ଏମ୍କେସିଜି ଶିଶୁ ରୋଗ ବିଭାଗରେ ୪ ପିଜି ସିଟ୍ ବୃଦ୍ଧି
ବ୍ରହ୍ମପୁର ଅଫିସ,୨୮/୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି)ମେଡିକାଲ କଲେଜର ଶିଶୁ ବିଭାଗ ପିଜି ସିଟ ବୃଦ୍ଧି କରାଯିବା ନେଇ ସୋମବାର ଜାତୀୟ ଭେଷଜ ପରିଷଦ(ଏନ୍ଏମ୍ସି)ର ଜଣିକିଆ ପ୍ରତିନିଧି ଏମ୍କେସିଜି ପରିଦର୍ଶନ କରିଛନ୍ତି। ବର୍ତ୍ତମାନ ଶିଶୁ ବିଭାଗରେ ୮ ପିଜି ସିଟ ରହିଥିବା ବେଳେ…
ବାଣ ଭିଡୁଥବା ବେଳେ ଯୁବକ ଗିରଫ
ଛତ୍ରପୁର,୨୭ା୬(ଡି.ଏନ୍.ଏ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ନରେନ୍ଦ୍ରପୁର ଗାଁରେ ବେଆଇନ୍ ଭାବେ ଦୀର୍ଘ ଦିନ ଧରି ବାଣ ତିଆରି କରାଯାଉଥିବା ଅଭିଯୋଗ ହୋଇଥିଲା। ଏଥିସହ ରାତିରେ ବିସ୍ଫୋରକ ବାଣ ଫୁଟା ଯାଉଥିବାରୁ ଗାଁ ଲୋକେ ଭୟଭୀତ ହୋଇପଡ଼ି ପୋଲିସକୁ ଅଭିଯୋଗ…
ଦୁର୍ଘଟଣାରେ ଯୁବକ ମୃତ, ବୃଦ୍ଧ ଗୁରୁତର
ବ୍ରହ୍ମପୁର ଅଫିସ,୨୭।୬: ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଯାଉଛି। ଏନେଇ ଜନସାଧାରଣଙ୍କୁ ସଚେତନ ମଧ୍ୟ କରାଯାଉଛି। ହେଲେ ଦିନକୁ ଦିନ ଦୁର୍ଘଟଣା ମାମଲା ବୃଦ୍ଧି ହେବାରେ ଲାଗୁଛି। ଯାହାକି ପ୍ରଶାସନ…
୨୩୪ ଅମାନିଆଙ୍କଠାରୁ ୨.୩୪ ଲକ୍ଷ ଜରିମାନା
ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି। ବ୍ରହ୍ମପୁର ଏସ୍ପି ଶ୍ରବଣା ବିବେକ ଏମ୍ଙ୍କ ନିର୍ଦ୍ଦେଶକ୍ରମେ ସହରରେ ପୋଲିସ ଏବେ…
ରକ୍ଷିତା ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ୨ ଅଟକ
ପୁରୁଷୋତ୍ତମପୁର, ୨୬।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ରକ୍ଷିତା ଭାବେ ରଖିଥିବା ଯୁବକ ଅନ୍ୟ ଜଣେ ପୁରୁଷଙ୍କ ସହ ଶାରୀରିକ ସମ୍ପର୍କ ଲାଗି ବାଧ୍ୟ କରିଥିଲେ। ଏଥିରେ ସେ ରାଜି ନ ହେବାରୁ…
ହାଇଜେନିକ୍ ମାଛ ବଜାରରେ ରହୁନି ସ୍ବଚ୍ଛତା
ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ସହରବାସୀଙ୍କୁ ସ୍ବଚ୍ଛତା ବାତାବରଣ ମଧ୍ୟରେ ଆମିଷ ଦ୍ରବ୍ୟ ଯୋଗାଇବା ଲକ୍ଷ୍ୟରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ମର୍ଦ୍ଦରାଜ ଭେଣ୍ଡିଂ ଜୋନ ପରିସରରେ ହାଇଜେନିକ୍ ମାଛ ବଜାର ନିର୍ମାଣ କରାଯାଇଛି। ଯେଉଁଠାରେ ମାଛ ବ୍ୟବସାୟୀଙ୍କ ନିମନ୍ତେ ପାନୀୟ…
ବିରଞ୍ଚି ନାରାୟଣ ବାଳିକା ବିଦ୍ୟାଳୟରେ ଶିକ୍ଷକ ଅଭାବ
ବୁଗୁଡ଼ା,୨୬।୬(ଡି.ଏନ୍.ଏ.): ୧୯୬୪ରେ ସ୍ଥାପିତ ବୁଗୁଡ଼ା ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ମରୁଡ଼ି ଯୋଗୁ ପିଲାଙ୍କ ପାଠପଡ଼ା ଏବେ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଥିବାରୁ ପିଲାଙ୍କ ଭବିଷ୍ୟତକୁ ନେଇ ଅଭିଭାବକଙ୍କ ମନରେ ଚିନ୍ତା ଘାରିଛି। ଏହି ବିଦ୍ୟାଳୟରେ…
ବିପଜ୍ଜନକ ସ୍ଥିତିରେ ମୁଣ୍ଡମରାଇ ସେବା ସମବାୟ ସମିତି
ଧରାକୋଟ,୨୬।୬(ଡି.ଏନ୍.ଏ.): ଚାଷୀର ଆର୍ଥିକ ମାନଦଣ୍ଡର ବିକାଶରେ ସେବା ସମବାୟ ସମିତିର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ବିହନ, ସାର ଯୋଗାଣଠାରୁ କୃଷି ଋଣ ପର୍ଯ୍ୟନ୍ତ ସବୁଥିରେ କୃଷକ ପଛରେ ଠିଆ ହୋଇଥାଏ ସେବା ସମବାୟ ସମିତି । ହେଲେ ସମବାୟ କେନ୍ଦ୍ର ବ୍ୟାଙ୍କ…
ନକ୍ସା ନ ଥାଇ ମନଇଚ୍ଛା ଚାଲିଛି କୋଠା ନିର୍ମାଣ
ଭଞ୍ଜନଗର, ୨୬।୬(ଡି.ଏନ.ଏ): ଭଞ୍ଜନଗର ସହର ଅଞ୍ଚଳ ଦିନକୁ ଦିନ ବଢୁଛି। ଜନସଂଖ୍ୟା ବୃଦ୍ଧି ଯୋଗୁ ନୂତନ ଘରର ଆବଶ୍ୟକତା ପଡୁଛି। ତେଣୁ ସହରରେ ଘର ସଂଖ୍ୟା ମଧ୍ୟ ସେହି ଅନୁପାତରେ ବଢୁଛି। କିନ୍ତୁ ଯେଉଁମାନେ ନୂତନ ଘର ନିର୍ମାଣ କରୁଛନ୍ତି ସେଥିମଧ୍ୟରୁ…
୨ ଗୃହରକ୍ଷୀଙ୍କ ନାଁରେ ଏସ୍ପିଙ୍କୁ ଅଭିଯୋଗ
ବ୍ରହ୍ମପୁର ଅଫିସ,୨୬।୬: ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ କାର୍ଯ୍ୟରତ ୨ ଗୃହରକ୍ଷୀଙ୍କ ଦାଦାଗିରି ନେଇ ଅଭିଯୋଗ ହୋଇଛି। ଉକ୍ତ ଗୃହରକ୍ଷୀ ଦ୍ୱୟ ଗତ ୧୬ ତାରିଖ ବିଳମ୍ବିତ ରାତିରେ ଜୟଦୁର୍ଗାନଗରରେ ରହୁଥିବା ଜନୈକା ବିଧବା ମହିଳା ରଜନୀ ନାୟକଙ୍କ କବାଟ ଭାଙ୍ଗି ପଶି…
କୁଖ୍ୟାତ ଅପରାଧୀ ଶଙ୍କର ଗିରଫ
ଜଗନ୍ନାଥ ପ୍ରସାଦ,୨୬।୬(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ପୋଲିସକୁ ବର୍ଷ ବର୍ଷ ଧରି ଚକ୍ମା ଦେଇ ଖସି ପଳାଉଥିବା କୁଖ୍ୟାତ ଅପରାଧୀ ଶଙ୍କର ନାଇକଙ୍କୁ ଶନିବାର ରାଉତି ଛକରୁ ପୋଲିସ ଗିରଫ କରିଛି। ଏ ନେଇ ନଂ.୨୦୧/୨୨ରେ ମାମଲା ରୁଜୁ କରି କୋର୍ଟଚାଲାଣ…
ଛାତ୍ରଙ୍କ ଆକାଉଣ୍ଟରୁ ୩୨ ହଜାର ଗାଏବ
ଭଞ୍ଜନଗର,୨୬।୬(ଡି.ଏନ.ଏ): ଭଞ୍ଜନଗର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅନ୍ଲାଇନ ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଛାତ୍ର ରବି ଜେନାଙ୍କ ପାଖକୁ ଏକ ଫୋନ୍ କଲ୍ ଆସିଥିଲା। ରବି ଫୋନ୍ ଉଠାଇ…

