ଗଞ୍ଜାମ

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଛତ୍ରପୁର ଡାକ୍ତର ବ୍ରହ୍ମପୁର ସ୍ଥାନାନ୍ତର କରିଥିଲେ । ଏଥିପାଇଁ ଆମ୍ବୁଲାନ୍ସର ସହାୟତା ଲୋଡ଼ାଯାଇଥିଲା…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌ ଅନ୍ୟ ଏକ କାର୍‌ର ପଛକୁ ଧକ୍କା ଦେଇ ଡିଭାଇଡର ଅତିକ୍ରମ କରି ଅନ୍ୟ…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ବିନୋଦ କୁମାର ସାହୁ ୟୁନିୟନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ ତଥା ତାଲୁକ ଆଇନ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଅଗ୍ନିଶମ ବିଭାଗର ଆଗ୍ନିକମାନେ ପୋଖରୀ ଭିତରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ ସାଇନ୍ସ ବିଷୟରେ ଅନର୍ସ ନେଇ ମଧ୍ୟ ରାଜ୍ୟର ଉଚ୍ଚଶିକ୍ଷା ବିଭାଗରୁ ଅନୁମୋଦନ ମିଳିଛି।…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ ସହର ଓ “ମୋ ସହର ସ୍ୱଚ୍ଛ ସହର” ଗଢ଼ି ତୋଳିବା ଲକ୍ଷ୍ୟରେ ପ୍ରତ୍ୟେକ…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି ପ୍ରଶ୍ନ ଏବେ ସାଧାରଣ ଲୋକଙ୍କ ମନରେ ଉଠୁଛି।ଶନିବାର ଭୋର ପ୍ରାୟ ୪ଟା ସମୟରେ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ ମାମଲାରେ ପୋଲିସ ଶନିବାର ଉଭୟ ଗୋଷ୍ଠୀର ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ ନେଇ ଶନିବାର ତାଳପଡା ଗ୍ରାମବାସୀ ସୁରଙ୍ଗି ଗ୍ରାମରେ ଥିବା ବିଦ୍ୟୁତ କାର୍ଯ୍ୟାଳୟରେ ତାଲା…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ବିଶିକେଶନ ଗୌଡ଼ଙ୍କ ଏକମାତ୍ର ପୁଅ ଆରୁଷ କୁମାର ଗୌଡ଼(୬) ମାମୁଘର ଗାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri