ସିଂହାସନୀ ପୀଠରେ ୧୪୪ ଧାରା: ପୂଜାର୍ଚ୍ଚନାରେ ସୀମିତ ରଜପର୍ବ
ପୋଲସରା,୧୪ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ପାଣ୍ଡିରିପଡ଼ା ପଞ୍ଚାୟତ କସିପଡ଼ାସ୍ଥିତ ସିଂହାସନୀ ପୀଠରେ ବେଶ୍ ଧୁମ୍ଧାମ୍ରେ ରଜପର୍ବ ପାଳିତ ହୋଇ ଆସୁଥିବାବେଳେ ଚଳିତବର୍ଷ କରୋନା କଟକଣା ଯୋଗୁ ବନ୍ଦ ପାଇଁ ନିଷ୍ପତ୍ତି ହୋଇଥିଲା। ବିଗତ ବର୍ଷ ମାନଙ୍କ ପରି ଚଳିତବର୍ଷ...
ସଙ୍ଗରୋଧ କେନ୍ଦ୍ର ନେବାକୁ ପୋଲିସ ନାକେଦମ୍: କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ
ବୁଗୁଡ଼ା,୧୪ା୬(ଡି.ଏନ.ଏ.)- ନିକଟସ୍ଥ ବେତାରସିଂ ଗ୍ରାମର ଜଣେ ସୁରଟ ଫେରନ୍ତା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ତାଙ୍କ ସଂସ୍ପର୍ଶରେ ବୁଗୁଡ଼ା ଷ୍ଟେଟବ୍ୟାଙ୍କ ଛକର ଜନୈକ ଗାଡ଼ି ମାଲିକ ଆସିଥିବା ଜଣାପଡିବାରୁ ତାଙ୍କ ପରିବାରକୁ ସଙ୍ଗରୋଧରେ...
ବୁଗୁଡ଼ାରେ ଶଟ୍ଡାଉନ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଜୀବନ ଯାତ୍ରା ପ୍ରଭାବିତ
ବୁଗୁଡ଼ା.୧୪।୬(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ଏବଂ ରବିବାର ଶଟ୍ଡାଉନ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବୁଗୁଡା ସହରରେ ରାସ୍ତା ଘାଟ ଜନଶୂନ୍ୟ ହୋଇଥିବା ବେଳେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି ।...
ଛତ୍ରପୁର ବ୍ଲକରେ ୪ କରୋନା ପଜିଟିଭ୍ ଚିହ୍ନଟ: ଘଡଘଡାପଲ୍ଲୀ, ନରେନ୍ଦ୍ରପୁରର ସାହି କଣ୍ଟେନମେଣ୍ଟ, ୮ ଗାଁ ବଫର ଜୋନ୍ ଘୋଷଣା କଲେ ଜିଲାପାଳ
ଛତ୍ରପୁର,୧୪।୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ରବିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଛତ୍ରପୁର ବ୍ଲକ ଅଧୀନ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଘଡଘଡାପଲ୍ଲୀ ଗାଁରେ ୩ ଜଣ ଓ ନରେନ୍ଦ୍ରପୁର ପଞ୍ଚାୟତର ନରେନ୍ଦ୍ରପୁର ଗାଁର ଜଣେ ଚିହ୍ନଟ ହୋଇଛନ୍ତି। ଏ...
ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ପୁଣି ୪ ପଜିଟିଭ୍ ଚିହ୍ନଟ
ଛତ୍ରପୁର,୧୪।୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟଛି । ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...
ଜୁନ୍ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍ଡାଉନ୍: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ
ଛତ୍ରପୁର,୧୪।୬(ଡି.ଏନ୍.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ...
ଘରୁ ଟଙ୍କା, ସୁନା ଲୁଟିନେଇ ବ୍ୟବସାୟୀଙ୍କୁ ହତ୍ୟା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ, ସାଇଣ୍ଟଫିକ୍ ଟିମ୍
ବ୍ରହ୍ମପୁର ଅଫିସ,୧୪।୬: ଗଞ୍ଜାମ ଜିଲା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାଠାରେ ଥିବା ହେରିଟେଜ କ୍ଷୀର ଡିଲର ତଥା ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲମ୍ବୋଦର ମୁନି। ଶନିବାର ରାତିରେ ଘରେ ଦୁର୍ବୃତ୍ତ ପଶି ତାଙ୍କୁ ମରଣାନ୍ତକ...
ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଗଣ୍ଡଗୋଳ: ସରପଞ୍ଚ ଓ ବିପକ୍ଷ ଗୋଷ୍ଠୀଙ୍କ ଥାନାରେ ଏତଲା
ହିଞ୍ଜିଳିକାଟୁ,୧୩ା୬(ଡ଼ି.ଏନ୍.ଏ): ହିଞ୍ଜିଳିକାଟୁ ବ୍ଲକ ଖରିଡା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ କାମକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ମାମଲା ହୋଇଛି। ନଂ.୧୯୬ ଓ ୧୯୭/୨୦ରେ ୨ଟି ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ କହିଛନ୍ତି। ଖରିଡ଼ାରେ...
ଅପହରଣ କରି ୩ଲକ୍ଷ ଦାବି, ଅପହର୍ତ୍ତାଙ୍କୁ ଉଦ୍ଧାର କଲା ପୋଲିସ
ଜଗନ୍ନାଥପ୍ରସାଦ,୧୩ା୬(ଡି.ଏନ୍.ଏ.)- ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୩ ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ। ପୋଲିସ ଅପହରଣକାରୀଙ୍କ ଉଦ୍ୟମକୁ ପଣ୍ଡ କରିବା ସହ ଅପହର୍ତ୍ତାଙ୍କୁ ଉଦ୍ଧାର କରିଛି।୧୧ ତାରିଖ ସକାଳେ ପଞ୍ଚଭୂତି ଗ୍ରାମ ବେଗୁନିଆର...
ଶଟ୍ଡାଉନ୍: ଜୀବନଯାତ୍ରା ପ୍ରଭାବିତ, ରଜ ମଉଜ ଫିକା
ବ୍ରହ୍ମପୁର ଅଫିସ,୧୩ା୬: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନାଁ ନେଉନାହିଁ । ପ୍ରତିଦିନ ଏହା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜୁନ୍ ମାସ ପ୍ରତି ସପ୍ତାହର...
ଶଟ୍ଡାଉନ୍ରେ ଗଞ୍ଜେଇ ଚାଲାଣ: ବୁଲେଟ୍ ସହ ଗଞ୍ଜେଇ ଜବତ, ୨ ଗିରଫ
ପାଟପୁର,୧୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍ ସହ ୨୯ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ...
ଶ୍ୱଶୁରଙ୍କ ଗୁଳିମାଡ଼ରେ ଚାଲିଗଲା ବୋହୂଙ୍କ ଜୀବନ,ବନ୍ଧୁକ ଜବତ
ଶେରଗଡ଼/ସୋରଡ଼ା,୧୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ବଡ଼ଗଡ଼ ଥାନା ବାରଭରଣିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାପ-ପୁଅଙ୍କ ଗଣ୍ଡଗୋଳରେ ବଳି ପଡ଼ିଛନ୍ତି ବୋହୂ। ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଗୁଳିମାଡ଼ରେ ମୃତ୍ୟୁ ଘଟିଛି ନବବିବାହିତାଙ୍କର। ମୃତକ ହେଲେ...
Archives


