ଶୋଇଥିବା ବେଳେ ପୁଅକୁ ହାଣି ହତ୍ୟାକଲେ ମା’
ଖଲ୍ଲିକୋଟ,୧୮ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଚିକିଲି ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବାବେଳେ ପୁଅକୁ ହତ୍ୟା କରି ବାଡ଼ିପଟେ ପୋତି ଦେଇଛନ୍ତି ମା’। ଗୁରୁବାର ଅପରାହ୍ନରେ ପୋଲିସ ମାଟିଖୋଳି ମୃତଦେହ ଜବତ...
ତୋଟାରୁ ନରକଙ୍କାଳ ଉଦ୍ଧାର: ସଙ୍ଗରୋଧ କେନ୍ଦ୍ରରୁ ଫେରାର୍ ବ୍ୟକ୍ତି ସନ୍ଦେହ
ଆସିକା,୧୮ା୬(ଡି.ଏନ୍.ଏ.)- ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନା ବେଣିପଲ୍ଲି ଗ୍ରାମ ନିକଟରେ ଥିବା ଏକ ତୋଟାରୁ ଗୁରୁବାର ନରକଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ପଡିଥିବା ପୋଷାକରୁ ଏହା ସଙ୍ଗରୋଧ କେନ୍ଦ୍ରରୁ ଖସି ପଳାଇଥିବା ଜଣେ ବ୍ୟକ୍ତିଙ୍କର ବୋଲି ସନ୍ଦେହ କରାଯାଉଛି।...
ମୃତ୍ୟୁର ଦିନକ ପରେ ରିପୋର୍ଟ ଆସିଲା ପଜିଟିଭ୍
ପୋଲସରା,୧୮ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମୃତ୍ୟୁର ଦିନକ ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ଆସିଛି। ମୃତକଙ୍କ ପରିବାର ସମେତ ମୃତଦେହ ସଂସ୍କାର କରିଥିବା ଲୋକେ ସଂକ୍ରମିତ ହୋଇଛନ୍ତି କି ନାହିଁ ସେ ସମ୍ପର୍କରେ...
ବିପୁଳ ପରିମାଣର ଗୁଟ୍କା ଜବତ:୨ ଭାଇ ଗିରଫ
ପୁରୁଷୋତ୍ତମପୁର,୧୮।୬(ଡି.ଏନ୍.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଗୁରୁବାର ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାପାଶର୍ବରେ ଥିବା ଏକ ତେଜରାତି ଦୋକାନ ଉପରେ ଚଢାଉ କରି ବିପୁଳ ପରିମାଣର ଗୁଟକା ଜବତ କରିଛି। ଏହି ଘଟଣାରେ ଦୁଇ ଭାଇ ଲକ୍ଷ୍ମୀ ସାହୁ ଓ ଦିବାକର ସାହୁଙ୍କୁ...
ଚଳିତବର୍ଷ ବୁଗୁଡ଼ାରେ ଗଡ଼ିବନି ରଥ
ବୁଗୁଡ଼ା,୧୮ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ଶ୍ରୀ ବଳଦେବ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ ବୋଲି ପରିଚାଳନା କମିଟିର ସଭାପତି ତଥା ତହସିଲଦାର ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ କରୋନା ମହାମାରୀ ସଙ୍କଟରୁ ରକ୍ଷା ପାଇବା...
ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଛତ୍ରପୁର, ୧୮।୬(ଡି.ଏନ୍.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ...
ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍
ଛତ୍ରପୁର,୧୮ା୬(ଡି.ଏନ୍.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ...
ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ
ଆସିକା,୧୮ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍ ଓ ଏକ ପିକଅପ୍ ଭ୍ୟାନ୍ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା...
ଚାଇନା ସାମଗ୍ରୀ ବର୍ଜନ କରିବାକୁ ଏବିଭିପିର ଆହ୍ବାନ
ବ୍ରହ୍ମପୁର ଅଫିସ,୧୮ା୬- ସାରା ବିଶ୍ୱ କରୋନା ଦ୍ୱାରା ଆତଙ୍କିତ ହୋଇ ରହିଥିବା ବେଳେ ଚାଇନା ସୈନିକଙ୍କ ଭାରତର ଲଦାଖ ଗଲ୍ୱାନ ଭ୍ୟାଲିରେ ସୀମା ଅତିକ୍ରମ ଓ ମଙ୍ଗଳବାର ଭାରତ ଯବାନଙ୍କ ଉପରେ ଚୀନ ସୈନିକଙ୍କ ଆକ୍ରମଣକୁ ନିନ୍ଦା କରିଛି ଅଖିଳ...
କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ
ପାତ୍ରପୁର,୧୮ା୬(ଡି.ଏନ୍.ଏ.)- ପାତ୍ରପୁର ବ୍ଲକ୍ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ ପାତ୍ରପୁର ଓ ସାମନ୍ତିଆପଲ୍ଲୀ ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ ଘୋଷଣା କରିବାକୁ ଲେଖି ଜଣାଇଥିଲେ।...
ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ
ଶେରଗଡ଼,୧୭ା୬(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି ଭିତରେ ପଶିଥିଲେ ମଧ୍ୟ ଆଇରନ ଚେଷ୍ଟ ଭାଙ୍ଗବିବାରେ ବିଫଳ ହୋଇଥିଲେ। ସକାଳୁ ବ୍ୟାଙ୍କ...
ଥର୍ମାଲ ସ୍କ୍ରିନିଂ ପରେ ଆରମ୍ଭ ହେଲା ଯୁକ୍ତ ୨ ମୂଲ୍ୟାୟନ
ଭଞ୍ଜନଗର,୧୭।୬(ଡି.ଏନ.ଏ)- ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଠାରୁ ଯୁକ୍ତ୨ କଳା ମୂଲ୍ୟାୟନ ଆରମ୍ଭ ହୋଇଛି। ମୁଲ୍ୟାୟନକୁ ଆସିଥିବା ଅଧ୍ୟାପିକା ଅଧ୍ୟାପକଙ୍କ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନେ ମୁଲ୍ୟାୟନ କେନ୍ଦ୍ରକୁ ଯାଇଥିଲେ। ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ...
Archives


