ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ
ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା ଦେଇଛନ୍ତି।…
ପିପିଇ କିଟ୍ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ
ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା…
କୋଭିଡ୍ ହସ୍ପିଟାଲରେ ଏଏସ୍ଆଇଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ୍,୩୧ା୭- ଗଞ୍ଜାମ ଜିଲାରେ କରେନା କାୟା ବିସ୍ତାର କରି ଚାଲିଛି। ଏହାକୁ ପ୍ରତିହତ କରିବା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧାମାନେ ମଧ୍ୟ ସଂକ୍ରମିତ ହେଉଛନ୍ତି। ବ୍ରହ୍ମପୁରରେ କାର୍ଯ୍ୟରତ ଜଣେ ପୋଲିସ୍ ଏଏସ୍ଆଇ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ଶୁକ୍ରବାର…
ଯବାନଙ୍କ ମଙ୍ଗଳ କାମନା କରି ଏଥର ରାକ୍ଷୀ ସହ ମାସ୍କ ପଠାଇଲେ ଛାତ୍ରୀଛାତ୍ର
ବୁଗୁଡା,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ କଲେଜ ଭାରତ ସ୍କାଉଟ ଗାଇଡ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ ସୀମାନ୍ତରେଥିବା ଯବାନମାନଙ୍କ ମଙ୍ଗଳ କାମନା କରି ରାକ୍ଷୀ ଏବଂ ମାସ୍କ ପଠାଇଛନ୍ତି। ଛାତ୍ରୀଛାତ୍ର ବର୍ତ୍ତମାନ…
ଖବରକାଗଜ ବିତରକଙ୍କ ପୁଅ ମାଟ୍ରିକ ପରୀକ୍ଷାରେ ରଖିଛନ୍ତି ୫୫୭ ମାର୍କ
ଛତ୍ରପୁର,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରର ଜଣେ ଖବରକାଗଜ ବିତରକ ସୂର୍ଯ୍ୟ ନାରାୟଣ ଶତପଥୀଙ୍କ ପୁଅ ଶୁଭ୍ରାଂଶୁ ଚଳିତ ମାଟ୍ରିକ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି। ସେ ୫୫୭ ( ୯୨.୮୩ %) ମାର୍କ ରଖିଛନ୍ତି ତାଙ୍କ ଘର ଛତ୍ରପୁର ରାମଲକ୍ଷ୍ମୀ ନଗର…
କରୋନା ନେଲା ଏଏସ୍ଆଇଙ୍କ ଜୀବନ
ବ୍ରହ୍ମପୁର ଅଫିସ,୩୧।୭: ଗଞ୍ଜାମ ଜିଲାରେ କରୋନା ଏବେ ବିସ୍ଫୋରକ ସ୍ଥିତି ଦେଇ ଗତି କରୁଛି । ଆକ୍ରାନ୍ତଙ୍କ ସଂଖ୍ୟ ହୁ ହୁ ହୋଇ ବଢୁଥିବା ବେଳେ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଶୁକ୍ରବାର ସକାଳେ ବ୍ରହ୍ମପୁର ପୋଲିସ ଏଏସ୍ଆଇ…
ଡ୍ୟୁଟିରେ ଥିବାବେଳେ ଛତ୍ରପୁର ବ୍ଲକ ଜେଇଙ୍କୁ କରୋନା: ଜାଣନ୍ତୁ କିପରି ହେଲେ ଆକ୍ରାନ୍ତ
ଛତ୍ରପୁର,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।
ଗଞ୍ଜାମରେ ବୋଲ ମାନୁନି କରୋନା: ଆଜି ୧୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହୋଇ ପଡ଼ିଲାଣି। ଶୁକ୍ରବାର ୩୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦ ହଜାର ଟପିଛି। ରାଜ୍ୟର ପ୍ରଥମ ଜିଲା ଭାବେ ଜିଲାରେ ମୋଟ…
ଏହି ଏନ୍ଏସିରେ କରୋନା ସ୍ଥିତି ନିୟନ୍ତ୍ରିତ
ଗଞ୍ଜାମ,୩୧ା୭(ଡି.ଏନ୍.ଏ.): ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଗଞ୍ଜାମରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିବା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସ କହିଛନ୍ତି l ଗତ ଜୁନ୍ ୪ରେ ଏହି ଏନ୍ଏସିରେ ପ୍ରଥମ କରୋନା…
ଏତଲା ଦେଲେ ତହସିଲଦାର, ଜରିମାନା ଆଦାୟ କରୋନାରେ କ୍ରିକେଟ ଟୁର୍ନାମେଣ୍ଟ
ହିଞ୍ଜିଳିକାଟୁ, ୩୧ା୭(ଡ଼ି.ଏନ୍.ଏ.)- କୋଭିଡ୍ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁରେ ରବିବାର କ୍ରିକେଟ ଟୁର୍ନାମେଣ୍ଟ ଆୟୋଜନ ହୋଇଥିଲା। ଏଥିରେ ଅନ୍ତରିଗାଁ ସରପଞ୍ଚ ମୁଖ୍ୟ ଅତିଥି ହୋଇ ଟୁର୍ନାମେଣ୍ଟ ଉଦ୍ଘାଟନ କରିବା ଫଟୋ ଭାଇରାଲ ହୋଇଥିଲା। ସୋମବାର…
ତହସିଲଦାରଙ୍କୁ ଘେରାଉ ପରେ ଖୋଲିଲା ଔଷଧ ଦୋକାନ
ପାଟପୁର,୩୦ା୭-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡା ଗ୍ରାମରେ ପଜିଟିଭ ଚିହ୍ନଟ ପରେ ଗ୍ରାମରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଔଷଧ ଦୋକାନ ଗୁଡିକୁ ରବିବାର ସିଲ୍ କରାଯାଇଥିଲା। ଗୁରୁବାର ସକାଳେ ତହସିଲ ପ୍ରଶାସନ କଙ୍କୋରଡା ଗ୍ରାମରେ ପହଞ୍ଚତ୍ ଶଟ୍ଡାଉନ ସ୍ଥିତି ଅନୁଧ୍ୟାନ…
ଗୋପାଳପୁର ଏନ୍ଏସି ସମ୍ପୂର୍ଣ୍ଣ କରୋନା ମୁକ୍ତ: ସୂଚନା ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୩୦ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଗୋପାଳପୁର ଏନ୍ଏସି ସମ୍ପୂର୍ଣ୍ଣ ରୂପେ କରୋନା ପଜିଟିଭ୍ ମୁକ୍ତ ହୋଇଛି। ଗତ ୧୫ରୁ ୨୯ ତାରିଖ ମଧ୍ୟରେ ଏଠାରୁ କେହି କରୋନା ପଜିଟିଭ୍ ଚି଼ହ୍ନଟ ହୋଇନାହାନ୍ତି। ଏହି ଏନ୍ଏସି ରେଡ୍ରୁ ଗ୍ରୀନ ୱାର୍ଡରେ ପରିଣତ କରିବା ପାଇଁ…
Archives


