ଡାକ୍ତରଙ୍କ ବ୍ୟାଙ୍କ ଖାତାରୁ ୩.୨୫ଲକ୍ଷ ଲୁଟ୍
ବ୍ରହ୍ମପୁର ଅଫିସ,୧୧ା୧୦:ଜଣେ ଡାକ୍ତର ସାଇବର ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜପତି ଜିଲା ଆର୍.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସର୍ଜରି ବିଭାଗର ଡା.ଲକ୍ଷ୍ମୀକାନ୍ତ ଚାନ୍ଦ। ଗତ ଶନିବାର ତାଙ୍କ ଏସ୍ବିଆଇ ଆକାଉଣ୍ଟ ଜମାଖାତାରୁ ଅନ୍ଲାଇନ୍ରେ ପ୍ରାୟ ୩.୨୫ଲକ୍ଷ ଟଙ୍କା କେହି…
ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳରୁ ହତ୍ୟାକାଣ୍ଡ
ଆସିକା,୧୦।୧୦(ଡି.ଏନ୍.ଏ.): ଆସିକା ଏନ୍ଏସି ଅଶୋକା ସିନେମା ଛକ ନିକଟରେ ରବିବାର ଏକ ଭଡା ଘରେ ରହୁଥିବା ଲକ୍ଷ୍ମୀପ୍ରିୟା ମିଶ୍ରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ପୋଲିସ ହତ୍ୟାକାରୀ ସ୍ବାମୀ ସୀମାଞ୍ଚଳ ମିଶ୍ରଙ୍କୁ ଧରାକୋଟ ନିକଟସ୍ଥ ମୁଣ୍ଡମରାଇରୁ ଧରି ଥାନାରେ ଅଟକ ରଖିଥିଲା।…
ବାହାଘରର ୩ ମାସରେ ନବବଧୂଙ୍କୁ ନିର୍ଯାତନା, ଥାନାରେ ପହଞ୍ଚିଲା ମାମଲା
ବ୍ରହ୍ମପୁର ଅଫିସ,୧୦ା୧୦: ଅଧିକ ଯୌତୁକ ଦାବି କରି ଜଣେ ନବବଧୂଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୮୩/୨୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଜୁଲାଇ ୩ରେ ବ୍ରହ୍ମପୁରର…
ପାର୍ବଣରେ ବନ୍ଧା ହେଲେଣି ୮୮୨ ଜୁଆଡି
ଛତ୍ରପୁର,୧୦ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପୂଜା ପାର୍ବଣ ଋତୁ ଆସିଲେ ଜୁଆଖେଳ ଆସର ଜମିଥାଏ। ଦଶହରା ପୂର୍ବରୁ ଆରମ୍ଭ ହୋଇ କୁମାର ପୂର୍ଣ୍ଣିମା ଓ କାଜୀପୂଜା ପର୍ଯ୍ୟନ୍ତ ଏହି ଖେଳ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥାଏ । ଉଭୟ ପୁରୁଷ, ମହିଳା, ଯୁବକ…
ଧରାକୋଟର ଐତିହ୍ୟ ଜଗନ୍ନାଥ ମନ୍ଦିର
ଧରାକୋଟ,୧୦ା୧୦: ସମଗ୍ର ଭାରତବର୍ଷର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ରହିଛି। ସେହି ମନ୍ଦିରଗୁଡ଼ିକ ମଧ୍ୟରୁ ମାତ୍ର ୯ଟି ହେଉଛି ବିମାନ ମନ୍ଦିର। ସେଥି ମଧ୍ୟରୁ ଗଞ୍ଜାମ ଜିଲା ଧରାକୋଟ ଜଗନ୍ନାଥ ମନ୍ଦିର ଗୋଟିଏ। ଷୋଡ଼ଶ ଶତାବ୍ଦୀରେ ସ୍ବର୍ଗତ ରାଜା ରାଜେନ୍ଦ୍ର ସିଂହ…
ସାଢ଼େ ୮ ବର୍ଷରେ ୮୧୫ ଲୋକ, ୬୬୯ ହାତୀ ମୃତ
ଭଞ୍ଜନଗର,୧୦।୧୦(ଡି.ଏନ୍.ଏ.): ରାଜ୍ୟରେ ଜନସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲ ଉପରେ ଲୋକଙ୍କ ଆବଶ୍ୟକତା ବଢ଼ିଲା। ଏହାଦ୍ୱାରା ଜଙ୍ଗଲ କ୍ଷୟ ହେଲା। ଫଳରେ ହାତୀ ସମେତ ଅନ୍ୟାନ୍ୟ ବନ୍ୟପ୍ରାଣୀ ଗଁାମୁହଁା ହେଉଛନ୍ତି। ଯାହାଦ୍ୱାରା ହାତୀ ମଣିଷ ମଧ୍ୟରେ ଅଧିକାଂଶ ସମୟ ଲଢ଼େଇ ହେଉଛି। ଏହି…
ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ
ପୁରୁଷୋତ୍ତମପୁର,୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରବିବାର ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୋଷ୍ଟ ଅଫିସ ସାହିର କୈଳାସ ଚନ୍ଦ୍ର ନାୟକ (୫୮)। ସେ ଗାଁ ନିକଟସ୍ଥ ନାଳପାରି ଜମିକୁ ଚାଷ କାମ ଲାଗି ଯାଇଥିଲେ। ସେତିକିବେଳେ ବଜ୍ରପାତ…
ଗଞ୍ଜାମରେ ମା’ ଗଜଲକ୍ଷ୍ମୀ ପୂଜା: ବର୍ଷାରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ଗଞ୍ଜାମ,୯।୧୦(ଡି.ଏନ୍.ଏ.): ପ୍ରତିବର୍ଷ ଭଳି ଚଳିତ ବର୍ଷ କୁମାରପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ସହର ବଡ଼ ବଜାରଠାରେ ମା’ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି। ବଜାର ବଣିକ ସଂଘ ପକ୍ଷରୁ ପୂଜାର ଆୟୋଜନ କରାଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଛନ୍ତି…
ହାତୀ ଆକ୍ରମଣରେ ଚାଷୀଙ୍କ ଜୀବନ ଗଲା
ଭଞ୍ଜନଗର,୯ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସି ରେଞ୍ଜ କ୍ଷେତମୁଣ୍ଡାଳି ଗ୍ରାମର ଚାଷୀ ପବିତ୍ର ପାତ୍ର (୪୦)ଙ୍କୁ ଶନିବାର ରାତିରେ ଏକ ହାତୀ ଆକ୍ରମଣ କରିଥିଲା। ଫଳରେ ପବିତ୍ର ଗୁରୁତର ହୋଇଥିଲେ। ଖବର ପାଇ ବନବିଭାଗ କର୍ମଚାରୀ…
୩ ମାସ ମିଳିନି କଳାକାର ଭତ୍ତା
ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ…
ଲାଠିରେ ବ୍ୟାପିଲା ଝାଡ଼ାବାନ୍ତି
ବ୍ରହ୍ମପୁର ଅଫିସ,୯।୧୦:ଗଞ୍ଜାମ ଜିଲାରେ ଗତ କିଛିମାସ ହେଲା ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଠି ଗ୍ରାମରେ ଗତ ୧ ତାରିଖଠାରୁ ଝାଡ଼ାବାନ୍ତି ବ୍ୟାପିଛି । ୩୭ଜଣ ଶିଶୁ, ମହିଳା ଓ ବୃଦ୍ଧ ଏବେ ଆକ୍ରାନ୍ତ…
ପୁଅର ଠେଙ୍ଗା ମାଡରେ ମା’ର ଜୀବନ ଗଲା
ଭଞ୍ଜନଗର୮।୧୦(ଡି.ଏନ.ଏ.): ପୁଅର ଠେଙ୍ଗା ମାଡରେ ମା’ ମୃତ। ଗଞ୍ଜାମ ଜଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗଜାପଦର ଗ୍ରାମରେ ଶୁକ୍ରବାର ରାତିରେ ଏଭଳି ଏକ ଅଘଟଣ ଘଟିଛି। ମୃତ ମହିଳା ଜଣଙ୍କ ତ୍ରିବେଣୀ ନାୟକ (୬୫) । ଖବରପାଇ ଭଞ୍ଜନଗର ପୋଲିସ ଶନିବାର…

