ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍ଏଫ୍ସି କୋର୍ଟ
ଭଞ୍ଜନଗର,୨୩ା୮(ଡି.ଏନ୍.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ ବଙ୍ଗଳାରେ ଏହା ଅସ୍ଥାୟୀ ଭାବେ ଚାଲିବ। ସେହିଦିନ ସେଠାରେ କୋର୍ଟର ସ୍ଥାୟୀ କୋଠା ପାଇଁ…
ଦେଢ଼ ମାସ ପରେ ପେଟ ଭିତରେ ରହିବ ଖାଦ୍ୟନଳୀ
ବ୍ରହ୍ମପୁର ଅଫିସ,୨୩ା୮:ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳର କୃଷ୍ଣଚନ୍ଦ୍ର ରାଉତ ଗୁଜରାଟର ସୁରଟରେ କାମ କରନ୍ତି। ୨ ସପ୍ତାହ ତଳେ ସେଠାରେ ତାଙ୍କ ସହିତ କେତେଜଣ ନିଶାସକ୍ତ ବ୍ୟକ୍ତିଙ୍କର ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ସେମାନେ କୃଷ୍ଣଙ୍କ ମଳଦ୍ୱାରରେ ଏକ ଷ୍ଟିଲ୍…
ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୨ା୮: ଏମ୍କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୨୯୦/୨୨) ରୁଜୁ କରିଛି। ଲୁଟେରାଙ୍କୁ…
ଗଞ୍ଜାମରେ ବଢୁଛି ପରିବା ଦର
ଗଞ୍ଜାମ,୨୨ା୮(ଡି.ଏନ.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡିଛି। ବିଶେଷ କରି ଧାନ ଓ ପନିପରିବା ବର୍ଷା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଆମଦାନୀ ସମୟରେ…
ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୪ ନାବାଳକ, ୨ ନାବାଳିକା ଉଦ୍ଧାର
ବ୍ରହ୍ମପୁର ଅଫିସ,୨୨।୮: କାମ ଯୋଗାଇଦେବାକୁ କହି ବାହାର ରାଜ୍ୟକୁ ଚାଲାଣ କରାଯାଉଥିବା ୪ ନାବାଳକ ଏବଂ ୨ନାବାଳିକାଙ୍କୁ ସୋମବାର ବ୍ରହ୍ମପୁର ରେଳ ଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ। ରେଳ ଷ୍ଟେଶନ ସ୍ଥିତ ଶିଶୁ ସହାୟତା କେନ୍ଦ୍ର…
ଲଗାଣ ବର୍ଷାରେ ବ୍ୟାପକ ଫସଲ କ୍ଷତି, ପରିବା ଦର ଆକାଶଛୁଆଁ
ଗଞ୍ଜାମ,୨୨ା୮(ଡି.ଏନ୍.ଏ.): କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡ଼ିଛି। ବିଶେଷକରି ଧାନ ଓ ପନିପରିବା ବର୍ଷା ଜଳ ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଅମଳ ସମୟରେ ଚାଷଜମିରେ…
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଦୁର୍ନୀତି
ଭଞ୍ଜନଗର,୨୨।୮(ଡି.ଏନ.ଏ): ରାଜ୍ୟରେ ଅଫିସର ରାଜ ଚାଲିଛି । ନେତା ମନ୍ତ୍ରୀଙ୍କ କଥା ଅଫିସରମାନେ ଶୁଣୁନାହାନ୍ତି। ଏ ନେଇ ବିଭିନ୍ନ ସମୟରେ ବିରୋଧି ଦଳର ନେତାମାନେ ଅଭିଯୋଗ କରୁଛନ୍ତି । ଏନେଇ ଶାସକଦଳର ନେତାମାନେ ଖୋଲାଖୋଲି ଭାବେ କହିବାକୁ ସଙ୍କୋଚ କରୁଥିଲେ ମଧ୍ୟ…
୪ ବାଲି ବୋଝେଇ ଟ୍ରକ୍ ଜବତ
ଗଞ୍ଜାମ,୨୧ା୮(ଡି.ଏନ୍.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ବାଲି ବୋଝଇ ଟ୍ରକ୍ ଜବତ କରାଯାଇଥିବା ଜଣାପଡ଼ିଛି l ଜବତ ଟ୍ରକ୍ଗୁଡ଼ିକ ଗଞ୍ଜାମ ଥାନା ସମ୍ମୁଖରେ ଦୁଇ ଦିନ ହେବ ରହିଥିଲେ ମଧ୍ୟ ତହସିଲ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନି l ଉକ୍ତ…
ପ୍ରସ୍ତାବିତ ୨ ରେଳପଥ ନିର୍ମାଣ ଦାବି
ବ୍ରହ୍ମପୁର ଅଫିସ,୨୧।୮: ବ୍ରହ୍ମପୁର ମହାନଗର ଉପକଣ୍ଠ ତଥା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶୀତଳାପଲ୍ଲୀରେ ପଡ଼ିଆ ପଡ଼ିଛି ଶତାଧିକ ଏକର ସରକାରୀ ଜମି। ସେଠାରେ ରେଳ ୱାଗନ କାରଖାନା କରାଯିବାର ପ୍ରସ୍ତାବ ରଖାଯାଇଥିଲା। ଭାଜପା ନେତୃତ୍ୱାଧିନ କେନ୍ଦ୍ର ଏନଡିଏ ସରକାରଙ୍କ ପ୍ରଥମ…
ଇଂଲିଶ ପ୍ରଫେସରଙ୍କୁ ଆକ୍ରମଣ କଲେ ସ୍ତ୍ରୀ
ଗୋପାଳପୁର,୨୧।୮(ଡି.ଏନ୍.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପିଜି କାଉନସିଲ କାର୍ଯ୍ୟାଳୟ ପରିସରରେ କବାଟ କିଳି ଇଂଲିଶ ବିଭାଗ ଆସୋସିଏଟ୍ ପ୍ରଫେସରଙ୍କୁ ତାଙ୍କ ସ୍ତ୍ରୀ ଶନିବାର କୌଣସି କାରଣକୁ ନେଇ ପିଟିଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାସ୍ଥଳରେ ଉପସ୍ଥିତ ଅଧ୍ୟାପିକା ଓ ଅଧ୍ୟାପକଙ୍କ ସହ…
ଗାଁ ଦାଣ୍ଡରେ ପିଟି ପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ
ହିଞ୍ଜିଳିକାଟୁ,୨୦ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହିରକଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ଅନୀତା ନାଇକ (୨୬) ।…
ସଙ୍କୁଚିତ ସ୍ମାର୍ଟ ରାସ୍ତା ସମ୍ପୂର୍ଣ୍ଣ ପାଇଁ ୨ ମାସ ବଢ଼ିଲା ଅବଧି
ବ୍ରହ୍ମପୁର ଅଫିସ,୨୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସହରର ୫ଟି ସ୍ଥାନରେ ସ୍ମାର୍ଟ ରାସ୍ତା କାର୍ଯ୍ୟ ଚାଲିଛି। କିନ୍ତୁ ଏଥି ନିମନ୍ତେ ଅବଧି ସମୟ ଶେଷ ହୋଇଥିବା ସତ୍ତ୍ୱେ ଏ ଯାଏ କୌଣସି ଗୋଟିଏ ବି ରାସ୍ତା କାର୍ଯ୍ୟ ଶେଷ…

