ଗଞ୍ଜାମ

ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବୁଗୁଡା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି। ଏନ୍‌ଡିପିଏସ୍‌ ଆଇନ ଅନୁଯାୟୀ କୋଲକାତାର ଏକ ପ୍ରାଧିକୃତ ସଂସ୍ଥା ଅଧିକାରୀମାନେ ଏହି ସମ୍ପତ୍ତି…

ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ ଯୁକ୍ତ ଦୁଇ ବିଜ୍ଞାନ ବିଭାଗରେ ୬୦୦ରୁ ୫୫୩ ମାର୍କ ରଖି ପ୍ରଥମ ସ୍ଥାନ…

କେ.ତ୍ରିଲୋଚନ ଦୋରା ହେଲେ ବୁଗୁଡ଼ା ଏନ୍‌ଏସି ବିଜେଡି ସଭାପତି

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ବିଜୁ ଜନତା ଦଳ(ବିଜେଡି)ର ବୁଗୁଡ଼ା ଏନ୍‌ଏସି ସଭାପତି ଭାବେ କେ.ତ୍ରିଲୋଚନ ଦୋରାଙ୍କୁ ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୟନ କରିଛନ୍ତି । ପୂର୍ବରୁ ତ୍ରିଲୋଚନ ପୋଲସରା ବିଧାୟକଙ୍କ ବୁଗୁଡ଼ା ଏନ୍‌ଏସି ପ୍ରତିନିଧି ଭାବେ ବିଭିନ୍ନ ଦାୟିତ୍ୱ…

ଶୌଚାଳୟ ପଛପଟେ ପଡ଼ିଛି ନବଜାତକର ମୃତଦେହ

ଛତ୍ରପୁର,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଶୌଚାଳୟ ପଛପଟେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ବୁଧବାର ଦେଖିବାକୁ ମିଳିଛି। ତେବେ ସ୍ବାସ୍ଥ୍ୟ କିମ୍ବା ଶିଶୁ ବିଭାଗକୁ ଖବର ଦିଆଯାଇଥିଲେ ହେଁ ଖବର ଲେଖା ହେବା ସୁଦ୍ଧା ଘଟଣାସ୍ଥଳରେ କେହି ପହଞ୍ଚିପାରି ନ ଥିବା…

ଶହୀଦ ସ୍ମୃତିପୀଠରେ କାରଗିଲ ବିଜୟ ଦିବସ

ବୁଗୁଡ଼ା,୨୬।୭(ଡି.ଏନ୍‌.ଏ.): ବୁଗୁଡା କାରଗିଲ ଶହୀଦ ସ୍ମୃତିପୀଠରେ ସେନା କର୍ମଚାରୀ ସଂଘ ପକ୍ଷରୁ ୨୩ ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ୧୯୯୯ କାରଗିଲ ଯୁଦ୍ଧରେ ଶହୀଦ ହୋଇ ଦେଶମାତୃକା ପାଇଁ ବିଜୟ ଆଣିଥିବା ବୀର ଯବାନଙ୍କ…

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଜଣଙ୍କର ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୫।୭: ଗଞ୍ଜାମ ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ସୋମବାର ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ସିଲିଣ୍ଡର ଫାଟି ୨ଜଣ ଗୁରୁତର ଆହତ…

ଜିଲାପାଳ,ଏସ୍‌ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୨୫।୭(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି…

ଖରିଫ ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଗଲା ପାଣି

ବୁଗୁଡ଼ା,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ଖରିଫ ଚାଷ ପାଇ ପାଣି ଛଡାଯାଇଛି। ଦୁଇଟି କେନାଲ ଦେଇ ଏହି ପାଣି ଛଡ଼ାଯାଇଛି। ଏହି ଅବସରରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ସମେତ ଅନ୍ୟ କର୍ମଚାରୀ…

ଡାକ୍ତରଖାନା ଗ୍ରୀଲ୍‌ ଭାଙ୍ଗି ନେଇଗଲେ ଇନ୍‌ଭର୍ଟର

ପାତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଚାମ ଜିଲା ପାତ୍ରପୁର ବ୍ଲକ ତୁରିବୁଡ଼ି ଡାକ୍ତରଖାନାରୁ ଚୋରି ହୋଇଥିବା ନେଇ ରବିବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି। ଡାକ୍ତର ଖାନାରେ କାର୍ଯ୍ୟରତ ଫାର୍ମାସିଷ୍ଟ ପୂର୍ଣ୍ଣଚନ୍ଦ୍ର ଭଟ୍ଟ ସକାଳୁ ଡାକ୍ତରଖାନା ଖୋଲିବାକୁ ଆସି ପ୍ରବେଶ ପଥରେ ଥିବା ଗ୍ରୀଲ୍‌ ଭାଙ୍ଗିଥିବା…

ସାପ କାମୁଡ଼ାରେ ଚାଲିଗଲା ନାବାଳକଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୪।୭: ସାପ କାମୁଡ଼ାରେ ଗୁରୁତର ହୋଇ ଏମ୍‌କେସିଜି ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଦେବିଝର ଗ୍ରାମର ଦୀନବନ୍ଧୁ ଶବରଙ୍କ ପୁଅ ମଳୟ ଶବର(୧୬)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ…

ବାଘୁଆ ଜଳଭଣ୍ଡାରୁ ୨ କେନାଲ ଦେଇ ଛଡାଗଲା ଜଳ

ବୁଗୁଡ଼ା,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ୨ କେନାଲ ଦେଇ ଜଳ ଛଡ଼ା ହୋଇଛି। ଖରିଫ ଚାଷ ପାଇଁ ୨ କେନାଲ ଦେଇ ଏହି ଜଳ ଛଡ଼ା ଯାଇଥିବା ଜଣାପଡ଼ିଛି। କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ…

ପୂର୍ବ ଶତ୍ରୁତାରୁ ବୋମାମାଡ଼

ଗଞ୍ଜାମ,୨୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଧିନସ୍ଥ ନୂଆଗାଁସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଜେନେରାଲ ଷ୍ଟୋର ଉପରକୁ ଶନିବାର ସାରେ ୪ଟି ବୋମାମାଡ଼ ହୋଇଛି l ଏଥିରେ ଅଳ୍ପକେ ବର୍ତ୍ତିଛନ୍ତି ଦୋକାନ ମାଲିକ ରାମ ଗୌଡ଼ (୩୨)l ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?