ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ
ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ...
ପୂଜାପାଠ ପରେ ବିକିଥାନ୍ତେ ବାଘଛାଲ, ପୂର୍ବରୁ ଧରାପଡ଼ିଗଲେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇଙ୍କ ସହ…
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ରବିବାର ସକାଳେ ଏକ କଲରାପତରିଆ ବାଘଛାଲକୁ ଜବତ କରିଛନ୍ତି। ଏହି ମାମଲାରେ ଜଣେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇ, ଜଣେ ବାବାଜୀଙ୍କ ସମେତ ୭ ଜଣକୁ ଗିରଫ କରାଯାଇଛି।...
ଲୋକଙ୍କ ପାଖରେ ସମସ୍ତ ଯୋଜନା ପହଞ୍ଚିବା ନେଇ ଆହ୍ବାନ ଦେଲେ ମନ୍ତ୍ରୀ
ଗୋପାଳପୁର,୩୧ା୮(ନବୀନ ରାଜ ଆଚାରୀ): ରବିବାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି l ସକାଳେ କାର୍ଯ୍ୟାଳୟରେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ ପତାକା ଉତ୍ତୋଳନ କରିଥିଲେ। ପରେ ନୂଆବସ୍ ଷ୍ଟାଣ୍ଡ ପରିସରରେ...
ଦୀର୍ଘ ୫୨ ବର୍ଷପରେ ପୁରୁଷୋତ୍ତମପୁର ଏନଏସି ପାଳିଲା ସ୍ବାୟତ୍ତ ଶାସନ ଦିବସ
ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ବାୟତ୍ତ ଶାସନ ଦିବସ ନିର୍ବାହୀଅଧିକାରୀ ଗୋବିନ୍ଦ ଡନସେନାଙ୍କ ସଂଯୋଜନାରେ ଓ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ପୌରହିତ୍ୟରେ ରବିବାର ଇନଡୋର ଷ୍ଟାଡିୟମ ପରସରରେ ଅନୁଷ୍ଠିତ ହୋଇଯାଇଛି। ୧୯୭୩ରେ ଏନଏସି ପ୍ରତିଷ୍ଠାର ଦୀର୍ଘ ୫୨ ବର୍ଷପରେ...
ଜଗନ୍ନାଥପ୍ରସାଦ ନୂଆ ଏନ୍ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍ଏସି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ବାୟତ୍ତ ଶାସନ ଦିବସ...
ଜାତୀୟ କିକବକ୍ସିଂ ଚାମ୍ପିଅନଶିପ ଗଞ୍ଜାମର ପାୟଲଙ୍କୁ ରୌପ୍ୟ
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ତାମିଲନାଡୁର ଚେନ୍ନାଇସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ ଚିଲ୍ଡେନ ଏବଂ କ୍ୟାଡେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅଗଷ୍ଟ ୨୭ରୁ ଆରମ୍ଭ ହୋଇଥିବା ୱକୋ ଭାରତ ଜାତୀୟ କିକବକ୍ସିଂ ଚାମ୍ପିୟନସିପ...
ବାଘ ଛାଲ ସହ ୮ ଜଣଙ୍କୁ ମାଡ଼ି ବସିଲେ…
ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀଙ୍କୁ ରବିବାର ସକାଳେ ଏକ ବଡ ସଫଳତା ମିଳିଛି। ଜଗନ୍ନାଥ ପ୍ରସାଦ ରେଞ୍ଜ ପଥରା ପଲ୍ଲୀ ଗ୍ରାମରୁ ବାଘ ଛାଲ ଜବତ ହୋଇଛି। ବିଭାଗୀୟ କର୍ମଚାରୀ ମାନେ ଗୋଟିଏ...
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ନଦୀ ଆନିକଟରୁ ମିଳିଲା ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦାର ଶ୍ରୀ ଉଦୟନାଥେଶ୍ବର ଶୈବପୀଠ ପାର୍ଶ୍ୱରେ ଯାଇଥିବା ରାମନଦୀ ଆନିକଟରୁ ଏକ ମୃତଦେହ ମିଳିଛି। ରୁ କେ . ନୂଆଗାଁ ପୋଲିସ ଶନିବାର ଜଣେ ନାଲି ସର୍ଟ ପିନ୍ଧିଥିବା...
କିଏ ହେଲେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା କମିଟି ସଭାପତି
ଦିଗପହଣ୍ଡି,୩୦।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ଆରାଧ୍ୟା ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ପରିଚାଳନା ପାଇଁ ଏକ କମିଟି ଗଠିତ ହୋଇଯାଇଛି। ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ଶିବ ଶଙ୍କର ମହାଙ୍କୁଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ...
ସାଙ୍ଗଠନିକ ଏକତା ବଜାୟ ରଖିବାକୁ….
ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବଡ଼ଖେମୁଣ୍ଡି ତାଲୁକା ମଧୁବୈଶ୍ୟ ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ସଭାପତି ଗଣେଶ୍ବର ସାହୁଙ୍କ ସଭାପତିତ୍ୱପରେ ସମ୍ପାଦକ ସୁଧାକର ସାହୁ ବାର୍ଷିକ ରିପୋର୍ଟ ଉପସ୍ଥାପନ କରିଥିଲେ। ଏହାପରେ ମଧୁବୈଶ୍ୟ...
ଖବର ପ୍ରକାଶ ପରେ ରଥ ସାହି ଛକରେ ଲାଗିଲା ହାଇମାଷ୍ଟ ଲାଇଟ୍
ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ମୁଖ୍ୟ ରଥସାହି ଛକଟି ୪ ମାସରୁ ଊର୍ଦ୍ଧ୍ୱ ହେଲା ଅନ୍ଧକାର ରହିଥିବା ବେଳେ ଧରିତ୍ରୀ ପ୍ରଭାବରେ ଶନିବାର ଆଲୋକିତ ହୋଇଛି। ସହରର ଏହି ମୁଖ୍ୟ ଅନ୍ଧାରରେ ରହିଥିଲେ ସୁଦ୍ଧା ଏଥିପ୍ରତି ଏନ୍ଏସି...
ରାଇସ୍ମିଲରେ ଘୋଟାଲା ଘଟଣା: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଚ୍ଛିତ ଧାନ ଚାଉଳକୁ…
ପୁରୁଷୋତ୍ତମପୁର,୩୦ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଳକ ବାଲିଆ ଗ୍ରାମରେ ମା’ ତାରିଣୀ ରାଇସ୍ ମିଲରେ ହୋଇଥିବା ଘୋଟାଲା ଓ ଜିଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଜାଲ୍ ଡିଜିଟାଲ ଦସ୍ତଖତକୁ ନେଇ ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱ ହେଲା ଖୋଳତାଡ଼ ଲାଗିରହିଥିବା...
Archives


