ଗଞ୍ଜାମ

ଶେଷ ସମୟର ବନ୍ଧୁ ନରହରି ସ୍ବାଇଁ: ଦାହ କଲେଣି ୪୪୨୫ ମୃତଦେହ

ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ମଣିଷ ଜୀବନରେ ଜନ୍ମ ଆଉ ମୃତ୍ୟୁ ଧୃବ ସତ୍ୟ। ମୃତ୍ୟୁ ପରେ ଯେ ଶ୍ମଶାନରେ ଉପସ୍ଥିତ ରହେ, ସେ ହିଁ ପ୍ରକୃତ ବନ୍ଧୁ। ଏଭଳି ଜଣେ ଦରଦୀ ବନ୍ଧୁ ମଣିଷ ହେଉଛନ୍ତି ଗଞ୍ଜାମ ଜିଲାର ସଦର ମହକୁମା...

ଅଲିଭ୍‌ ରିଡ୍‌ଲେଙ୍କ ମିଳନ ଋତୁ ଆରମ୍ଭ, ମେ’ ୩୧ ପର୍ଯ୍ୟନ୍ତ ଫିସିଂ ମନା

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବିରଳ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ରୁତୁ ଆରମ୍ଭ ହୋଇଛି। ନୂଆ ଅତିଥିଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ। ସେମାନଙ୍କ ସୁରକ୍ଷିତ ଆଗମନ ସହ ପ୍ରଜନନ ଓ ଗଣ ଅଣ୍ଡାଦାନ ପାଇଁ...

୧୩ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କଲା ପୋଲିସ

ଛତ୍ରପୁର,(ଦିଲ୍ଲୀପ ସାମଲ )୧।୧୧: ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ମଙ୍ଗଳବାର ବିଳମ୍ବିତ ରାତିରେ ଗଞ୍ଜାମ ଏସପି ଜଗମୋହନ ମିନାଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ପୋଲିସ ଜିଲାର...

ଘୁମୁସର ଉତ୍ତର ବନଖଣ୍ଡରେ ୫ ବାଘ ଥିବା ଆଶଙ୍କା

ଭଞ୍ଜନଗର, ୧।୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ବାଘ ଗଣନା ବୁଧବାର ଠାରୁ ଆରମ୍ଭ ହେବ। ବାଘ ଚଳପ୍ରଚଳ କରୁଥିବା ଅଞ୍ଚଳରେ ଟ୍ରାପ କ୍ୟାମେରା ଲଗାଯିବ। ଏଥିପାଇଁ ବିଭାଗ ପକ୍ଷରୁ କ୍ୟାମେରା ପ୍ରସ୍ତୁତ କରି ରଖାଯାଇଛି। ଏହି...

ବର୍ଷା ନାହିଁ,ଜଳିବାକୁ ବସିଲାଣି ଧାନ ଫସଲ

ଚିକିଟି,୧।୧୧(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟି ଯୋଗୁ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି। ବିଳମ୍ବରେ ହେଲେ ମଧ୍ୟ ଦୁଇ ମାସ ତଳେ ହୋଇଥିବା ବର୍ଷାରେ ପ୍ରାୟ ଅଧିକାଂଶ ଜମିରେ ଧାନ ଚାଷ ହୋଇଥିଲା। କିନ୍ତୁ ବର୍ତ୍ତମାନ...

ଗାଁକୁ ରାସ୍ତା ନାହିଁ, ଡଙ୍ଗାରେ ହେଉଛି ଯାତାୟାତ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ମହୁଲପଡା ଗ୍ରାମକୁ ବିଜୁଳି କିମ୍ବା ରାସ୍ତାଟିଏ ନାହିଁ। ଲୋକେ ବିପଦ ସଙ୍କୁଳ ଅବସ୍ଥାରେ ଦିଗପହଣ୍ଡି କିମ୍ବା ପଞ୍ଚାୟତ ସଦର ମହକୁମାକୁ କାଠ ଡଙ୍ଗାରେ ଯାତାୟାତ କରୁଥିବା ଜଣାପଡିଛି। ପାହାଡିଆ...

ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅପର୍ଣ୍ଣା

ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ )ଗଞ୍ଜାମ ଏନଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅପର୍ଣ୍ଣା ଡାଙ୍ଗୁଆ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ରଣପୁର ଏନଏସିରେ ଇଓ ଭାବେ ଦାୟିତ୍ୱ ତୁଲାଉ ଥିଲେ। ପୂର୍ବରୁ ଏହି ଏନଏସିର ଇଓ ଅବିନାଶ...

ଓଲଟିଲା ଟ୍ରକ୍‌: ୮ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ଛତ୍ରପୁର,୩୧।୧୦(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ସୀତାରାମପୁର ନିକଟ ଜାତୀୟ ରାଜପଥରେ ଏକ ଟ୍ରକ୍‌ ଓଲଟି ପଡ଼ିଛି। ମିଳିଥିବା ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ଆରଟିଓ ଏନ୍‌ଫୋର୍ସମେଣ୍ଟ ଗାଡି ଚେକିଂ କରୁଥିବା ବେଳେ ହଠାତ...

ଗାଁକୁ ରାସ୍ତା ନାହିଁ, ଡଙ୍ଗାରେ ହେଉଛି ଯାତାୟାତ

ଦିଗପହଣ୍ଡି,୩୧ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ମହୁଲପଡା ଗ୍ରାମକୁ ବିଜୁଳି କିମ୍ବା ରାସ୍ତାଟିଏ ନାହିଁ। ଲୋକେ ବିପଦ ସଙ୍କୁଳ ଅବସ୍ଥାରେ ଦିଗପହଣ୍ଡି କିମ୍ବା ପଞ୍ଚାୟତ ସଦର ମହକୁମାକୁ କାଠ ଡଙ୍ଗାରେ ଯାତାୟାତ କରୁଥିବା ଜଣାପଡିଛି। ପାହାଡିଆ...

ନାଚ ଓଡ଼ିଶା ନାଚରେ ଗଞ୍ଜାମର ଆଦ୍ୟାଶା ପ୍ରଥମ

ଗଞ୍ଜାମ,୩୦ା୧୦(ବିଦ୍ୟାଧର ସାହୁ): ସିଦ୍ଧାର୍ଥ ଟିଭିରେ ଚାଲିଥିବା ନାଚ ଓଡ଼ିଶା ନାଚ ଜୁନିୟର ସିଜନ୍‌ -୨ ନୃତ୍ୟ ପ୍ରତିଯୋଗିତାରେ ଗଞ୍ଜାମର ଆଦ୍ୟାଶା ପ୍ରିୟଦର୍ଶୀନୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଗଞ୍ଜାମ ବ୍ଲକ ସୁବଳୟା ଗ୍ରାମର ପଦାର୍ଥ ବିଜ୍ଞାନ ବିଭାଗର ଅଧ୍ୟାପକ ବିଭୁ...

ମେଳା ଦେଖିବାକୁ ଯାଇଥିଲେ ପରିବାର ଲୋକେ: ଏପଟେ ଜଳିଗଲା ଘର

ମୋରଡ଼ା,୨୯।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିକିଟାମାଟିଆ ପଞ୍ଚାୟତ ବାଘାଝରଣ ଗ୍ରାମର ଡାହିସାହିରେ ଏକ ଅଘଟଣ ଘଟିଛି। ନିଆଁ ଲାଗି ଘରଟି ସମ୍ପୂର୍ଣ୍ଣ ଜଳି ଯାଇଛି l ମିଳିଥିବା ସୂଚନା ମୁତାବକ, ଗତକାଲି ଉକ୍ତ ସାହିର ସ୍ବର୍ଗତ...

ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, କାତି ମାଡ଼

ହିଞ୍ଜିଳିକାଟୁ,୨୯।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କଣ୍ଟେଇକୋଳି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଉଗ୍ରରୂପ ନେଇଥିଲା। କାତିମାଡ଼ରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ କୃଷ୍ଣ ସାହୁ। କୃଷ୍ଣଙ୍କ ମୁଣ୍ଡରେ ଗଭୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri