ଗଞ୍ଜାମ

ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି କରି ବନ୍ଧା ହେଲେ ୪ ଅଭିଯୁକ୍ତ

ହିଞ୍ଜିଳିକାଟୁ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ଓ ସାପୁଆପଲୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଟିଭି, କମ୍ପ୍ୟୁଟର ଡେସ୍କଟପ୍‌, ଇନ୍‌ଭର୍ଟର ଆଦି ଚୋରି ସହ ଗଣ୍ଡଳା ଛକରେ ଗୋଟିଏ ଘରର ତାଲା ଭାଙ୍ଗି ଚୋରି ଅଭିଯୋଗରେ ଶନିବାର ହିଞ୍ଜିଳି ପୋଲିସ ୪ ଜଣଙ୍କୁ…

ସାପକାମୁଡ଼ାରେ ଚାଲିଗଲା ଅବସରପ୍ରାପ୍ତ କର୍ମଚାରୀଙ୍କ ଜୀବନ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଞ୍ଚାୟତର ଗବୁଡ଼ି ମର୍ଦ୍ଧରାଜପୁର ବାସିନ୍ଦା ତଥା ଅବସରରପ୍ରାପ୍ତ ମୁଖ୍ୟ କିରାଣି ଶଶୀଭୂଷଣ ପଲାଇ (୭୫)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଶଶୀଭୁଷଣ ବିଲରେ ଚାଷ କାମ ଦେଖିବାକୁ ଯାଇଥିବା ବେଳେ ଏକ ସାପ କାମୁଡ଼ି…

ସ୍କୁଲ ପରିସରରୁ ଛାତ୍ରଙ୍କ ସାଇକେଲ ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ସହରଠାରୁ କିଛି ଦୂର ଠାକୁରାଣୀ ମନ୍ଦିର ନିକଟରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରୁ ଶନିବାର ପୂର୍ବତନ ସରପଞ୍ଚ ନିରଞ୍ଜନ ରେଡ୍ଡୀଙ୍କ ପୁଅ ସପ୍ତମ ଶ୍ରେଣୀର ଛାତ୍ର କେଦାରଙ୍କ ସାଇକେଲକୁ କେହି ଦୁର୍ବୃତ୍ତ ଚୋରି କରି ନେଇ ଯାଇଥିବା ଜଣାପଡ଼ିଛି।…

ପଲିଥିନ ଧରପଗଡ଼, ଜରିମାନା ଆଦାୟ

ବୁଗୁଡା,୧୬।୭ (ଡି.ଏନ୍‌.ଏ.): ବୁଗୁଡା ଏନ୍‌ଏସିରେ ପ୍ରଶାସନ ପକ୍ଷରୁ ଶନିବାର ପଲିଥିନ ଧରପଗଡ଼ କରାଯାଇଥିଲା। ଏନ୍‌ଏସି କାର୍ଯ୍ୟ ନିବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସଙ୍କ ନିର୍ଦ୍ଦେଶ କ୍ରମେ ଅଧିକାରୀମାନେ ବିଭିନ୍ନ ସହରର ବିଭିନ୍ନ ସ୍ଥାନରେ ଚଢାଉ କରି ଯାଞ୍ଚ କାର୍ଯ୍ୟ କରିଥିଲେ। ଏପରି…

ଡେଙ୍ଗୁ ରୋଗୀ ଚିହ୍ନଟ ପରେ ଗାଁରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ବ୍ରହ୍ମପୁର ଅଫିସ,୧୫।୭: ଗଞ୍ଜାମ ଜିଲାରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡିଛି। ସେ ଭୁବନେଶ୍ୱରରେ ପରିବାର ସହ ରହୁଥିବା ବେଳେ ତାଙ୍କୁ ଜ୍ୱର ହୋଇଥିଲା। ପରେ ସେ ଗଞ୍ଜାମ ଘରକୁ…

ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ,୧୫ା୭: ଗଞ୍ଜାମ ଜିଲାରେ ପ୍ରଥମ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ରୋଗରେ ଆକ୍ରାନ୍ତ ଜଣଙ୍କ ମହିଳା ଅଟନ୍ତି। ସେ ଭୁବନେଶ୍ୱରରେ ରହୁଥିବା ବେଳେ ସେଠାରେ ତାଙ୍କୁ ଜ୍ୱର ହୋଇଥିଲା। ସେ ନିଜ ଘର ଗଞ୍ଜାମ ଫେରିଥିଲେ। ଗତ ୧୩ ତାରିଖରେ…

ରାହୁଲଙ୍କ କୁଶପୁତ୍ତଳିକା ଦାହ

ବୁଗୁଡ଼ା,୧୪ା୭(ଡି.ଏନ୍‌.ଏ.): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସର ମୁଖପାତ୍ର ଦେଇଥିବା ଅଶାଳୀନ ଓ ଅପମାନ ସୂଚକ ମନ୍ତବ୍ୟର ଦୃଢ଼ ପ୍ରତିବାଦ କରି ଗୁରୁବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବୁଗୁଡ଼ା ମଦନମୋହନ ଛକରେ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ…

ନିଯୁକ୍ତିରେ ଅଣଦେଖା, କମ୍ପାନୀ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଗଞ୍ଜାମ,୧୩ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତରେ ବିଭିନ୍ନ ସମସ୍ୟା ନେଇ ବୁଧବାର ଏକ ପ୍ରତିନିଧି ଦଳ ଗଞ୍ଜାମ ସହରରେ ରହିଥିବା ଗ୍ରାସୀମ କମ୍ପାନୀ କର୍ତ୍ତୃପକ୍ଷ ନିକଟରେ ଫେରାଦ ହୋଇଛନ୍ତି। କାଇଁଚପୁର ପଞ୍ଚାୟତ ଋଷିକୁଲ୍ୟା ନଦୀକୂଳରୁ ଗ୍ରାସୀମ କମ୍ପାନୀକୁ ବିପୁଳ ପରିମାଣରେ…

ତହସିଲଦାରଙ୍କ ବଦଳି ଦାବିରେ ରାଜନୀତି ସରଗରମ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ତହସିଲଦାରଙ୍କ ଅଶାଳୀନ ବ୍ୟବହାର ଓ କାର୍ଯ୍ୟଶୈଳୀକୁ ନେଇ ଗଞ୍ଜାମ ସହରରେ ରାଜନୀତି ଜୋର ଧରିଛି। ତହସିଲଦାର ହଟାଓ ଏବେ ଭିନ୍ନ ମୋଡ଼ରେ ଥିବା ପରିଲିକ୍ଷିତ ହେଉଛି। ସହରର ଗୋଟିଏ ପକ୍ଷ ତହସିଲଦାରଙ୍କ କାର୍ଯ୍ୟକଳାପ ଭଲ ନୁହେଁ କହି ବଜ଼ାର…

ତହସିଲଦାରଙ୍କ ବଦଳି ଦାବିରେ ବିକ୍ଷୋଭ

ଗଞ୍ଜାମ,୧୨ା୭(ଡି.ଏନ୍‌.ଏ.): ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ତ୍ରିବେଣୀ ମଠ ଛକଠାରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ରହିଆସୁଥିବା କନ୍ଧ ଶତପଥୀଙ୍କ ଘର ଭାଙ୍ଗିବାକୁ…

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବୁଗୁଡ଼ା,୧୧ା୭(ଡି.ଏନ.ଏ.): ଫୁଲ ତୋଳିବା ବେଳେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଥିବା ସୋମବାର ବୁଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ବୁଗୁଡ଼ା ସୀମାଞ୍ଚଳ ମାର୍ଗ ପ୍ରଥମ ଲାଇନରେ ରହୁଥିବା ତାକରଡ଼ା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବହରି ଚୌଧୁରୀଙ୍କ ସ୍ତ୍ରୀ ସୋମବାର…

ଗଞ୍ଜାମ ବନ୍ଦ ଡାକରାରେ ସାମିଲ ହେବେନି ସାନବଜାର ବଣିକ ସଙ୍ଘ

ଗଞ୍ଜାମ,୧୧।୭(ଡି.ଏନ୍‌.ଏ.) ଗଞ୍ଜାମ ତହସିଲଦାରଙ୍କ କାର୍ଯ୍ୟକୁ ପ୍ରତିବାଦ କରି ସହରବାସୀଙ୍କ ପକ୍ଷରୁ ମଙ୍ଗଳବାର ଗଞ୍ଜାମ ବଜାର ବନ୍ଦ ଡାକରା ଦିଆଯାଇଛି l ହେଲେ ସାନ ବଜାର ବଣିକ ସଙ୍ଘ ବନ୍ଦ ପାଳନରେ ସାମିଲ ହେବ ନାହିଁ। ଏନେଇ ସାନ ବଜାର ବଣିକ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?