ଗୀତ ଗାଇଲେ ଛତ୍ରପୁର ବିଇଓ
ଛତ୍ରପୁର,୧୭।୮(ଡି.ଏନ୍.ଏ.): ଭାରତର ବିକାଶକୁ ନେଇ ମୋ ସୁନା ଭାରତ ଅଗଷ୍ଟ ୧୫ ତାରିଖରେ ରିଲିଜ୍ ହୋଇଛି। ଏହି ଗୀତରେ ଛତ୍ରପୁର ବ୍ଲକ ଶିକ୍ଷାଧିକାରୀ ଅବିନାଶ ଶତପଥୀ କଣ୍ଠଦାନ କରିଛନ୍ତି। ପୂର୍ବରୁ ବିଭିନ୍ନ ନୂତନ ଚିନ୍ତାଧାରାକୁ ନେଇ ବିଇଓ ଶିକ୍ଷା ବିଭାଗ ଓ…
ବାରମ୍ବାର ସ୍ଥାନ ପରିବର୍ତ୍ତନ: ଏନ୍ଏସି କାର୍ଯ୍ୟାଳୟ ଘେରିଲେ ମାଛ ବ୍ୟବସାୟୀ
ଛତ୍ରପୁର,୧୬।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ମାଛ ବ୍ୟବସାୟୀମାନଙ୍କୁ ପ୍ରଶାସନ ପକ୍ଷରୁ ବାରମ୍ବାର ଜାଗା ପରିବର୍ତ୍ତନ କରାଯାଉଥିବା ପ୍ରତିବାଦରେ ସୋମବାର ଶତାଧିକ ବ୍ୟବସାୟୀ ଏନ୍ଏସି କାର୍ଯ୍ୟାଳୟ ଘେରାଉ କରିଥିଲେ । କରୋନା କଟକଣା ସମୟରେ ଏନ୍ଏସି ପକ୍ଷରୁ ଏଠାରୁ ହଟାଯାଇ ବହୁବାରସ୍ଥାନ ପରିବର୍ତ୍ତନ…
ମରୁଡ଼ି ଘୋଷଣା ଦାବି
ଛତ୍ରପୁର,୧୬। ୮(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ ଛାଡ ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି । ଏ ନେଇ…
ସ୍ବାଧୀନତା ସଂଗ୍ରାମରେ ଗଞ୍ଜାମର ଅବଦାନ ଅତୁଳନୀୟ: ପୂର୍ତ୍ତ ବିଭାଗ ମନ୍ତ୍ରୀ
ଛତ୍ରପୁର,୧୫।୮(ଡି.ଏନ୍.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଇସ୍ପାତ, ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅନୁଷ୍ଠିତ ପରେଡ୍ରେ ସେ…
ଭଞ୍ଜନଗର ଉପଖଣ୍ଡରେ ସ୍ବାଧୀନତା ଦିବସ
ଭଞ୍ଜନଗର,୧୫ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…
ବିପିନଙ୍କ ପରିବାରଙ୍କୁ ସୁରଜ ଆୱାର୍ଡ
ଛତ୍ରପୁର,୧୪ା୮(ଡି.ଏନ୍.ଏ.): ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ବୋରସିଂ ପଞ୍ଚାୟତ ଭାତପଡା ଗାଁର ସ୍ବର୍ଗତ ବିପିନ ପ୍ରଧାନଙ୍କ ପରିବାରକୁ ସୁରଜ ଆୱାର୍ଡ ପ୍ରଦାନ କରାଯାଇଛି।ଏହି ଆଓ୍ବାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଟଙ୍କା ମଞ୍ଜୁର…
ମାତିଲେ ଦୁର୍ବୃତ୍ତ: ରାତାରାତି ୨ ଦୋକାନରୁ ନେଇଗଲେ ୧୬ ଲକ୍ଷ
ବ୍ରହ୍ମପୁର ଅଫିସ,୧୩।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଏବେ ଦୁର୍ବୃତ୍ତ ମାତିଛନ୍ତି। ଗୋଟିଏ ରାତିରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପୃଥକ ସ୍ଥାନରେ ଥିବା ଦୁଇଟି ଦୋକାନରେ ଏହି ଦୁର୍ବୃତ୍ତ କଳାକାନା ବୁଲାଇଛି। ଯାହାକି ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଖବରପାଇ…
ହାତୀ ଆକ୍ରମଣରେ ବାପା ପୁଅ ଆହତ
ଭଞ୍ଜନଗର,୧୩।୮:(ଡି.ଏନ୍.ଏ.): ଗଞ୍ଜାମ ଜିଲା ତାରସି ରେଞ୍ଜ ଅନ୍ତର୍ଗତ ତିନିଚକିଆ ଜଙ୍ଗଲରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ବାପ ପୁଅ ଆହତ ହୋଇଛନ୍ତି। ସେମାନେ ହେଲେ ଦଲକର ସୁରେନ୍ଦ୍ର ରାଉତ ଓ ତାଙ୍କ ପୁଅ ଶୁଭମ। ଖବର ପାଇ ରେଞ୍ଜର ଆଶାଲତା ଦିଗାଲ…
ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ବ୍ୟୁରୋ)/ଦିଗପହଣ୍ଡି୧୩/୮(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଗପହଣ୍ଡିଠାରେ ଏକ ତୁଳା ଜିନିଂ ଓ ପ୍ରେସିଂ ମିଲ୍ ଏବଂ ଏକ ନୂଆ ବସ୍ ଟର୍ମିନାଲ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ…
ସୋସିଆଲ ମିଡିଆର ଅପବ୍ୟବହାର: ସରକାରୀ ଚିଠି ଶେୟାର କରୁଛନ୍ତି ସରକାରୀ କର୍ମଚାରୀ
ଛତ୍ରପୁର,୧୨ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଅଫିସର କର୍ମଚାରୀମାନେ ସୋସିଆଲ ମିଡିଆର ଅପବ୍ୟବହାର କରୁଥିବା ଜିଲାପାଳଙ୍କ ନଜରକୁ ଆସିଛି। ବିଶେଷକରି ସରକାରୀ ଅଫିସଗୁଡ଼ିକର କିରାଣି ଷ୍ଟାଫ୍ମାନେ ବିଭିନ୍ନ ସକରାରୀ ଚିଠିକୁ ହ୍ବାଟ୍ସଆପ୍ ଏବଂ ଅନ୍ୟ ବିଭିନ୍ନ ସୋସିଆଲ ମିଡିଆରେ ଅନ୍ୟମାନଙ୍କୁ…
ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣର ପ୍ରତିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭାଜପା
ଛତ୍ରପୁର,୧୨ା୮(ଡି.ଏନ୍.ଏ.): ବିଜେଡି ନେତା ଓ କର୍ମୀମାନଙ୍କ ଦ୍ୱାରା ଦଳିତମାନଙ୍କ ଉପରେ ବାରମ୍ବାର ଆକ୍ରମଣ, ପୋଲିସର କାର୍ଯ୍ୟାନୁଷ୍ଠାନ ଶୂନ ରହିବା ନେଇ ରାଜ୍ୟ ଭାଜପା ଅନୁସୂଚିତ ମୋର୍ଚ୍ଚା ପକ୍ଷରୁ ନିନ୍ଦା କରାଯାଇଛି ା ଏହାର ପ୍ରତିବାଦରେ ଗୁରୁବାର ଛତପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ…
ସରକାରୀ କାର୍ଯ୍ୟରେ ଅବହେଳା: ୩ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍
ଛତ୍ରପୁର,୧୨ା୮(ଡି.ଏନ୍.ଏ.): ସରକାରୀ କାର୍ଯ୍ୟରେ ଅବହେଳା ଓ ଅନିୟମିତତା ନେଇ ୩ ଜଣ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ସେମାନେ ହେଲେ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅଧୀନ ଝରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ…
Archives


