ଆଶିଂକ ଲକ୍ଡାଉନ୍ ହେଲା ପୋଲରାଜପୁର: ଗ୍ରାମବାସୀଙ୍କ ରାସ୍ତାରୋକୋ
ପାତ୍ରପୁର,୯।୬(ଡି.ଏନ.ଏ.)- ପାତ୍ରପୁର ବ୍ଲକ ପୋଲରାଜପୁର ଗ୍ରାମରେ ୨ଜଣ କରୋନା ପଜିଟିଭ ଚିହ୍ନଟ ପରେ ଗ୍ରାମବାସୀଙ୍କ ସମସ୍ୟା ବଢିଛି। ପ୍ରଶାସନ ପକ୍ଷରୁ ଘରଘର ବୁଲି ଥର୍ମାଲ ସ୍କ୍ରିନିଂ ସହ ଗ୍ରାମକୁ ଆଶିଂକ ଲକ୍ଡାଉନ୍ କରାଯାଇଥିବା ତହସିଲଦାର ସୂଚନା ଦେଇଛନ୍ତି। ଗ୍ରାମରୁ କେହି...
ଟ୍ରାକ୍ଟର ଓଲଟି ଚାଳକ ମୃତ, ୬ ଗୁରୁତର
ଆର.ଉଦୟଗିରି,୯ା୬(ଡି.ଏନ.ଏ)- ରାମଗିରି ଥାନା ନିକଟସ୍ଥ ରାଇଗଡ଼ା ବ୍ଲକ ବୋଲଡ଼ାଗୁମା ଛକ ନିକଟରେ ମଙ୍ଗଳବାର ଏକ ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାଲିଡ଼ି ଗ୍ରାମର ମଣ୍ଟୁ ପ୍ରଧାନ। ବଡ଼ପୁତାର ଗ୍ରାମରୁ ବିଦ୍ୟୁତ...
ଲୁଟ୍ ୧୨.୬୦ଲକ୍ଷ ଟଙ୍କା ବ୍ୟବସାୟୀଙ୍କୁ ଫେରାଇଲା ପୋଲିସ
ଧରାକୋଟ,୯ା୬(ଡି.ଏନ୍.ଏ.)- ଧରାକୋଟ ଅଞ୍ଚଳର ବି.ବାୟା ପାତ୍ର, ଏ. ଗଣେଶ ପାତ୍ର, ଏସ୍. ତ୍ରିପତି ପାତ୍ର ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ ଛେଳି ବିକି ୧୨ଲକ୍ଷ ୮୦ହଜାର ଟଙ୍କା ଧରି ଗତ ୨୭ ତାରିଖରେ ଫେରୁଥିଲେ। ଗିରିସୋଲାରୁ ଏକ ଅଟୋରେ ଫେରୁଥିବାବେଳେ ବିଳମ୍ବିତ ରାତିରେ...
ଭଞ୍ଜନଗରରେ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ପାଳିତ
ଭଞ୍ଜନଗର,୯।୬(ଡି.ଏନ.ଏ)- ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ତମ ଜୟନ୍ତୀ ମଙ୍ଗଳବାର ଭଞ୍ଜନଗରରେ ପାଳିତ ହୋଇଯାଇଛି। କରୋନା ଯୋଗୁ ସମସ୍ତ ବ୍ୟକ୍ତିଙ୍କୁ ସାନିଟାଇଜ କରାଯିବା ପରେ ସାମାଜିକ ଦୂରତ୍ୱ ବଜାୟ ରଖି ଶ୍ରୀଅରବିନ୍ଦ ଶକ୍ତିପୀଠରେ...
କିଆବୁଦାରୁ ଉଦ୍ଧାର କରିଥିବା ଶିଶୁଙ୍କୁ ନେବା ପାଇଁ ୫ ଦିନ ହେଲା ମେଡିକାଲରେ ଜଗିଛନ୍ତିି ମହିଳା
ଛତ୍ରପୁର,୯।୬(ଡି.ଏନ.ଏ):ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛପଟୁ ଏକ କିଆବୁଦା ମୂଳରୁ ୫ ତାରିଖରେ ଏକ ନବଜାତ ଶିଶୁ ପୁତ୍ରକୁ ପାଲିଆ ଛତ୍ରପୁରର ଦମନ୍ତି ନାୟକ ଉଦ୍ଧାର କରିଥିଲେ ା ପରେ ଛତ୍ରପୁର ହସ୍ପିଟାଲରେ ଶିଶୁଟିର ସ୍ବାସ୍ଥ୍ୟ ପରୀକ୍ଷା କରାଇ...
ଓଏସ୍ଏସ୍ଏଫ୍ ଯବାନଙ୍କୁ କରୋନା
ଛତ୍ରପୁର,୯।୬(ଡି.ଏନ.ଏ)- ଗଞ୍ଜାମ ପୋଲିସ ଜିଲାରେ କାର୍ଯ୍ୟରତ ଓଏସଏସଏଫ (ଓଡିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ)ର ଜଣେ ଯବାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଖଲିକୋଟ ଥାାନା ଓ ହୁମ୍ମା ଫାଣ୍ଡି ଅଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟର ଅଞ୍ଚଳରେ ପାଟ୍ରୋଲିଂ ଡ୍ୟୁଟି...
ଛତୁଆ, ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
ଛତ୍ରପୁର,୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡଡୁମୁଳା ପଞ୍ଚାୟତ ଝଗଡ଼ାପଲ୍ଲୀ ଗାଁରେ ଶିଶୁଙ୍କ ଡ୍ରେସ, ଅଣ୍ଡା, ଛତୁଆ ଓ ଚାଉଳ ବଣ୍ଟନରେ ଅନିୟମିତତା ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେମାନେ ଦିଗପହଣ୍ଡି ସିଡିପିଓଙ୍କୁ ବାରମ୍ବାର ଅଭିଯୋଗ...
ପୁଣି ଗଞ୍ଜାମରେ ୧୮ କରୋନା ପଜିଟିଭ୍ ଚିହ୍ନଟ: ଚିକିତ୍ସିତ ହେଉଛନ୍ତି ୨୨୬
ଛତ୍ରପୁର,୯।୬(ଡି.ଏନ୍.ଏ): ଗଞ୍ଜାମ ଜିଲାରୁ ମଙ୍ଗଳବାର ପୁଣି ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତିକରାଯାଇ ଚିକିତ୍ସା କରାଯାଉଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛିା ଏହାକୁ ମିଶାଇ ଜିଲାରେ ମୋଟ୍ ପଜିଟିଭ୍ଙ୍କ ସଂଖ୍ୟା...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ : ବିନା ଅଧ୍ୟାପକରେ ଚାଲିଛି ଏମ୍ଜେଏମ୍ସି ବିଭାଗ
ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ...
ଆଇଟିଆଇର ପୁଣି ନୂଆ ଉଦ୍ଭାବନ: ପ୍ରସ୍ତୁତ କଲା ୟୁଭିସି ସୋଲ ସାନିଟାଇଜର
ବ୍ରହ୍ମପୁର ଅଫିସ,୯ା୬-କୋଭିଡ୍-୧୯ ମୁକାବିଲା ତଥା ସଂକ୍ରମଣରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ଉଦ୍ଭାବନକରି ଏବେ ସାରା ଦେଶରେ ବ୍ରହ୍ମପୁର ଆଇଟିଆଇ ଅନ୍ୟ ଆଇଟିଆଇ ପାଇଁ ଉଦାହରଣ ପାଲଟିଛି। ସୋମବାର ପୁଣି ଆଉ ଏକ ଉଦ୍ଭାବନ...
ଡିଆଇଜିଙ୍କ ଆସିକା ଥାନା ପରିଦର୍ଶନ
ଆସିକା,୮ା୬(ଡି.ଏନ୍.ଏ.)-ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ସୋମବାର ଆସିକା ଥାନା ପରିଦର୍ଶନରେ ଆସି ସମୀକ୍ଷା କରିଥିଲେ ା ଗତ ଏକ ବର୍ଷ ମଧ୍ୟରେ ଆସିକା ଥାନା ୱାରେଣ୍ଟି ଧରପଗଡ, ଜୁଆଆଡ୍ଡା ଚଢ଼ାଉ, ଚୋରାମଦ, ବିସ୍ଫୋରକ ସାମଗ୍ରୀ ଓ ବେଆଇନ ଆତସବାଜୀ...
ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ବ୍ରହ୍ମପୁର ଉପଜିଲାପାଳ
ଦିଗପହଣ୍ଡି,୮।୬(ଡି.ଏନ.ଏ.): ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଦିଗପହଣ୍ଡି ବ୍ଲକ ଗସ୍ତରେ ଆସି ସିଦ୍ଧେଶର, ଗୋକର୍ଣ୍ଣପୁର ଏବଂ ବି.ତୁରୁବୁଡି ପଞ୍ଚାୟତେ ଥିବା ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଘରୋଇ ସଙ୍ଗରୋଧରେ ରହୁଥିବା ପ୍ରବାସୀ ଫେରନ୍ତାମାନେ ଘରେ ନରହି ବାହାରେ...
Archives


