ଗଞ୍ଜାମ

୬୦ କେଜି ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୩ା୭: ବ୍ରହ୍ମପୁର ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୦ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଥିବା ୪ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଗୁଇନ୍ଦା ବିଭାଗ ଦକ୍ଷିଣାଞ୍ଚଳ ଡେପୁଟି କମିଶନର୍‌ ଅଶୋକ କୁମାର ଶତପଥୀ…

ବୁଲାଗୋରୁଙ୍କୁ ମୁକୁଳେଇବାକୁ ଆସିଲେ ମାଲିକ ଗଣିବେ ୫୦୦

ଗଞ୍ଜାମ,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ବୁଲାଗୋରୁଙ୍କ ଉପଦ୍ରବ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା । ତେବେ ବିଳମ୍ବରେ ହେଲେ ମଧ୍ୟ ଏନ୍‌ଏସି…

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ବ୍ରହ୍ମପୁର ଅଫିସ, ୨୨।୭: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ଦୁଇଜଣ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ଏଥିରେ ଆହତ ହୋଇଥିବା ଦୁଇଜଣଙ୍କୁ ଚିକିତ୍ସା ପାଇଁ…

ବେସରକାରୀ ଅଧ୍ୟାପକ, କର୍ମଚାରୀ ସଂଘର ଅନୁଦାନ ସତ୍ୟାଗ୍ରହ

ଗଞ୍ଜାମ,୨୧ା୭(ଡି.ଏନ୍‌.ଏ.): ରାଜ୍ୟ ବେସରକାରୀ ଓ କର୍ମଚାରୀ ସଂଘ ଆହ୍ବାନ କ୍ରମେ ଗୁରୁବାର ଗଞ୍ଜାମ କଲେଜ ଅଧ୍ୟାପକ ଓ କର୍ମଚାରୀଙ୍କ ପକ୍ଷରୁ ମୁଖ୍ୟ ଫାଟକ ସମ୍ମୁଖରେ ଦୁଇ ଘଣ୍ଟା ଧରି ଅନୁଦାନ ସତ୍ୟାଗ୍ରହ ଚାଲୁ ରହିଥିଲା। ଲୋୟର ପିଏମ୍‌ଜି ଭୁବନେଶ୍ୱରଠାରେ ସଂଘ ପକ୍ଷରୁ…

ଶୁଣିଲାନି ପ୍ରଶାସନ, ନିଜ ଉଦ୍ୟମରେ ନାଳ ଖୋଳିଲେ ଗ୍ରାମବାସୀ

ଗଞ୍ଜାମ,୨୦ା୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କ ଜାଗା ଥିବା ହେତୁ ଗଳାଶଙ୍ଖ ଦେଇ ପାଣି ନିଷ୍କାସନ ହୋଇ ପାରୁ ନ ଥିଲା। ଯାହା ଫଳରେ ବର୍ଷା ଦିନ ହେଲେ ପୁଇଁତୋଳା ଗ୍ରାମବାସୀ ବହୁତ ହଇରାଣ ହେଉଥିଲେ।…

ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଥିବା ‘ସମର୍ଥ’ ମାନସିକ ଅନଗ୍ରସର ଆବାସିକ ବିଦ୍ୟାଳୟରେ ଭିଜିଲାନ୍ସ ଟିମ୍‌ ବୁଧବାର ଚଢ଼ାଉ କରିଛି। ଆଜି ଅପରାହ୍ନରେ ବ୍ରହ୍ମପୁର ଭିଜିଲାନ୍ସର ୫ ଜଣିଆ ଟିମ୍‌ ସମର୍ଥ ଶିକ୍ଷାନୁଷ୍ଠାନରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ସୂଚନାଥାଉକି, ସମର୍ଥ…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଜିଲାର ସମସ୍ତ ସରକାରୀ…

ପଲିଥିନ୍‌ ଧରପଗଡ଼ ଜୋରଦାର, ଜରିମାନା ଆଦାୟ

ବୁଗୁଡ଼ା,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରରେ ପଲିଥିନ ଧରପଗଡ଼ ଜୋରଦାର ହୋଇଛି। ସ୍ଥାନୀୟ ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମୀରଞ୍ଜନ ଦାସଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ବ୍ୟବହୃତ କରାଯାଉଥିବା ପଲିଥିନ ଧରପଗଡ଼ କରାଯାଇ…

ଏମ୍‌ଜିଏନ୍‌ଆରଜିଏସରେ ୧୦୦ ଦିନ କାମ ଯୋଗାଇ ଦେଶରେ ଏହି ଜିଲା ପ୍ରଥମ

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏ୍‌ନଆରଜିଏସ୍‌)ରେଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ ଜବକାର୍ଡଧାରୀ ପରିବାରକୁ ଶହେ ଦିନ କାମ ଯୋଗାଇବାରେ ଦେଶରେ ଗଞ୍ଜାମ ଜିଲା ପ୍ରଥମ ସ୍ଥାନରେ ରହିଛି। ବିଗତ ବର୍ଷ ମାନଙ୍କରେ ମଧ୍ୟ ଏହି ଯୋଜନାରେ…

ଓଡ଼ିଶାରେ ଗଞ୍ଜାମ ଜିଲା ପ୍ରଥମ: ଏମ୍‌ଜିଏନ୍‌ଆରଜିଏସରେ ଏକ କୋଟି ଶ୍ରମଦିବସ

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏ୍‌ନଆରଜିଏସ୍‌)ରେ ଗଞ୍ଜାମ ଜିଲା ରେକର୍ଡ ସୃଷ୍ଟି କରିଛି। ଚଳିତ ୨୦୨୨-୨୩ ଆର୍ଥିକ ବର୍ଷରେ ଏକ କୋଟି ଶ୍ରମଦିବସ ସୃଷ୍ଟି କରି ଗଞ୍ଜାମ ଜିଲା ରେକର୍ଡ କରିଛି। ଏକ୍ଷେତ୍ରରେ ଓଡ଼ିଶାରେ ଗଞ୍ଜାମ…

ଏଣିକି ବ୍ରହ୍ମପୁରରେ ବାଧ୍ୟତାମୂଳକ ହେଲା ମାସ୍କ, ନ ପିନ୍ଧିଲେ ମିଳିବନି ପେଟ୍ରୋଲ

ବ୍ରହ୍ମପୁର ଅଫିସ,୧୯।୭: କଟକ ଭୁବନେଶ୍ୱର ସମେତ ସମ୍ବଲପୁର ପରେ ବର୍ତ୍ତମାନ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) କୋଭିଡ୍‌ ନିୟମକୁ କଡ଼ାକଡ଼ି କରିଛି। ଏଣିକି କରୋନା ରୋକିବାକୁ ବ୍ରହ୍ମପୁରରେ ମଧ୍ୟ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟରେ ଏବେ ଦୈନିକ ହଜାରେ ପାଖାପାଖି କରୋନା…

ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି

ଗଞ୍ଜାମ,୧୯।୭(ଡି.ଏନ.ଏ.): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି l ଲଘୁଚାପ ଜନିତ ବର୍ଷା ଓ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପାଣି ନଦୀରେ ମିଶି ଏହାର ଜଳସ୍ତର ବୃଦ୍ଧି ପାଉଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?