ଗଞ୍ଜାମ

ପରପୁରୁଷ ସହ ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ହତ୍ୟା ଉଦ୍ୟମ

ପୁରୁଷୋତ୍ତମପୁର,୨୫।୬(ଡି.ଏନ୍‌.ଏ.): ପରପୁରୁଷ ସହ ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ଜଣେ ରକ୍ଷିତାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ। ଜଣେ ମହିଳାଙ୍କୁ ରକ୍ଷିତା ବୋଲି କହୁଥିବା ଯୁବକ ପରପୁରୁଷ ସହ ଶାରୀରିକ ସମ୍ପର୍କ ଲାଗି…

ଗ୍ରାମାଞ୍ଚଳରେ ଅପରାଧ ରୋକିବାକୁ ଏସ୍‌ପିଙ୍କ ପ୍ରୟାସ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ନିୟନ୍ତ୍ରଣ ଲାଗି ପୋଲିସ ପକ୍ଷରୁ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ପୌରୋହିତ୍ୟରେ ବ୍ଲକ ସମ୍ମିଳନୀ କକ୍ଷରେ ଏ ସମ୍ପର୍କିତ ଏକ…

ବିବାହ ଦୁଇଦିନ ପୂର୍ବରୁ ଯୁବତୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫ା୬: ଜଣେ ଉଚ୍ଚଶିକ୍ଷିତା ଯୁବତୀ ବିବାହ ଦୁଇ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାଲୋନୀ ମହାପାତ୍ର (୨୬)। ଛତିଶଗଡ଼ ଜାମୁନିପଲି ଥାନା ଅନ୍ତର୍ଗତ ସୁକାମର ଗ୍ରାମର ମୂଳନିବାସୀ ସାଲୋନୀଙ୍କ ବ୍ରହ୍ମପୁରରେ ବିବାହ କରାଯିବାକୁ ସ୍ଥିର ହୋଇଥିଲା। ତେଣୁ…

ବିବାହକୁ ଥିଲା ଆଉ ଦୁଇଦିନ, ଆଖି ବୁଜିଦେଲେ ଯୁବତୀ

ବ୍ରହ୍ମପୁର ଅଫିସ,୨୪ା୬: ବିବାହକୁ ଥିଲା ଆଉ ଦୁଇଦିନ। ଏଭଳି ସ୍ଥତିରେ ଜଣେ ଯୁବତୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଘଟିଛି ବ୍ରହ୍ମପୁର ସହର ବ୍ୟାଙ୍କ କଲୋନୀ ଫାଷ୍ଟ ଲାଇନରେ। ମୃତ ଯୁବତୀ ଜଣକ ହେଲେ ସାଲୋନୀ ମହାପାତ୍ର(୨୬)।…

କାନ୍ଥରେ ପିଟିହୋଇ ଘର ଭିତରକୁ ପଶିଗଲା କାର୍‌

ବ୍ରହ୍ମପୁର ଅଫିସ,୨୪।୬: ଦୁର୍ଘଟଣା କେତେବେଳେ କେମିତି ଆସେ ତାହା ଜାଣିବା କଷ୍ଟକର। ରାସ୍ତାରେ ଯାଉଥିବା ଏକ କାର୍‌ ହଠାତ୍‌ ଘର କାନ୍ଥରେ ପିଟି ହୋଇ ଭିତରକୁ ଫଶି ଯାଇଥିଲା। ଫଳରେ ଘର ସମ୍ମୁଖ ଭାଗି ଚୁର୍‌ମାର୍‌ ହୋଇଯାଇଥିବା ବେଳେ ପରିବାର ଲୋକେ…

ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍‌ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍‌ ମୋ ପାଇଁ ଉଦ୍ଦିଷ୍ଟ…

୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୩ା୬: ଅତିରିକ୍ତ ଜିଲା ଜଜ (ଏଡିଜେ)- ୧ ସଂଘମିତ୍ରା ଶର୍ମା ରଣ୍ଢାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ୪ ଜଣ…

୩୫ କୋଟି ଗୁଣ୍ଡ, ୪ କୋଟି ବଡ଼ ଯାଆଁଳ ବିକ୍ରି ଲକ୍ଷ୍ୟ

ଭଞ୍ଜନଗର,୨୩ା୬(ଡି.ଏନ.ଏ.): ଭଞ୍ଜନଗର ମତ୍ସ୍ୟ ଯାଆଁଳ ଉତ୍ପାଦନ କେନ୍ଦ୍ରରୁ ଚଳିତ ଆର୍ଥିକ ବର୍ଷରେ ୩୫ କୋଟି ଗୁଣ୍ଡ ଯାଆଁଳ ଏବଂ ୪ କୋଟି ୧୦ ଲକ୍ଷ ବଡ ଜାଆଁଳ ବିକ୍ରି ଲକ୍ଷ୍ୟ ରଖାଯାଇଛି। ତେଣୁ ଚଳିତବର୍ଷର ପ୍ରଥମ ମାଛ ଯାଆଁଳ (ସ୍ପନ, ଫ୍ରାଏ…

ଟାଟା କମ୍ପାନୀ ସିକ୍ୟୁରିଟି ଅଫିସରଙ୍କ ନାଁରେ ୨ ଏତଲା

ଛତ୍ରପୁର,୨୩ା୬ଡି.ଏନ.ଏ.): ଛତ୍ରପୁର ବ୍ଲକ କାଳିପଲ୍ଳୀ ନିକଟରେ ଟାଟା କମ୍ପାନୀ ଅଧିକୃତ ଜମିରେ ପ୍ରକଳ୍ପକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି ା ଆନ୍ଦୋଳନ ଯୋଗୁ ଉକ୍ତ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି ା ଅନ୍ୟପକ୍ଷରେ ପୂର୍ବତନ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୨୮ ପାନ ଦୋକାନରୁ ଜରିମାନା ଆଦାୟ

ଛତ୍ରପୁର,୨୩ା୬(ଡି.ଏନ.ଏ): ଛତ୍ରପୁର ସହର ଓ ବାଇପାସ୍‌ ଅଞ୍ଚଳରେ ଥିବା ସମସ୍ତ ପାନଦେକାନରେ ମଙ୍ଗଳବାର ଏକ ସ୍ପେଶାଲ ସ୍କ୍ବାର୍ଡ ଚଢାଉ କରି ଯାଞ୍ଚ କରିଥିଲା। ସେଥିରୁ ୨୮ ପାନ ଦୋକାନରେ ଗୁଟଖା, ବିଡି, ସିଗାରେଟ୍‌, ଖଇନି ଆଦି ବିକ୍ରି ହେଉଥିବା ଯାଞ୍ଚ ବେଳେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା, ଗେଟ୍‌ ବାହାରେ ବସି ରହିଲେ କୁନିକୁନି ପିଲା

ହିଞ୍ଜିଳିକାଟୁ,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ. ୧୫ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଧବାର ସକାଳୁ ଠିକ୍‌ ସମୟରେ ଖୋଲି ନ ଥିବା ବେଳେ ଗେଟ୍‌ ବାହାରେ ଶିଶୁମାନେ ଅପେକ୍ଷା କରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି…

୨୮ ପାନ ଦୋକାନରୁ ଜରିମାନା ଆଦାୟ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବାଇପାସ ଅଞ୍ଚଳରେ ଥିବା ସମସ୍ତ ପାନ ଦେକାନକୁ ଏକ ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଯାଞ୍ଚ କରିଛନ୍ତି । ସେଥିରୁ ୨୮ ପାନ ଦୋକାନରେ ଗୁଟ୍‌ଖା, ବିଡି, ସିଗାରେଟ, ଖଇନି ଆଦି ମାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?