ଅବ୍ୟବସ୍ଥାରେ ରାଜୀବ ଆବାସ, ଅଭିଯୋଗ ସତ୍ତ୍ୱେ ଫଳ ଶୂନ୍
ବ୍ରହ୍ମପୁର ଅଫିସ,୬ା୧୨: ବସ୍ତି ବାସିନ୍ଦାଙ୍କୁ ମାୈଳିକ ସୁବିଧା ଯୋଗାଇ ଦେବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ରାଜୀବ ଆବାସ ଯୋଜନା ମାଧ୍ୟମରେ ଗୃହ ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଥିଲା। ଏହି ମର୍ମରେ ରାଜ୍ୟର ବିଭିନ୍ନ ସହରରେ ସ୍ଥାନ…
ଗଞ୍ଜାମ ଜିଲାପାଳଙ୍କ ତଦାରଖ: ୮ରେ ଉଦ୍ଘାଟନ ହେବ କୋର୍ଟ କୋଠା
ହିଞ୍ଜିଳିକାଟୁ,୫ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ନୂତନ ଜେଏମ୍ଏଫ୍ସି କୋର୍ଟ କୋଠା ଆସନ୍ତା ମଙ୍ଗଳବାର (୮ ଡିସେମ୍ବର) ସନ୍ଧ୍ୟା ୫ରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ ହେବ। ଏଥିନେଇ ଓଡ଼ିଶା ହାଇକୋର୍ଟ ପକ୍ଷରୁ ଚିଠି ସଂଖ୍ୟା ୧୧୫୮୬ରେ ସୂଚିତ କରାଯାଇଛି। ମୁଖ୍ୟମନ୍ତ୍ରୀ ଏବଂ…
କୃଷି ଆଇନକୁ ବିରୋଧ କରି ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ଛତ୍ରପୁର,୫ା୧୨(ଡି.ଏନ୍.ଏ.): ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ କେନ୍ଦ୍ର ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରି ଶନିବାର ଛତ୍ରପୁରଠାରେ ଭାରତୀୟ ବିକାଶ ପରିଷଦ ଓ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପରେ ପ୍ରଧାନମନ୍ତ୍ରୀ…
ଅଧାରେ ରହିଛି ପୋଲ କାମ, ଭରସା ଦେଶୀ ଡଙ୍ଗା
ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ହରିପୁର ପଞ୍ଚାୟତରୁ ଗୋପାଳପୁର ବେଳାଭୂମିକୁ ସଂଯୋଗ ପାଇଁ ଚାଲିଥିବା ପୋଲ କାମ ଦୁଇବର୍ଷ ହେଲାଣି ଶେଷ ହୋଇନାହିଁ। ୨୦୧୯ ଫେବୃୟାରୀରେ ୧୧ କୋଟି ୩୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସେତୁ କାମ ଆରମ୍ଭ…
ଥମୁନି ହାତୀ ମୃତ୍ୟୁ: ଘୁମୁସର ବନଖଣ୍ଡରେ ହାତୀର ଜୀବନ ଗଲା
ଭଞ୍ଜନଗର,୪ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ଜଙ୍ଗଲରେ ଏକ ହାତୀର ଶୁକ୍ରବାର ପ୍ରତ୍ୟୁଷରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବରପାଇ ଡିଏଫ୍ଓ ଅଭୟକାନ୍ତ ଦଳେଇ, ଏସିଏଫ୍ ସୁଦର୍ଶନ ବାଦୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର…
ଭେଣ୍ଡିଂ ଜୋନ୍ ନାହିଁ, ବ୍ୟବସାୟୀଙ୍କୁ ଟ୍ରେ ଭରସା
ଗଞ୍ଜାମ, ୨।୧୨(ଡି.ଏନ୍.ଏ.): ଦୀର୍ଘ ବର୍ଷ ହେବ ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍ ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ବର୍ତ୍ତମାନ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି…
ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ…
ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ
ଦିଗପହଣ୍ଡି,୩୦ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କାନରା ବ୍ୟାଙ୍କ ସମ୍ମୁଖରେ ଏକ ଭଡ଼ା ଘରେ ରହୁଥିବା ଗର୍ଭବତୀ ସୁଜାତା ସେଠୀଙ୍କୁ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ମିଳିମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ବାପା ସନ୍ତୋଷଙ୍କ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ
ପାରଳାଖେମୁଣ୍ଡି/ଆର୍.ଉଦୟଗିରି,୩୦ା୧୧(ଡି.ଏନ୍.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଛେଳିଗଡ଼ ଗ୍ରାମର ରେଗନ…
୮ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ୧୦ ବନ୍ଧୁକ ଜବତ
ଆସିକା,୨୯ା୧୧ (ଡି.ଏନ୍.ଏ.)-ଗଞ୍ଜାମ ଜିଲା ପୋଲିସର ସ୍ବତନ୍ତ୍ର ଅପରାଧୀ ଧରପଗଡ ଅଭିଯାନକୁ ବଡଧରଣର ସଫଳତା ମିଳିଛି। ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଆଦାୟ ଭଳି ଏକାଧିକ ସଙ୍ଗୀନ ଅପରାଧରେ ଜଡିତ ୮ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦…
ପ୍ରେମ ସମ୍ପର୍କକୁ ନେଇ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା
ଗଞ୍ଜାମ, ୨୮।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଶୁକ୍ରବାର ଜଣେ ନାବାଳିକା କଲେଜ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ l ମୁମୂର୍ଷ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ପ୍ରଥମେ ବ୍ରହ୍ମପୁର ଓ ପରେ କଟକ…
ଅନ୍ଲାଇନ ଟିସିକୁ ନେଇ ଅଡୁଆରେ ପ୍ରଧାନଶିକ୍ଷକ
ଶେରଗଡ,୨୬ା୧୧(ଡି.ଏନ୍.ଏ.)- ଶେରଗଡ ବ୍ଲକର ସମସ୍ତ ବିଦ୍ୟାଳୟରେ ଅନଲାଇନ ଟିସି (ଟ୍ରାନ୍ସଫର ସାର୍ଟିଫିକେଟ୍) ବ୍ୟବସ୍ଥା ପ୍ରଚଳନ କରାଯାଇଛି। ଯେଉଁ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡି ଅନ୍ୟ ଶିକ୍ଷାନୁଷ୍ଠାନକୁ ଯିବେ ସେମାନଙ୍କୁ ହାତଲେଖା ଟିସି ସହ ଅନ୍ଲାଇନ୍ରେ ଜେନେରେଟ୍ ହେଉଥିବା ଟିସି ନମ୍ବର ଦେବାର ବ୍ୟବସ୍ଥା…
Archives


