ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ
ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ୍ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…
ରେଡ୍ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ
ଛତ୍ରପୁର,୨୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି ଯେ,…
କରୋନା ପଜିଟିଭ୍ଙ୍କ ନାଁରେ ଏତଲା
ଛତ୍ରପୁର,୨୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍ ଆଇସୋଲେଶନରେ ରହିବାକୁ ଏନ୍ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ କରିଥିବା…
ପୁରୁଷୋତ୍ତମପୁରରେ କରୋନା ନେଲା ଆଉ ଜଣେ ପ୍ରଧାନଶିକ୍ଷକଙ୍କ ଜୀବନ
ପୁରୁଷୋତ୍ତମପୁର, ୨୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁର ୨୪ ଘଣ୍ଟା ନ ପୁରୁଣୁ ଆଉ ଜଣେ ପ୍ରଧାନଶିକ୍ଷକ ତଥା ଭାରାପ୍ରାପ୍ତ ଏବିଓଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଶିକ୍ଷକମାନଙ୍କ ମହଲରେ ଆଲୋଡନ ସୃଷ୍ଟି କରିଛି। ପୁରୁଷୋତ୍ତମପୁର…
ଉଦୟନାଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଛତ୍ରପୁର,୨୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ିର ୯୫ ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଦୟନାଥ କରୋନା ଯୁଦ୍ଧରେ ଜୟଯୁକ୍ତ…
ଯୁବ ବ୍ୟବସାୟୀଙ୍କ କରୋନାରେ ମୃତ୍ୟୁ: କିଛିଦିନ ତଳେ ଯାଇଥିଲା ମା’ ବାପାଙ୍କ ଜୀବନ
ଦିଗପହଣ୍ଡି,୨୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ରିଙ୍କୁ ଓରଫ ଇ.ଜିତେନ୍ଦ୍ର ପାତ୍ର (୪୧)ଙ୍କର ସୋମବାର ଶୀତଳାପଲ୍ଲୀ ସ୍ଥିତ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ରବିବାର ତାଙ୍କ କରୋନା ଆକ୍ରାନ୍ତ ବାପା ଇ.କୃଷ୍ଣ ପାତ୍ର ଚିକିତ୍ସାଧୀନ…
୧୦୦ ପୋଲିସ କରୋନା ଯୋଦ୍ଧା ପ୍ଲାଜ୍ମା ଦାନ କରିବେ
ଆସିକା,୨୨।୭(ଡି.ଏନ୍.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କରୋନାରୁ ସୁସ୍ଥ ହୋଇ ଫେରିଥିବା ଗଞ୍ଜାମ ପୋଲିସ ଜିଲାର ୧୦୦ ପୋଲିସ କର୍ମଚାରୀ ପ୍ଲାଜ୍ମା ଦାନ କରିବେ ବୋଲି ଏସ୍ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି…
ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ
ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ ରଖିଛି।…
ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ
ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ ଆସନ୍ତା…
ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ
ଗଞ୍ଜାମ,୨୧।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ ମଧ୍ୟରେ ସହରରେ ଗୋଟିଏ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି। ଧୀରେ ଧୀରେ…
୨୪ ଘଣ୍ଟାରେ ମାସ୍କ ନ ପିନ୍ଧି ଦେଲେ ୧ଲକ୍ଷ ଟଙ୍କାରୁ ଅଧିକ ଜରିମାନା
ଛତ୍ରପୁର,୨୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ କୋଭିଡ-୧୯ ଗାଇଡଲାଇନ୍ ଓ ଲକଡାଉନ ନିୟମକୁ କାର୍ଯ୍ୟକାରୀ ପାଇଁ ଏନ୍ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ପୋଲିସ ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ବାବଦରେ ୧…
ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ ଅନିଶ୍ଚିତତା: ନାମଲେଖା ବିଜ୍ଞପ୍ତିରେ ନାହିଁ ନାଁ
ଛତ୍ରପୁର,୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଖୋଲିବା ନେଇ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବର୍ତ୍ତମାନ ଜିଲାର ଅନ୍ୟ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି ବାହାରି ପ୍ରକ୍ରିୟା ଆରମ୍ଭ ହେଲାଣି। ମାତ୍ର ଉକ୍ତ ବିଜ୍ଞପ୍ତିରେ ଛତ୍ରପୁରର…
Archives


