଞ୍ଜେଇ ଚାଲାଣ ରାକେଟକୁ ଟ୍ରାକ୍ କରୁଥିବା ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ପୁଣିଥରେ ବୁଧବାର ଏକ…
ଚିଲିକାରୁ ୧୨ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ଖଲ୍ଲିକୋଟ,୯ା୬(ଡି.ଏନ.ଏ.): ଖଲ୍ଲିକୋଟ ତହସିଲ ଅନ୍ତର୍ଗତ ଚିଲିକା ମଧ୍ୟରେ ଥିବା ବେଆଇନ ଚିଙ୍ଗୁଡ଼ି ଘେରିକୁ ପ୍ରଶାସନ ତରଫରୁ ଉଚ୍ଛେଦ କରାଯାଇଛି। ଭେଜିପୁଟ ଆର୍ଆଇ ସର୍କଲ ଅଧୀନରେ ଥିବା ଓଡ଼ିଆ ଆଲପୁର, କେଶପୁର ଆର୍ଆଇ ସର୍କଲରେ ଥିବା କଙ୍କେଇ ନିକଟ ଚିଲିକା କୂଳରେ ଥିବା…
ଯୌତୁକ ପାଇଁ ୨ ବଧୂଙ୍କୁ ହତ୍ୟା ଅଭିଯୋଗ
ଆସିକା/ଧରାକୋଟ,୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଓ ଧରାକୋଟ ଥାନା ଅଞ୍ଚଳରେ ଯୌତୁକ ଦାବି ନେଇ ୩ ଦିନ ମଧ୍ୟରେ ପୃଥକ ୨ ବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଆସିକା ଥାନା ଅଧୀନ ବାବନପୁର ଗ୍ରାମରେ ଗତ ମଙ୍ଗଳବାର ବଧୂ ଧରିତ୍ରୀ…
ଜାମୁନିରେ ଯୁବକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା , ସାଇଣ୍ଟିଫିକ ଟିମ୍ ସହ ପୋଲିସର ତଦନ୍ତ, ଖଣ୍ଡା-ଠେଙ୍ଗା-ଯୋତା ଜବତ
ପୁରୁଷୋତ୍ତମପୁର,୮/୬(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ମଙ୍ଗଳବାର ରାତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ କରାଯାଇଛି। ଏଥିରେ ଯୋଗେଶ ବେହେରା (୨୪)ଙ୍କୁ ବିଭତ୍ସ ଭାବେ ହାଣି ଘଟଣା ସ୍ଥଳରେ ହତ୍ୟା କରାଯାଇଛି। ଅନ୍ୟ ଜଣେ ଯୁବକ…
ଅନ୍ୟ ଜାତିରେ ବିବାହ କରିବାରୁ ବାସନ୍ଦ : ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ପରିବାର
ଛତ୍ରପୁର,୬ା୬(ଡି.ଏନ୍.ଏ.): ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ ଜଣେ ଯୁବକ ଅନ୍ୟ ଜାତିରେ ବିବାହ କରିବାରୁ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ନ୍ୟାୟ ପାଇଁ ସମ୍ପୃକ୍ତ ପରିବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। କଳମ୍ବ ଗାଁର ଅରୁଣ…
ପୁରୁଷୋତ୍ତମପୁରର ୩ଜୋନରେ ଦାଖଲ ହୋଇନି ପ୍ରାର୍ଥିପତ୍ର
ପୁରୁଷୋତ୍ତମପୁର,୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ୧୫ଜୋନ ବିଶିଷ୍ଟ ପୁରୁଷୋତ୍ତମପୁର ସମବାୟ ସମିତିରେ ହେବାକୁ ଥିବା ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଛି। ସମିତିର ୩ଟି ଜୋନ ୬, ୧୪ ଓ ୧୫ରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନ…
ରୋଗ ଭଲ ପାଇଁ ଖାଉଛନ୍ତି ବାଲି
ଗୋପାଳପୁର,୬ା୬(ଡି.ଏନ.ଏ.): ଔଷଧ ଖାଇଲେ ରୋଗ ଭଲ ହୁଏ। କିନ୍ତୁ ଜଣେ ବ୍ୟକ୍ତି ତାଙ୍କ ଗୋଡ଼ହାତ ବିନ୍ଧାରୁ ଉପଶମ ପାଇବା ପାଇଁ ବାଲି ଖାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କୀର୍ତ୍ତିପୁର ଗ୍ରାମରେ। ବାଲି ଖାଇଲେ ବି ତାଙ୍କର…
ଫ୍ୟାନ୍ ସୁଇଚ୍ ଲଗାଇବା ବେଳେ ଚାଲିଗଲା ଛାତ୍ରଙ୍କ ଜୀବନ
ବ୍ରହ୍ମପୁର ଅଫିସ,୫ା୬: ଫ୍ୟାନ୍ ସୁଇଚ୍ ଲଗାଇବା ବେଳେ ଅଘଟଣ ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶ୍ଚନ୍ଦ୍ର ପ୍ରଧାନଙ୍କ ପୁଅ ସୂର୍ଯ୍ୟନାରାୟଣ(୧୫)। ବ୍ରହ୍ମପୁର ସଦର ଥାନା ପୋଲିସ ଏମ୍କେସିଜି ମେଡିକାଲରେ…
Archives


