ଗଞ୍ଜାମ

ସାର ଅଭାବ, କୃଷକଙ୍କ ସମସ୍ୟା ନେଇ ବିଜେଡିର ଆନ୍ଦୋଳନ

ଛତ୍ରପୁର,୧ା୯(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ସାର ଅଭାବ ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲା ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ନେତୃତ୍ୱରେ ଜିଲାର...

ଭଞ୍ଜନଗର ମ୍ୟୁନିସିପାଲିଟିରେ ୧୫ ଗ୍ରାମ ମିଶିବ: ବିଧାୟକ ମିଠା ବାଣ୍ଟିଲେ, ବାଣ ଫୁଟାଇଲେ ଲୋକେ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ରାଜ୍ୟ ସରକାର ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି। ଏଥିସହ ଜଗନ୍ନାଥପ୍ରସାଦକୁ ଏନଏସି ଘୋଷଣା କରିଛନ୍ତି। ଏହି ଖବର ଜଣାପଡିବା ପରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇବାକୁ ତାଙ୍କ ବାସଭବନରେ ଲୋକଙ୍କୁ ଭିଡ ଜମିଛି। ଏହାପରେ ଲୋକଙ୍କୁ ବିଧାୟକ...

ଅବ୍ୟବସ୍ଥା ଘେରରେ ଆଖଡ଼ା ବନ୍ଧ ସାହି: ସଫା ହେଉନି ଡ୍ରେନ, ଅଳିଆ ଆବର୍ଜନା ସ୍କୁଲ ପରିସର

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନମ୍ବର ୩ ଆଖଡ଼ା ବନ୍ଧ ସାହି l ଉକ୍ତ ସାହିରେ ୩୫ରୁ ୪୦ ପରିବାରର ପ୍ରାୟ ତିନିଶହରୁ ଉର୍ଦ୍ଧ୍ୱ ଲୋକ ବାସ କରନ୍ତି। ୧୯୬୫ରେ ସ୍ଥାପିତ ବହୁ ପୁରାତନ ଏକ୍ସ ବୋର୍ଡ...

ଶେଷରେ ସୁଇଟିଙ୍କୁ ମିଳିଲା ପୁରସ୍କାର: ଖୁସିବ୍ୟକ୍ତ କରି କହିଲେ…

ଗଞ୍ଜାମ,୧।୯(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ଧନ୍ଦା ମୂଳକ ଶିକ୍ଷା (ଭୋକେଶନାଲ)ରେ ଟପ୍ପର ଛାତ୍ରୀ ସୁଇଟି ନାୟକ ଫାଷ୍ଟ ପ୍ରାଇଜ ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧନା ଦିଆଯାଇଥିଲା l ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ଏନଏସି ପ୍ରଶାସନ ପକ୍ଷରୁ ଅଧ୍ୟକ୍ଷା ପ୍ରତିଭା...

ଦିଗପହଣ୍ଡିରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ୫୨ ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ଉତ୍ସବ ରବିବାର ସାରେ ଉଦ୍‌ଯାପିତ ହୋଇଯାଇଛି।ବଜାର ଗାନ୍ଧୀ ଛକଠାରେ ଏନ ଏ ସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ...

ଅନ୍‌ କରିବା ମାତ୍ରେ ହୁତୁହୁତୁ ହୋଇ ଜଳି ବ୍ଲାଷ୍ଟ ହେଲା ଗ୍ୟାସ୍‌ ଟାଙ୍କି, ପୋଡ଼ିଯାଇ ମହିଳା…

ଛତ୍ରପୁର, ୩୧।୮(ଦିଲୀପ ସାମଲ): ରୋଷେଇ କରିବାକୁ ଯାଇଥିବା ବେଳେ ଫାଟିଲା ଗ୍ୟାସ ଟାଙ୍କି। ପୋଡ଼ି ହୋଇ ଜଣେ ମହିଳା ଗୁରୁତର। ଏଭଳି ଏକ ଦୁର୍ଘଟଣା ରବିବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ହଂସପୁର ଗ୍ରାମରେ ଘଟିଛି ।  ଗୁରୁତର ମହିଳା ଜଣଙ୍କ...

ଭଞ୍ଜନଗର ଏନ୍‌ଏସି ପାଳିଲା ସ୍ବାୟତ୍ତ ଶାସନ ଦିବସ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ପକ୍ଷରୁ ରବିବାର ସଂଧ୍ୟାରେ ସ୍ଥାନୀୟ ଟାଉନ ହଲ୍‌ରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏଥିରେ ଉପାଧକ୍ଷା ଶୁଭଶ୍ରୀ ଦାସ ଅଧ୍ୟକ୍ଷତା କରିଥିଲେ। ନିର୍ବାହୀ ଅଧିକାରୀ ମୁରଲୀ କ୍ରିଷ୍ଠା ପଣ୍ଡା...

ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କଲେ ସରକାର, ଖୁସିବ୍ୟକ୍ତ କରିବା ସହ…

ଛତ୍ରପୁର,୩୧।୮(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କ ବହୁ ପ୍ରତିକ୍ଷୀତ ଆଶା ଆଜି ସଫଳ ହୋଇଛି। ଜିଲାର ସଦର ମହକୁମା ଛତ୍ରପୁର ଏନ୍‌ଏସିକୁ ରବିବାର ମୋହନ ସରକାର ମୁନିସିପାଲଟି ଭାବେ ଘୋଷଣା କରିଛନ୍ତି । ଏଥିପାଇଁ ଛତ୍ରପୁରବାସୀ ବହୁତ ଖୁସି...

ଦେଶ ସ୍ବାଧୀନତାରେ କୁର୍ମି କ୍ଷତ୍ରିୟଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା, ଡିସେମ୍ବରରେ… 

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଜିଲୁଣ୍ଡି ଅଞ୍ଚଳ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ସମ୍ମିଳନୀ ରବିବାର ବାଉଁଶଲୁଣ୍ଡିଠାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ସଭାପତି ସରୋଜ କୁମାର ରାଉଳ ଅଧ୍ୟକ୍ଷତା କରିଥିଲେ । ଭଞ୍ଜନଗର ବିଧାୟକ  ପ୍ରଦ୍ୟୁମ୍ନ କୁମାର...

ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଆରମ୍ଭ, ସୁପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ

ଦିଗପହଣ୍ଡି,୩୧|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି  ନୂଆସାହି  ଆରାଧ୍ଯ ଦେବୀ ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରତିବର୍ଷ ଭଳି ଚଳିତ  ବର୍ଷ ମାଁ ଙ୍କ ଯାତ୍ରା ଭାଦ୍ରବ ଶୁକ୍ଳ ଏକାଦଶୀ ତିଥି ଠାରୁ ୫ ଦିନ ବ୍ୟାପୀ ଅନୁଷ୍ଠିତ...

ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ

ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮)...

ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍‌ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ

ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri