ଗଞ୍ଜାମ

ଦୁର୍ବୃତ୍ତଙ୍କ ଟାର୍ଗେଟରେ ପୁରୁଷୋତ୍ତମପୁର ଓକିଲ ସଂଘ କାର୍ଯ୍ୟାଳୟ: ଭାଙ୍ଗିଲେ ଲକ୍ଷାଧିକ ଟଙ୍କାର ଆସବାବପତ୍ର

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦିନକୁ ଦିନ ଲୁଟ୍‌ ବଢ଼ି ଚାଲିଛି। ଲୁଟେରାମାନେ ସକ୍ରିୟ ହୋଇ ଚୋରି, ଡକାୟତି ଲୁଟପାଟ କରୁଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟକୁ ଟାର୍ଗେଟ କରିଛନ୍ତି।…

କରୋନା ନେଲା ଯୁବ ଇଞ୍ଜିନିୟରଙ୍କ ଜୀବନ

ଦିଗପହଣ୍ଡି,୧୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ଯୁବ ଇଞ୍ଜିନିୟର ୟୁ.ସତ୍ୟନାରାୟଣ ରାଓ (୩୭) କରୋନାରେ ସଂକ୍ରମିତ ହୋଇ ସୋମବାର ମୃତ୍ୟୁବରଣ କରିଛନ୍ତି। ତାଙ୍କ ବାପା ୟୁ.ଶଙ୍କର ରାଓଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟିବା ପରେ ବେଙ୍ଗାଲୁରସ୍ଥିତ ସିଏ ଟେକ୍ନୋଲୋଜିରେ…

ଜୁଲାଇ ତୃତୀୟ ସପ୍ତାହରୁ ଗଞ୍ଜାମ ଜିଲାରେ କମୁଛନ୍ତି ଆକ୍ରାନ୍ତ

ଛତ୍ରପୁର,୧୦ା୮(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ନେଇ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ଗ୍ରାଫ୍‌ ଓ ତଥ୍ୟ ମାଧ୍ୟମରେ ରବିବାର ସୂଚନା ଦିଆଯାଇଛି। ଗତ ସପ୍ତାହକ ମଧ୍ୟରେ ଟେଷ୍ଟ ଅଧିକ ହୋଇଥିବା ବେଳେ ସେହି ତୁଳନାରେ ପଜିଟିଭ୍‌…

ମୁମ୍ବାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୯ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଭୀମପୁର ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେ ହେଲେ ଲୋକନାଥ ସାହୁ (୫୫)। ଲୋକନାଥ ମୁମ୍ବାଇରେ ପରିବାର ସହ ରହୁଥିଲେ। ଗତ ୬ ତାରିଖରେ ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ…

ମନ୍ଦିର ହୁଣ୍ଡି ଭାଙ୍ଗି ୧୨ ହଜାର ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମ ଶ୍ରୀ ଚନ୍ଦ୍ରକଳ୍ପେଶ୍ୱର ଶୈବପୀଠର ଦାନ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତମାନେ ୧୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଚୋରି କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ହେଲା ଭକ୍ତମାନେ ଶୈବପୀଠକୁ ଯାଉ ନ…

ବୁଗୁଡ଼ାରେ ଶଟଡାଉନ୍‌: ସହରରେ ଧରପଗଡ଼ କଡ଼ାକଡ଼ି

ବୁଗଡ଼ା,୯।୮:(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସପ୍ତାହକୁ ୨ ଦିନ ଯଥା ଶନିବାର ଏବଂ ରବିବାର ଶଟଡାଉନ ଘୋଷଣା କରାଯାଇଛି। ଏ ନେଇ ବୁଗୁଡ଼ା ସହରର ରାସ୍ତା ଘାଟ ଜନଶୂନ୍ୟ ହୋଇ ଥିବା…

କରୋନାକୁ ହରାଇ ପୁତ୍ର ସନ୍ତାନ ଜନ୍ମଦେଲେ ଏହି ମହିଳା

ବ୍ରହ୍ମପୁର ଅଫିସ,୮ା୮: ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳାମାନେ ପ୍ରସବ ସମୟରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୌଣସି ସରକାରୀ ଡାକ୍ତରଖାନାକୁ ଜରୁରିକାଳୀନ ପରିସ୍ଥିତିରେ ଚିକିତ୍ସା କିମ୍ବା ପ୍ରସବ ପାଇଁ ଗଲେ ପ୍ରଥମେ ନମୁନା ପରୀକ୍ଷା କରିବା ପାଇଁ ଧାଡ଼ିରେ ଠିଆ ହେବାକୁ…

ଗଞ୍ଜାମରେ ମୃଦୁ ଭୂମିକମ୍ପ: ଭୟରେ ଘରୁ ବାହାରକୁ ପଳାଇଲେ ଲୋକେ

ପାତ୍ରପୁର,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର କିଛି ଗ୍ରାମରେ ଶନିବାର ସକଳେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବ୍ଲକର ଖାରିଆଗୁଡ଼ା, ତୁରୁବୁଡି, ସୁରଙ୍ଗି, ମନ୍ଦରଡା, ପଦାଦିଗି, ତଣ୍ଡିପୁର, ଆଙ୍କୁଲି ପଞ୍ଚାୟତର ବିଭିନ୍ନ ଗ୍ରାମ ସହ ଚିକିଟି ବ୍ଲକ, ଆନ୍ଧ୍ରର ଇଛାପୁର ଓ…

ସୁରଟ ଫେରିଗଲେ ପ୍ରବାସୀ ଓଡ଼ିଆ

* ମିଳିଲାନି ସଙ୍ଗରୋଧ ସହାୟତା ଟଙ୍କା * ମଉଳିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଆଶା ପାଟପୁର,୮ା୮- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର, ଇନ୍ଦ୍ରାବାସ, ଲୁଣିଲାଠୀ, ଗଙ୍ଗାପୁର, ସୁମନ୍ତପୁର ଆଦି ଅଞ୍ଚଳରୁ ୩୮ ପ୍ରବାସୀ ଶ୍ରମିକ ଶୁକ୍ରବାର ପୁଣି ସୁରଟ ଫେରିଯାଇଛନ୍ତି। କାମଧନ୍ଦା ନ…

କବାଡି ଖେଳ ପଡିଲା ମହଙ୍ଗା: ୧୬ ଜଣଙ୍କ ନାଁ ରେ ମାମଲା

ଦିଗପହଣ୍ଡି,୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଟାଉନ୍‌ ରୋଡ ଜନତାଲେନ୍‌ – ଆଠଗଡ଼ିଆ ସାହି ଛକରେ କୋଭିଡ଼ -୧୯ ନିୟମ ଉଲ୍ଲଂଘନ କରି କବାଡି ଖେଳୁଥିବା ୧୬ ଜଣଙ୍କ ନାଁ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ। ଦିଗପହଣ୍ଡି ତହସିଲଦାର…

ବୁଗୁଡ଼ା ଉପକୋଷାଗାରର ନୂତନ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ନୂତନ

ବୁଗୁଡ଼ା,୭।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗଡ଼ାରେ ଥିବା ଉପକୋଷାଗାରର ନୂତନ ଅଧିକାରୀ ଭାବେ ଶୁକ୍ରବାର ନୂତନ ମଲ୍ଲିକ୍‌ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଉପକୋଷାଗାରର ସେ ପ୍ରଥମ ମହିଳା ଅଧିକାରୀ ହୋଇଥିବା ଜଣାପଡିଛି। ଦୀର୍ଘ ଦିନ ହେଲା ଏହି ପଦବୀ ଖାଲି ପଡିଥିଲା…

ତାରାତାରିଣୀ କଲେଜରେ ୩ କର୍ମଚାରୀଙ୍କୁ କରୋନା: ବନ୍ଦ ହେଲା କ୍ୟାମ୍ପସ

ପୁରୁଷୋତ୍ତମପୁର,୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ କଲେଜ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶ (ବ୍ରହ୍ମପୁର)ଙ୍କୁ ଜଣାଇ ଥିଲେ। ତାଙ୍କ ପରାମର୍ଶ କ୍ରମେ କଲେଜ କ୍ୟାମ୍ପସକୁ ସମ୍ପୂର୍ଣ୍ଣ ରୂପେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri