ଗଞ୍ଜାମ

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା ବେଳେ…

ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ।…

ଏହି ଜିଲାବାସୀଙ୍କୁ ଗଣେଶ ପୂଜା ମନା

ଛତ୍ରପୁର,୧୮।୮(ଡି.ଏନ.ଏ): ଆସନ୍ତା ଶନିବାର ପଡ଼ୁଛି ଗଣେଶ ପୂଜା। ଏହାକୁ ଆନନ୍ଦ, ଉଲ୍ଲାସର ସହ ପାଳନ କରିବାକୁ ଶ୍ରଦ୍ଧାଳୁମାନେ ଅନାଇ ବସିଛନ୍ତି। କିନ୍ତୁ ଚଳିତବର୍ଷ କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ଗଣେଶ ପୂଜା ପାଳନ କରାଯିବ ନାହିଁ। ଏ ନେଇ ମଙ୍ଗଳବାର…

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳ ସେଥିରେ ୮ କରୋନା ଯୋଦ୍ଧା, ଜଣେ ଅନ୍ୟ ରାଜ୍ୟରୁ ଫେରି ଏବଂ ୨୩୪…

ନୂଆ ସଂକ୍ରମଣ ରୋକିବା ସହ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଶେରଗଡ଼୧୭।୮(ଡି.ଏ୍‌ନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପରିସରରେ ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଚାନକ ପହଞ୍ଚି ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହାସହ ବବ୍ଲ ସମ୍ମୁଖରେ ଆୟୋଜିତ ଏକ ବୈଠଳରେ ଯୋଗଦେଇ ସେ ବ୍ଲକର ୨୨ ପଞ୍ଚାୟତର ଗ୍ରାମସେବକ, ଯନ୍ତ୍ରୀ…

ପ୍ରଥମ ଥର ପାଇଁ ବ୍ୟାଙ୍କକୁ ଗଲା ଭତ୍ତା ଟଙ୍କା

ଗଞ୍ଜାମ,୧୭ା୮(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ସରକାର ବିଭିନ୍ନ ଭତ୍ତା ଆଗୁଆ ୪ ମାସର ହିତାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ବର୍ତ୍ତମାନ କରୋନା ସାମାନ୍ୟ ଥମିଥିଲେ ମଧ୍ୟ ଚଳିତ ମାସ ଭତ୍ତା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବା ବ୍ୟବସ୍ଥା କରାଯାଇଥିବା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ…

ପୁଣି ୧୪ ଅନ୍ତେବାସୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର ଅଫିସ, ୧୭ା୮- ଗଞ୍ଜାମ ଜିଲାରେ କରୋନାକୁ ନେଇ ଲୋକେ ଭୟଭୀତ ହୋଇ ରହିଛନ୍ତି। ରବିବାର ପୁଣି ବ୍ରହ୍ମପୁର ବାଳ ସୁଧାର ଗୃହର ୧୪ ଅନ୍ତେବାସୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଚକ୍ରବର୍ତ୍ତୀ ସିଂ…

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି ସୁନିଲ କୁମାର ନାୟକ ସଦଳବଳ ରବିବାର ସକାଳ ପ୍ରାୟ ୯.୩୦ରେ ଲୁହାଗୁଡ଼ି-ଚାନ୍ଦିପୁଟ ମଝିରେ କଳାମାରୀ…

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଛତ୍ରପୁର ସବ୍‌ ଜେଲ୍‌ ପରିଦର୍ଶନ କଲେ ଜିଲା ଜଜ

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଜ୍‌ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍‌ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍‌ ଜେଲରେ ୧୩୨ ଜଣ ପୁରୁଷ ଓ ୫ ଜଣ ମହିଳା ସମୁଦାୟ ୧୩୭ ଅନ୍ତେବାସୀ ଅଛନ୍ତି ପରିଦର୍ଶନ ବେଳେ…

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା…

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସେହି ଗ୍ରାମ ସଂଲଗ୍ନ ହରିଡ଼ାପଦର ଗ୍ରାମର ରଞ୍ଜିତା ନାହାକ। ରଞ୍ଜିତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri