କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କଲେ ବଢ଼ିବ ଅବଧି, ଭୋଗିବାକୁ ପଡ଼ିବ ଜେଲ ଦଣ୍ଡ: ଗଞ୍ଜାମ ଜିଲାପାଳ
ଛତ୍ରପୁର, ୫।୫(ଡି.ଏନ୍.ଏ.): ବାହାର ରାଜ୍ୟରୁ ବସ୍ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ ଫେରନ୍ତା ବିଶୃଙ୍ଖଳା କରିବା ସହ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ କରୁଛନ୍ତି। ଏ...
୨ ଦିନରେ ଟ୍ରେନ୍ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ
ଛତ୍ରପୁର,୫।୫(ଡି.ଏନ୍.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି...
ଗଞ୍ଜାମରେ ପୁଣି କରୋନା ପଜିଟିଭ: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦
ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚୀତ କରାଯାଇଛି।
ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍କ୍ବାରାଣ୍ଟାଇନ୍କୁ ପଠାଇଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍ ବ୍ରହ୍ମପୁରର ଏମ୍କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍, ସ୍ବାସ୍ଥ୍ୟ କର୍ମୀଙ୍କ...
ପୋଲିସ କବ୍ଜାରେ ଆନ୍ତଃରାଜ୍ୟ ଗ୍ୟାଙ୍ଗ:୨ ବାଇକ୍, ୨୦ ହଜାର ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୪ା୫-ଦୀର୍ଘ ବର୍ଷ ଧରି ସହରରେ ବିିଭିନ୍ନ ଥାନା ଇଲାକାରେ ମହିଳାଙ୍କ ବେକରୁ ହାର ଲୁଟି ନେଉଥିବା ଗ୍ୟାଙ୍ଗର ପୋଲିସ ପର୍ଦ୍ଦାଫାସ୍ କରିଛି। ୪ ଜଣିଆ ଗ୍ୟାଙ୍ଗ ମଧ୍ୟରୁ ପୋଲିସ ୩ ଜଣଙ୍କୁ ଆସିକା ଝଗଡ଼ାଇ ଅଞ୍ଚଳରୁ ରବିବାର ରାତିରେ...
ହାଇଦ୍ରାବାଦରୁ ଚାଲି ଚାଲି ଫେରିଲେ ୨ ଶ୍ରମିକ
ଦିଗପହଣ୍ଡି/ପାଟପୁର,୪ା୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ଦୁଇ ଜଣ ଶ୍ରମିକ ଚାଲିଚାଲି ହାଇଦ୍ରାବାଦରୁ ଆସି ସୋମବାର ଗଞ୍ଜାମରେ ପହଞ୍ଚତ୍ଛନ୍ତି। ଏମାନେ ହେଲେ ଏସ୍.ଗୋପାଳପୁର ଗଁାର। ହାଇଦ୍ରାବାଦରେ କାମ କରୁଥିବାବେଳେ ଲକ୍ଡାଉନ ଯୋଗୁ ଫସି ରହିଥିଲେ। ପାଣିବୋତଲ ଓ ବିସ୍କୁଟ ଆଦି...
ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର,୪ା୫(ଡି.ଏନ୍.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ବସ୍ରୁ ଓହ୍ଲାଇ ବାହାରେ ବୁଲୁଥିବାରୁ...
ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ
ପାଟପୁର,୪ା୫- ପାଟପୁର ଥାନା ଅଧିନ ଏକ ଗଁାରେ ଜଣେ ଯୁବତୀଙ୍କୁ ବଳାତ୍କାର ନେଇ ରବିବାର ମାମଲା ରୁଜୁ ହୋଇଥିଲା। ସମ୍ପୃକ୍ତ ଅଭିଯୁକ୍ତ ମନୋଜ କୁମାର ଗୌଡ଼ଙ୍କୁ ସୋମବାର ପୋଲିସ ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ...
ଚାଲିଚାଲି ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ
ଗଞ୍ଜାମ,୪ା୫(ଡି.ଏନ.ଏ.)- ଲକ୍ଡାଉନ୍ ପରେ ଗଞ୍ଜାମ ଜିଲା ଗୋଳନ୍ଥରାରେ ରହିଯାଇଥିବା କଟକ ଟାଙ୍ଗୀ ଅଞ୍ଚଳର ୧୨ଜଣ ଶ୍ରମିକ ୧୬ନଂ. ଜାତୀୟ ରାଜପଥ ଦେଇ ସୋମବାର ସକାଳେ ଚାଲିଚାଲି ଯାଉଥିଲେ। ଏହାଦେଖି ପୂର୍ବତନ ଏମ୍ପି ପ୍ରତିନିଧି ତଥା ସାମାଜିକ କର୍ମୀ ସୁଧୀର କୁମାର...
ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ
ଛତ୍ରପୁର, ୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଲାଗୁ ହୋଇଛି। ଫଳରେ କୌଣସି...
ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା
ଦିଗପହଣ୍ଡି,୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ...
ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ
ଭଞ୍ଜନଗର,୪ା୫(ଡି.ଏନ୍.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଭଞ୍ଜନଗର ତହସିଲଦାର ଆଲୋକ ପ୍ରଧାନ, ଭଞ୍ଜନଗର...
Archives


