ଗଞ୍ଜାମ

ଚୋରି ଯାଇଥିବା ସାଢ଼େ ୬ କେଜି ସୁନା ଗହଣା ଜବତ, ୧୫ ଗିରଫ

ଛତ୍ରପୁର,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ସୁନା ବ୍ୟବସାୟୀ ସୁରେନ୍ଦ୍ର କୁମାର ନାୟକଙ୍କ ଘରୁ ଅକ୍ଟୋବର ୧୨ ବିଳମ୍ବିତ ରାତିରେ ସୁନା ଚୋରି ହୋଇଥିଲା। ତେବେ ବୁଧବାର ଏହି ଘଟଣାରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ୧୫…

୫ ବର୍ଷ ପରେ ବି ଷ୍ଟାଣ୍ଡକୁ ଗଲାନି ବସ୍‌

ବ୍ରହ୍ମପୁର ଅଫିସ,୮ା୧୧-ଗୋପାଳପୁର ଏନ୍‌ଏସିର ଉନ୍ନତୀ ପାଇଁ ଯୋଜନା ପରେ ଯୋଜନା ହେଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର। ଆଲୋକ ସଜା, ଶିଶୁଉଦ୍ୟାନ, ରାସ୍ତାଘାଟ ନିର୍ମାଣରେ ବହୁ ଟଙ୍କା ବ୍ୟୟ ହେଉଛି। ଗୋପାଳପୁର ବେଳାଭୂମିକୁ ବହୁ ପର୍ଯ୍ୟଟକଙ୍କର…

ଗଞ୍ଜାମ ସହରରେ ନାହିଁ ଭେଣ୍ଡିଂଜୋନ୍‌: ରୋଡ୍‌ ଉପରେ ଗାଡିରଖି ପରିବା କିଣୁଛନ୍ତି ଲୋକେ

ଗଞ୍ଜାମ, ୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂଜୋନ ପାଇଁ ବାରମ୍ବାର ଦାବି କରିଆସୁଛନ୍ତି l ମାତ୍ର କୌଣସି ସୁଫଳ ମିଳୁନାହିଁ। ଫଳରେ ସହରର ବିଭିନ୍ନ ବ୍ୟବସାୟୀ ଓ ଉଠା ପନିପରିବା ଦୋକାନୀମାନେ ରାସ୍ତା କଡ଼ରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି l…

ଜାଲ ଚେକ ଦେଖାଇ ମହିଳାଙ୍କଠାରୁ ନେଇଗଲେ ସୁନାହାର

ଖଲ୍ଲିକୋଟ,୮ା୧୧(ଡି.ଏନ୍‌.ଏ.)-ଖଲ୍ଲିକୋଟ ଥାନା ବିକ୍ରମପୁର ଖମାରସାହିର ଜଣେ ଅସହାୟ ମହିଳାଙ୍କଠାରୁ ଶନିବାର ଅଭିନବ ଉପାୟରେ ସୁନାହାର ଲୁଟ ହୋଇଛି। ସ୍ବାମୀଙ୍କ ମୃତ୍ୟୁକାଳୀନ ସହାୟତା ଦେବା ପାଇଁ ଜାଲ୍‌ ବ୍ୟାଙ୍କ ଚେକ୍‌ ଦେଖାଇ ଅସହାୟା ସୁଚିତ୍ରା ଜେନାଙ୍କଠାରୁ ଜଣେ ଦୁର୍ବୃତ୍ତ ୩ ଭରି ଓଜନର…

ବେଆଇନ ବାଣ କାରଖାନାରେ ଚଢ଼ାଉ : ୭୦ ଲକ୍ଷ ଟଙ୍କାର ବାଣ ଜବତ

ଆସିକା,୭ା୧୧(ଡି.ଏନ୍‌.ଏ.)-ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ନଳବଣ୍ଟା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଶନିବାର ଆସିକା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବାଣ ଓ ବାଣ ତିଆରି ସରଞ୍ଜାମ ଜବତ କରିଛି। ଏହି ଘଟଣାରେ ଲବ ବେହେରା,…

ଓଡ଼ିଶାବାସୀଙ୍କୁ ସତର୍କ ରହିବାକୁ ପଡ଼ିବ: ବାଚସ୍ପତି

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଲୋକଙ୍କୁ ସତର୍କ ରହିବା ସହ ମୁହଁରେ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଛନ୍ତି। ଶୀତଋତୁରେ ଓଡ଼ିଶାବାସୀଙ୍କୁ…

ବାଚସ୍ପତିଙ୍କ ଦିଗପହଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ

ଦିଗପହଣ୍ଡି, ୭।୧୧ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ଶନିବାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହା ସହ ଦିଗପହଣ୍ଡି ଏନ୍‌ଏସିର ମୁଖ୍ୟ ରାଜପଥ ଅଲୋକୀକରଣ ପାଇଁ…

ଧରାକୋଟ ବ୍ଲକ ଉପାଧ୍ୟକ୍ଷ ହେଲେ ବଲବନ୍ତ ସିଂ

ଧରାକୋଟ,୬ା୧୧(ଡି.ଏନ୍‌.ଏ.)- ଧରାକୋଟ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପାଇଁ ଶୁକ୍ରବାର ପୂର୍ବାହ୍ନରେ ଉପନିର୍ବାଚନ ହୋଇଥିଲା। ଏଥିରେ ବିଜେଡି ସମର୍ଥିତ ପ୍ରାର୍ଥୀ ତଥା ବାହାରପୁର ସମିତିସଭ୍ୟ ବଲବନ୍ତ ସିଂ ୧୨ ସମିତିସଭ୍ୟଙ୍କ ସମର୍ଥନ ପାଇ ନିର୍ଦ୍ୱନ୍ଦ୍ୱରେ ବ୍ଲକ ଉପାଧ୍ୟକ୍ଷ ପଦବୀ ହାତେଇଛନ୍ତି। ବିପକ୍ଷ ଦଳ…

ମନରେଗା କାର୍ଯ୍ୟରେ ଅଗ୍ରଗତି ନ ହେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରସ୍ତରେ ଶୁକ୍ରବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରଛନ୍ତି। ତେବେ ଜିଲାପାଳ ବ୍ଲକକୁ ଆସିବା ସମୟରେ ନିକଟରେ ଥିବା ତାରାତାରିଣୀ କଲେଜର ବହୁ ଛାତ୍ରୀଛାତ୍ର ଏକତ୍ରିତ…

ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଚାଲିଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଆସି ଏହାର ସମୀକ୍ଷା କରିଛନ୍ତି। ଏହାସହ ଜଜ୍ଞବେଦୀ,ସ୍ନାନ…

ଡାକ୍ତର ପଦବୀ ପୂରଣ ନେଇ ଭାଜପା ପକ୍ଷରୁ ବିକ୍ଷୋଭ

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଖାଲିପଡ଼ିଥିବା ଡାକ୍ତର ଓ କର୍ମଚାରୀ ପଦବୀ ପୂରଣ ଦାବିରେ ଗୁରୁବାର ସ୍ଥାନୀୟ ଭାଜପା ନଗର କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ଗଞ୍ଜାମ ଜିଲା କମିଟି ଉପସଭାପତି ପରେଶ…

ଫୁଟିଲାନି ବାଣ କି ସୁଭିଲାନି ବ୍ୟାଣ୍ଡବାଜା: ଭକ୍ତ ବିହୁନେ ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ରଥସାହି ମା’ ଗଜଲକ୍ଷ୍ମୀଙ୍କ ପୂଜା ଓ ଭଷାଣି କାର୍ଯ୍ୟକ୍ରମ କରୋନା କଟକଣା ମଧ୍ୟରେ ବୁଧବାର ରାତ୍ରରେ ଶେଷ ହୋଇଛି। କେବଳ ବିଧି ରକ୍ଷା ଲାଗି ଏଥର ପୂଜାମଣ୍ଡପ ପରିବର୍ତ୍ତେ ଏକ ଘର ବାରଣ୍ଡାରେ ଆବଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri