ଗଞ୍ଜାମ

ଝରପଲ୍ଲୀ, ରାଧାମୋହନପୁର ରାସ୍ତା ଶୋଚନୀୟ

ବ୍ରହ୍ମପୁର ଅଫିସ/ଗୋପାଳପୁର,୧୫।୧୨: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ଝରପଲ୍ଲୀଠାରୁ ରାଧାମୋହନପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହା ଗୋଳନ୍ଥରା ଥାନା ଗୋବିନ୍ଦନଗର ପଞ୍ଚାୟତ ଅନ୍ତର୍ଗତ ଝିଙ୍କିପଦର, ଝରପଲୀ, ରାଧାମୋହନପୁର ଓ ଗୋବିନ୍ଦନଗରକୁ ସଂଯୋଗ କରୁଛି। ମିଳିଥିବା ତଥ୍ୟନୁଯାୟୀ, ୨୦୧୮ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ…

କୃଷି ଆଇନ ପ୍ରତ୍ୟାହାର ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଲେ କୃଷକ ସଂଗଠନ

ଛତ୍ରପୁର,୧୪।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ଆଇନର ପ୍ରତ୍ୟାହାର, ଜନ ବିରୋଧୀ ପ୍ରସ୍ତାବିତ ବିଦ୍ୟୁତ ସଂଶୋଧନ ବିଲର ବାତିଲ, କୃଷି ପାଇଁ ବ୍ୟବହୃତ ଡିଜେଲର ଟିକସ ହ୍ରାସ ଆଦି ଦାବି ହୋଇଛି। ଏ ନେଇ ଗତ ଅଠର ଦିନ ଧରି ଦିଲ୍ଲୀ ସୀମାରେ…

ଅସ୍ତ୍ରୋପଚାର ପାଇଁ ଅହମ୍ମଦାବାଦ ଗଲେ ୧୦ ହୃଦ୍‌ରୋଗ ପୀଡିତ ଶିଶୁ

ଛତ୍ରପୁର,୧୪।୧୨(ଡି.ଏନ.ଏ.)- ଗଞ୍ଜାମ ଜିଲାର ହୃଦରୋଗରେ ପୀଡିତ ୧୦ଜଣ ଶିଶୁଙ୍କୁ ଅସ୍ତ୍ରୋପଚାର ପାଇଁ ରବିବାର ରାତିରେ ଅହମଦାବାଦ ପଠାଯାଇଛି। ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ ଯୋଜନାରେ ଅହମ୍ମଦାବାଦର ସତ୍ୟସାଇ ହୃଦ ହସ୍ପିଟାଲରେ ମାଗଣା ଅସ୍ତ୍ରୋପଚାର ହେବ। ଖୋର୍ଦ୍ଧା ରୋଡ଼ ଷ୍ଟେଶନରୁ ଟ୍ରେନ ଯୋଗେ ଶିଶୁମାନେ…

ରାଜ୍ୟରେ ସୁସ୍ଥ ହେଲେ ୪୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ ା୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୨, ଅନୁଗୋଳରୁ ୩୪, କଟକରୁ ୨୯, ବଲାଙ୍ଗୀରରୁ ୨୭, ବରଗଡ଼ରୁ ୨୩, ଯାଜପୁରରୁ ୨୧, ପୁରୀରୁ…

ଚାହିଁ ବସିଥିଲା ମୃତ୍ୟୁ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଚାଷୀ ଦମ୍ପତିଙ୍କ ଜୀବନ

ହିଞ୍ଜିଳିକାଟୁ,୧୨ା୧୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶେରଗଡ଼ ଥାନା ଅନ୍ତର୍ଗତ ବୁରୁପୋଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। କୋବି କିଆରିରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁରୁପୋଡ଼ା ଗ୍ରାମର…

ଅଗ୍ନିକାଣ୍ଡ: ୫ ପରିବାରଙ୍କ ୬ ବଖରା ଭସ୍ମୀଭୂତ

ଧରାକୋଟ, ୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅନ୍ତର୍ଗତ ବାହାରପୁର ଗ୍ରାମପଞ୍ଚାୟତ ଡାକିବଜାର ଗ୍ରାମରେ ଗୁରୁବାର ବିଳମ୍ବିତ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ୫ ପରିବାରଙ୍କ ୬ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତମାନେ ହେଲେ ବିଜୟ କୁମାର ବାଡିତ୍ୟା, କୃଷ୍ଣ ଚନ୍ଦ୍ର ସାହୁ,…

ଆସିକା-କଳିଙ୍ଗା ଜାତୀୟ ରାଜପଥ ମରଣଯନ୍ତା

ଭଞ୍ଜନଗର,୧୦।୧୨(ଡି.ଏନ୍‌.ଏ.) – ରାଞ୍ଚି-ବିଜୟୱାଡ଼ା କରିଡ଼ର ରାସ୍ତାର ଭଞ୍ଜନଗର ଠାରୁ କଳିଙ୍ଗା ଘାଟି ପର୍ଯ୍ୟନ୍ତ ଜାତୀୟ ରାଜପଥ ନଂ.୧୫୭ କାମ ବହୁଦିନ ହେବ ମନ୍ଥର ଗତିରେ ଚାଲିଛି। ଫଳରେ ରାସ୍ତାର ଅନେକ ସ୍ଥାନରେ ବଡ଼ ବଡ଼ ଖାଲ ହୋଇଗଲାଣି। ଉକ୍ତ ରାସ୍ତାରେ ଯାତାୟାତ…

ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ: ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ

ଦିଗପହଣ୍ଡି,୮।୧୨(ଡି.ଏନ୍‌.ଏ.): ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଡାକରା କ୍ରମେ ମଙ୍ଗଳବାର ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସହର ମଧ୍ୟଦେଇ ଯାଇଥିବା ରାଞ୍ଚି – ବିଜୟ ୱାଡା ୩୨୬ ନଂ. ଜାତୀୟ ରାଜପଥ ସମେତ…

ପ୍ରଦୀପଙ୍କ ଠକେଇ ଓ ଜନ ବିରୋଧୀ କାର୍ଯ୍ୟକୁ ନିନ୍ଦା କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୭।୧୨(ଡି.ଏନ୍‌.ଏ.): ଟାଟାରେ ଚାକିରୀ ଦେବାକୁ କହି ଲାକ୍ଷଧିକ ଟଙ୍କା ଠକେଇ ଅଭିଯୋଗରେ ଭିଜିଲାନ୍ସ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି l ପୂର୍ବରୁ ପ୍ରଦୀପଙ୍କୁ ଜନବିରୋଧି କାର୍ଯ୍ୟ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଦଳରୁ ବହିସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପକୁ…

ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍‌ଟି ଆଦାୟ

ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍‌ରୁ ୪କେଜି ସୁନା ଓ ୨୩୫ କେଜି ରୁପା ଅଳଙ୍କାର ଜବତ କରିଥିଲା। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖିବା ସହ କାର ଜବତ…

ସହରର ଉନ୍ନତି ନେଇ ବିଧାୟକଙ୍କ ସହ ଆଲୋଚନା କଲେ ଦଳୀୟ ନେତୃବୃନ୍ଦ

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୋତାଗଡ଼ଠାରେ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଦଳୀୟ ନେତୃବୃନ୍ଦଙ୍କ ସହ ଦଳୀୟ ସଂଗଠନ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। ଆସନ୍ତା ସପ୍ତାହରେ ଘର ପଟ୍ଟା ବଣ୍ଟନ କରାଯିବା ପାଇଁ ପ୍ରଶାସନ…

ପିଇବା ପାଣି ପାଇଁ ଡହଳବିକଳ ଚିରିକିପଡ଼ାବାସୀ

ବୁଗୁଡ଼ା,୬ା୧୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସରକାରଙ୍କ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ରକ୍ଷଣା ବେକ୍ଷଣ ଅଭାବ ସାଙ୍ଗକୁ ପ୍ରଶାସନର ଆନ୍ତରିକତା ଅଭାବରୁ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri