ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ
ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…
ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ
ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ ଡକାଇ ତାଙ୍କ ସହ ଆଲୋଚନା କରି କଡା ତାଗିଦ କଲେ ଗଞ୍ଜାମ ବିଡିଓ…
ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ
ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ ଆଦି ପାଞ୍ଚ ଟଙ୍କାରେ ବିକ୍ରି ହେଉଥିଲା ବର୍ତମାନ ଗୋଟେ ରାଧା ଖଇନି ଓ…
ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା
ଭଞ୍ଜନଗର,୨୬/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…
ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…
ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା ସହ ଏବେ ପଶୁପକ୍ଷୀଙ୍କ ପ୍ରତି ମଧ୍ୟ ସେମାନେ ନିଷ୍ଠୁର ସାଜିଛନ୍ତି। ଏହିଭଳି ଏକ…
ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ
ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ଦେଶ୍ୟରେ ବୁଧବାର ଭଞ୍ଜନଗର ଉପ ଜିଲାପାଳଙ୍କ ଅନୁପସ୍ଥିତିରେ ଡେପୁଟୀ…
ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର…
ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….
ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…
ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ନିମନ୍ତ୍ରଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।…
ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ ଦୁଇ ଘଣ୍ଟା ବ୍ୟାପୀ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା । ଘନ ଘନ…
ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ
ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ। ଇତିମଧ୍ୟରେ ବୁଗୁଡ଼ା ଓ ତାରସିଂ ରେଞ୍ଜରୁ ପ୍ରଥମ ପର୍ଯ୍ୟାୟ କାଠ ପୁରୀ ପଠାଯାଇଛି।…
ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ଝଡ଼ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ…
Archives


