ଗଞ୍ଜାମ

ସିନେମା ହଲ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ବ୍ରହ୍ମପୁର ଅଫିସ,୨୩।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ଟି-୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ନେଇ ବ୍ରହ୍ମପୁର ସହରର କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସହରସ୍ଥିତ ପାୟଲ ସିନେମା ହଲ୍‌ରେ ପ୍ରଥମକରି ବଡ଼ ପରଦାରେ ଲାଇଭ୍‌ ମ୍ୟାଚ୍‌ ପ୍ରଦର୍ଶିତ ହୋଇଥିଲା।…

ଭଉଣୀଙ୍କୁ ମାଡ଼ମାରି ଜେଲ ଗଲେ ଭାଇ

ବ୍ରହ୍ମପୁର ଅଫିସ,୨୩ା୧୦: ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଭଉଣୀଙ୍କୁ ମାଡ଼ମାରିବା ଅଭିଯୋଗରେ ପୋଲିସ ତାଙ୍କ ଭାଇଙ୍କୁ ଗିରଫ କରିଛି। ସେ ହେଲେ ମହମ୍ମଦ ଜଲାଲ ସରିଫ। ଏନେଇ ଟାଉନ ଥାନା ପୋଲିସ ଏକ ମାମଲା(ନଂ.୩୦୯/୨୨) ରୁଜୁ କରି ସରିଫଙ୍କୁ କୋର୍ଟ ଚାଲାଣ କରିଛି।…

୨ ଦଶନ୍ଧିରେ ୮ ବିଜେଡି ବିଧାୟକଙ୍କ ହ୍ୟାଟ୍ରିକ୍‌

ବ୍ରହ୍ମପୁର ଅଫିସ,୨୩।୧୦: ୨୦୦୦ରୁ ୨୦୧୯ ମସିହା ମଧ୍ୟରେ ୫ ବିଧାନସଭା ନିର୍ବାଚନ ହୋଇଛି। ଏହି ସମୟ ଭିତରେ ଗଞ୍ଜାମରୁ ୮ ବିଜେଡି ବିଧାୟକ ଲଗାତର ନିର୍ବାଚିତ ହୋଇ ହ୍ୟାଟ୍ରିକ୍‌ କରିଛନ୍ତି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ହିଞ୍ଜିଳି ଆସନରୁ ବିପୁଳ ଭୋଟରେ…

ଡକାୟତି ଯୋଜନା ପଣ୍ଡ: ମାରଣାସ୍ତ୍ର ଜବତ, ୭ ଗିରଫ

ହିଞ୍ଜିଳିକାଟୁ,୨୨ା୧୦(ଡି.ଏନ୍‌.ଏ.): କିଛିଦିନ ହେବ ହିଞ୍ଜିଳି ଅଞ୍ଚଳରେ ଆତଙ୍କରାଜ ଚଳାଇଥିବା ଏକ ଡକାୟତି ଗ୍ୟାଙ୍ଗକୁ ସ୍ଥାନୀୟ ପୋଲିସ କାବୁ କରିବା ସହ ସେମାନଙ୍କଠାରୁ ୨ଟି ପିସ୍ତଲ, ୪ ବୋମା, ୨ ଖଣ୍ଡା ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ହିଞ୍ଜିଳିକାଟୁ କେନାଲ ସାହିର…

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଗଞ୍ଜାମ,୨୨ା୧୦(ଡି.ଏନ୍‌.ଏ.): ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ନେଇ ସୂଚନା ଦେବା ପରେ ତହସିଲ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି l ଏନେଇ ଶନିବାର ତହସିଲଦାର ଅରୁଣ କୁମାର ନାୟକ ଏବଂ ରମ୍ଭା ଥାନାଧିକାରୀ ପି…

ଠିକା କାମ, ରାଜନୈତିକ ଶତ୍ରୁତା ମୁଖ୍ୟ କାରଣ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.): ଖଲ୍ଲିକୋଟ ଥାନା ରାଇପଡା ରାସ୍ତାରେ ଭିକାପଡା ଗ୍ରାମର ଅଘରି ନାହାକ ଓରଫ ହଟିଆ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଭିକାପଡାର ସୁରଜ ଦଳେଇ ଓରଫ ବାବୁ ଓ ମୁରଲୀଧର ସାହୁଙ୍କୁ ଶୁକ୍ରବାର ଗିରଫ କରିଛି। ୨୦୨୦ରେ ଭିକାପଡା ଗ୍ରାମର ସମିତି ସଭ୍ୟ…

ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୨।୧୦(ଡି.ଏନ.ଏ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଶୁକ୍ରବାର ଆଭାସୀ ବୈଠକରେ ବାତ୍ୟା ପ୍ରଭାବିତ ହେବାକୁ ଥିବା ସମସ୍ତ ଜିଲାର ଜିଲାପାଳମାନଙ୍କ ସହିତ ସ୍ବତନ୍ତ୍ର ରିଲିଫ କମିଶନର…

ଢାବା ପଛପଟେ ଚାଲିଥିଲା ଜୁଆ ଖେଳ: ୯ଜଣଙ୍କୁ ଧରିଲା ପୋଲିସ

ଗୋପାଳପୁର,୨୧ା୧୦(ଡି.ଏନ.ଏ.): ଗୋଳନ୍ଥରା ପୋଲିସ ଏକ ଢାବା ପଛପଟେ ଚାଲିଥିବା ଜୁଆ ଆଡ୍ଡା ଉପରେ ଗୁରୁବାର ରାତିରେ ଚଢ଼ାଉ କରି ୯ ଜଣ ଜୁଆଡ଼ିକୁ ଗିରଫ କରିଛି। ସେମାନଙ୍କଠାରୁ ୩୦ ହଜାର ୩୦ ଟଙ୍କା ଏବଂ ଖେଳ ସାମଗ୍ରୀ ଜବତ କରିଥିବା ଗୋଳନ୍ଥରା…

ଜମିବାଡିକୁ କେନ୍ଦ୍ର କରି ହତ୍ୟା: ମୁମ୍ବାଇରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ପୋଲସରା,୨୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ପାଣ୍ଡିରିପଡା ପଞ୍ଚାୟତର ପାତାଳସିଙ୍ଗି ଗ୍ରାମରେ ଜମିବାଡିକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଦୁଇଜଣଙ୍କୁ ମୁମ୍ବାଇ ସହରରୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମନୋଜ ସାହୁ ଓ…

ଜନବସତି ଅଞ୍ଚଳରେ ବୁଲୁଛି ହାତୀ, ଲୋକେ ଛାନିଆ

ଭଞ୍ଜନଗର,୨୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ଶୁକ୍ରବାର ସୁଦ୍ଧା ୭୪ଟି ହାତୀ ଅଛନ୍ତି। ସନ୍ଧ୍ୟାରେ ହାତୀମାନେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗାଁଗୁଡ଼ିକରେ ପଶି ଫସଲ ନଷ୍ଟ କରୁଛନ୍ତି । ଯାହାକୁ ନେଇ…

୨ ପୋଲିସ କଲୋନୀରେ ରାସ୍ତା ନାହିଁ କି ଡ୍ରେନ୍‌ ନାହିଁ

ଗଞ୍ଜାମ,୨୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଉଭୟ ପୁରୁଣା ଓ ନୂଆ ପୋଲିସ କଲୋନୀ ଡ୍ରେନ୍‌ ଓ ରାସ୍ତାର ସୁବିଧା ନାହିଁ। ଫଳରେ ଉକ୍ତ ୨ଟି କଲୋନୀରେ ରହୁଥିବା ପୋଲିସ କର୍ମଚାରୀଙ୍କ ପରିବାର ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ…

ଗଞ୍ଜାମରେ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ

ଛତ୍ରପୁର,୨୧ା୧୦(ଡି.ଏନ୍‌.ଏ.): ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଗଞ୍ଜାମ ପୋଲିସ ପକ୍ଷରୁ ଜିଲାସ୍ତରୀୟ ୬୩ତମ ପୋଲିସ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ପରେଡରେ ଗଞ୍ଜାମ ଏସ୍‌ପି ବିଜ୍ରେଶ କୁମାର ରୟ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?