ଗଞ୍ଜାମ

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର ଜିଲା ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ଘୋଷଣା କରାଯାଇଛି।…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ ମାତ୍ର ଝିଅ l ସେ ଏବେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଛନ୍ତି l…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ ଜଳସେଚନ ଓ କୃଷି କାର୍ଯ୍ୟ ପ୍ରଭାବିତ ହେଉଛି। ଏହାର ପ୍ରଭାବରେ କେତେକ ଅଞ୍ଚଳରେ…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଫଳରେ ପର୍ଯ୍ୟଟକଙ୍କ ସମେତ ସ୍ଥାନୀୟ ଲୋକେ ଯାତାୟାତରେ ବହୁ ସମସ୍ୟାର…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜି…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ ସେଠୀଙ୍କ ଝିଅ କୁନି ଫାଇନାଲ ମ୍ୟାଚ୍‌ରେ ବିଜୟୀ ହୋଇ ଏହି ସଫଳତା ହାସଲ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ କରି ୪ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଟିମ୍‌ ସମ୍ପୃକ୍ତ ଯୁବକଙ୍କୁ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଛତ୍ରପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ରଶ୍ମି…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଟିଏଲସି ସମ୍ପାଦକ ତଥା କୋର୍ଟ କର୍ମଚାରୀ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି ଗ୍ରାମର ଶିବରାମ ସାମନ୍ତରା(୩୫) । ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୮ ଟାରେ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୀଠର ସ୍ବଚ୍ଛତା ଓ ପରିଚ୍ଛନ୍ନତାକୁ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଜିଲା…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା(୪)ଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?