ଗଞ୍ଜାମ

ବାପାଙ୍କୁ ମାଡ଼ ମାରି ଥାନାରେ ପୁଅ ଅଟକ

ଦିଗପହଣ୍ଡି,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖିଛନ୍ତି। ଥାନାରେ ଅଟକ ରଖାଯାଇଥିବା ଅଭିଯୁକ୍ତ ଜଣଙ୍କ ଗତ ସୋମବାର ସନ୍ଧ୍ୟାରେ ପ୍ରାୟ ୬ଟାରେ ତାଙ୍କ ବୃଦ୍ଧ ବାପାଙ୍କୁ ନିଶାସକ୍ତ ଅବସ୍ଥାରେ…

ଶିଶୁକନ୍ୟାଙ୍କୁ ଧରି କୂଅକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୨୮ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ପଡିଥିଲେ। ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ…

କମାରଶାଳରୁ ମିଳିଲା ଯୁବକଙ୍କ ମୃତଦେହ

ହିଞ୍ଜିଳିକାଟୁ,୨୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର ନିକଟ କମାରଶାଳରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହିଞ୍ଜିଳିକାଟୁ ପାଟଣାସାହିର ନିରଞ୍ଜନ ମୂଳି(୩୦)। ସୋମବାର ରାତିରେ ନିରଞ୍ଜନ ଘରକୁ ଯାଇ ନ ଥିଲେ। ପରିବାର ଲୋକେ ଖୋଜାଖୋଜି…

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମକରି ଶିକ୍ଷକ ଗିରଫ

ପୁରୁଷୋତ୍ତମପୁର, ୨୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ୮ବର୍ଷର ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ବଳାତ୍କାର ଉଦ୍ୟମ କରିଥିବା ନେଇ ଗତ ସୋମବାର ଥାନାରେ ଅଭିଯୋଗ ହୋଇଥିଲା। ଏହା ପରେ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ ଓ ମହିଳା…

ଘର ବାରଣ୍ଡାରେ ପିଟି ହେଲା ବାଇକ: ଚାଲିଗଲା ଯୁବକଙ୍କ ଜୀବନ

ବୁଗୁଡ଼ା,୨୬ା୧୦(ଡି.ଏନ୍‌.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଳରୀ – ପଙ୍କଳବାଡି ମୁଖ୍ୟ ସଡ଼କ ନିକଟସ୍ଥ ପଙ୍କଜପଲ୍ଲୀଠାରେ ରବିବାର ସନ୍ଧ୍ୟାର ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ପୋଲସରା ଥାନା କେନ୍ଦୁବାଡ଼ି ଗ୍ରାମର ନୀଳ ମାଧବ ଭୂୟାଁ (୫୦)। ନୀଳ ବାଲିପଦରରୁ…

ଛୁରି ଭୁସି ହତ୍ୟା ଘଟଣା: ଜେଲ ଗଲେ ୨ ଭାଇ

ଦିଗପହଣ୍ଡି,୨୬ା୧୦(ଡି.ଏନ୍‌.ଏ.)- ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶନିବାର ବଚ୍ଚନ ସ୍ବାଇଁଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ବଚ୍ଚନଙ୍କ ଭଉଣୀ ଲକ୍ଷ୍ମୀଙ୍କ ଏତଲାକୁ ଭିତ୍ତିକରି ପୋଲିସ ସୋମବାର ହତ୍ୟାରେ ସମ୍ପୃକ୍ତି ଥିବା ୨ ଭାଇଙ୍କୁ କୋର୍ଟଚାଲାଣ କରିଛି।…

୩ ଜୁଆ ଆଡ୍ଡାରେ ଚଢ଼ାଉ, ୨୭ ଗିରଫ

ବୁଗୁଡ଼ା, ୨୬ା୧୦(ଡି.ଏନ୍‌.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡ଼ାଯାଇଥିବା ସୂଚନା ମିଳିଛି। ଆଇଆଇସି ଚିତ୍ତରଞ୍ଜନ ବେହେରାଙ୍କ ନିର୍ଦ୍ଦେଶରେ ପୋଲିସ ଉକ୍ତ ଥାନା ତାକରଡ଼ା…

ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି – ଫାଶୀଗୁଡ଼ା ରାସ୍ତାରେ ରବିବାର ୨ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ କାର୍ଯୀ ସାହିର ଶୁଭେନ୍ଦୁ…

ଜୁଆଖେଳକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ

ପୋଲସରା,୨୫ା୧୦(ଡି.ଏନ୍‌.ଏ.)-ପୋଲସରା ଥାନା ତ୍ରିନାଥ ମନ୍ଦିର ନିକଟରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ରବିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ପୋଲସରାର ରତନେଇ ସାହିର ସୁଶାନ୍ତ ସାହୁ ଗୁରୁତର ହୋଇଛନ୍ତି। ଆକ୍ରମଣ ପରେ ଅଭିଯୁକ୍ତ ଜଣକ ସ୍ଥାନୀୟ ଥାନାରେ ଆତ୍ମସମର୍ପଣ କରିଥିବା…

ଦଶହରାରେ ବି ଗଞ୍ଜାମ ଏନ୍‌ଏସିରେ ଉଠିଲାନି ଆବର୍ଜନା

ଗଞ୍ଜାମ,୨୫l୧୦(ଡି.ଏନ୍‌.ଏ.)-କୋଭିଡ୍‌ କଟକଣା ମଧ୍ୟରେ ଗଞ୍ଜାମ ସହରରେ ଦଶହରା ପର୍ବ ପାଳନ କରାଯାଉଛି। ସହରର ଦୁର୍ଗାଦେବୀସାହି ମା’ ଦୁର୍ଗା, ଶିଶୁମନ୍ଦିର ରାସ୍ତାରେ ମା’ ବୁଢ଼ୀ ଠାକୁରାଣୀ, ପୁଇଁତୋଳା ମା’ କନକଦୁର୍ଗା ଓ ଗ୍ରାମ ଠାକୁରାଣୀ ଆଦି ମନ୍ଦିରରେ ବିଜୟା ଦଶମୀ ପାଳିତ ହେଉଛି…

କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ସହରର ମଦନମୋହନ ଛକରେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ପୂଜା ଆରମ୍ଭ ହୋଇଯାଇଛି। ମଦନମୋହନ ଛକଠାରେ ନିରାଡମ୍ବର ଭାବେ ଶୁକ୍ରବାର ରାତିରୁ ମହା ସପ୍ତମୀ ପୂଜା ଆରମ୍ଭ ହୋଇଯାଇଥିବା ବେଳେ ଶନିବାର…

ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ବନ୍ଥପଲ୍ଲୀ ଗାଁର ବଚ୍ଚନ ସ୍ବାଇଁ। ଗାଁ ମଣ୍ଡପରେ ବଚ୍ଚନ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri