ଗଞ୍ଜାମ

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆର୍‌ପିଡିଏସି ବୈଠକରେ ଗୃହୀତ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ଦାବି ନେଇ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ଅନିଲ କୁମାର ପାଣିଗ୍ରାହୀଙ୍କ ଉପସ୍ଥିତରେ କମିଟି ସଭାପତି ଭାବେ ଅଜୟ କୁମାର…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ ଦେହରେ କିରୋସିନ ଢାଳି ଜାଳି ହୋଇଯାଇଛନ୍ତି। ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗଞ୍ଜାମ ଏସପି ହରିଶ ବିସି ଅଧ୍ୟକ୍ଷତା କରି ଥାନା ଭିତ୍ତିକ…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ ଏହି ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଶ୍ରୀକ୍ଷେତ୍ର ପୁରୀ ଭଳି ଗଞ୍ଜାମ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର କାଳୁ ନାଇକ।…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ମଙ୍ଗଳବାର ତଦନ୍ତକାରୀ ଅଧିକାରୀ କେ. ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା ପାଳିତ ହେଉଥିଲା। ବର୍ତ୍ତମାନ ତାହା ଦେବୋତ୍ତର ବିଭାଗ ପକ୍ଷରୁ ପାଳିତ ହେଉଛି। ତେଣୁ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର ୧୯ ସଟପୁଟରେ ଭାଗ ନେଇ ବ୍ରୋଞ୍ଚ ପଦକ ହାସଲ କରିଛନ୍ତି। ସେହିଭଳି ଆୟୁଷ…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି ସ୍କୁଲରେ ୧୯୬ରୁ ଅଧିକ ଛାତ୍ରୀଛାତ୍ର ପଢୁଥିବାବେଳେ ମାତ୍ର ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୩…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’ ରାଧା ଦେବୀ ( ୯୦)ଙ୍କ ଗତ ୫ ତାରିଖ ବିୟୋଗ ଘଟିଥିଲା। ଏନେଇ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ ମୃତ୍ୟୁବରଣ କରିଛନ୍ତି। ସେ କେଉଁଭଳି ମୃତ୍ୟୁବରଣ କଲେ ତାହା ସଠିକ ଭାବେ ଜଣାପଡ଼ିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?