ଗଞ୍ଜାମ

ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍‌ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍‌ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ସୋମବାର ସକାଳୁ ଚଢ଼ାଉ…

ରଥଯାତ୍ରା ପୂର୍ବରୁ ବ୍ରହ୍ମପୁର-ପୁରୀ ଟ୍ରେନ ଚଳାଚଳ ଦାବି

ବ୍ରହ୍ମପୁର ଅଫିସ୍‌,୧୯।୬: ବିଭିନ୍ନ ଦାବି ନେଇ ସଂସ୍କାରବାଦୀ ଅନୁଷ୍ଠାନ ପକ୍ଷରୁ ରବିବାର ବ୍ରହ୍ମପୁର ରେଳ ଷ୍ଟେଶନରେ ଧାରଣା ଦିଆଯାଇଛି। ଏଥିସହ ସଂଘ ପକ୍ଷରୁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ ଡିଭିଜନ ଡିଆର୍‌ଏମ୍‌ଙ୍କ ଉଦ୍ଦେଶ୍ୟରେ ବ୍ରହ୍ମପୁର ରେଳ ପ୍ରବନ୍ଧକ ଦୁର୍ଗା ପ୍ରସାଦ ବ୍ରହ୍ମାଙ୍କୁ…

ଗ୍ରାହକଙ୍କ ଅଜାଣତରେ ୭୦ ଲକ୍ଷ ଋଣ ଉଠାଣ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ୟାଙ୍କର ଜଣେ ଗ୍ରାହକଙ୍କ ଅଜାଣତରେ ତାଙ୍କ ନାଁରେ ୭୦ ଲକ୍ଷ ଟଙ୍କାର ଋଣ ଉଠାଣ ହୋଇଛି। ବ୍ରହ୍ମପୁର ନୀଳକଣ୍ଠନଗର ସ୍ଥିତ ଆନ୍ଧ୍ର ବ୍ୟାଙ୍କରେ ଏହି ଘୋଟାଲା ହୋଇଛି। ଏସଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ ପରେ ବୈଦ୍ୟନାଥପୁର ଥାନା ପୋଲିସ…

ଡେଙ୍ଗୁ କବଳରେ ଲକ୍ଷ୍ମୀପୁର, ୩ ଦିନରେ ୧୫ ଚିହ୍ନଟ

କୋରାପୁଟ,୧୯ା୬(ସ୍ବ.ପ୍ର.): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଏବେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ସବୁବେଳେ ରୋଗୀଙ୍କ ଭିଡ଼ ଜମୁଛି। କିଛିଦିନ ତଳେ କେତେକ ଲୋକ ଜ୍ୱରରେ ଆକ୍ରାନ୍ତ ଥିଲା ସମୟରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ…

କ୍ଷତି ସହୁଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ୫୦ ଲକ୍ଷ ଟଙ୍କା ବ୍ୟୟରେ ମିନାକ୍ଷୀ ନଗରଠାରେ ମିଶନ ଶକ୍ତି ମଲ ନିର୍ମାଣ କରାଯାଇଛି। ଯେଉଁଠାର ଆଚାର ପ୍ରସ୍ତୁତ କରିବା ନିମନ୍ତେ ବିଘ୍ନେଶ୍ୱର ସ୍ବୟଂ ସହାୟକ ଗୋଷ୍ଠୀ-୨କୁ ଦାୟିତ୍ୱ ପ୍ରଦାନ…

ବିଏମ୍‌ସି ନୂତନ କମିଶନରଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର ଅଫିସ,୧୯ ।୬: ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ନୂତନ କମିଶନର ଭାବେ ଜେ.ସୋନାଲ ଶନିବାର ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏମସିର ବିଭିନ୍ନ ଅଧିକାରୀଙ୍କ ପକ୍ଷରୁ ନୂତନ କମିଶନରଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଅବସରରେ ବିଏମସି ସମ୍ମିଳନୀ…

ସ୍ବାମୀ ୧୩ ବର୍ଷ ହେଲା ଫେରାର

ବ୍ରହ୍ମପୁର ଅଫିସ,୧୯ ।୬: ଅତିରିକ୍ତ ଜିଲା ଜଜ(ଏଡିଜେ)-୧ ସଂଘମିତ୍ରା ଶର୍ମା ଏକ ଯୌତୁକ ଜନିତ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଶାଶୁ ଓ ଦିଅରଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଉମେଶ ସିଂ ସ୍ତ୍ରୀ ରଶ୍ମି…

ଗରିବଙ୍କୁ ଜେଲ ଯନ୍ତ୍ରଣା: ଜାମିନ ପାଇବି ଶଢ଼ୁଛନ୍ତି ୬ ବନ୍ଦୀ

ବ୍ରହ୍ମପୁର ଅଫିସ,୧୯ ।୬: ଜାମିନଦାର ଏବଂ ସିକ୍ୟୁରିଟି ଜମା ଦାଖଲ କରିପାରୁ ନ ଥିବାରୁ ଜାମିନ ପାଇ ବି ବ୍ରହ୍ମପୁର ମଣ୍ଡଳ କାରାଗାରରୁ ମୁକୁଳି ପାରୁନାହାନ୍ତି ୬ ବନ୍ଦୀ। ସେହି ବିଚାରାଧୀନ ବନ୍ଦୀମାନେ ଜେଲରୁ ମୁକୁଳିବା ଅପେକ୍ଷାରେ ସେଠାରେ ପଡ଼ି ରହିଛନ୍ତି।…

କୀର୍ତ୍ତିି ଭାସନ ଭି.ହେଲେ ଡିଆର୍‌ଡିଏ ପିଡି

ଛତ୍ରପୁର,୧୯ ।୬(ଡି.ଏନ.ଏ.)- ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଭି.କୀର୍ତ୍ତୀ ଭାସନ ଶନିବାର ଅପରାହ୍ନରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ା ଏଠାରେ ଥିବା ଡିଆରଡିଏ ପିଡି ସିନ୍ଧେ ଦତାତ୍ରୟ ଭାଉସାହେବଙ୍କଠାରୁ ସେ ଦାୟିତ୍ୱ…

ଆଗେଇ ଚାଲିଛି ରଥ ନିର୍ମାଣ

ଧରାକୋଟ,୧୯ ।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଗଡ଼ଜାତ ଅଞ୍ଚଳର ରଥଯାତ୍ରା ମଧ୍ୟରେ ଧରାକୋଟ ରଥଯାତ୍ରା ଏକ ଭିନ୍ନ ପରମ୍ପରା ଦେଇ ପାଳନ ହୋଇଆସୁଛି। ସବୁସ୍ଥାନରେ ବାହୁଡ଼ା ଯାତ୍ରା ପାଳନ ହୋଉଥିବା ବେଳେ ପୂର୍ବ ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ଏଠାରେ ଧୁମ୍‌ଧାମରେ ରଥଯାତ୍ରା…

ବଣରୁ ବାଉଁଶ ଆଣୁଥିବା ବେଳେ ୨ ଜଣଙ୍କୁ ଆକ୍ରମଣ

ବୁଗୁଡ଼ା,୧୯ ।୬(ଡି.ଏନ.ଏ.) ସ୍ତ୍ରୀ ଫରେଷ୍ଟର ହେଲେ ସ୍ବାମୀ ଚଳାଇଛନ୍ତି ଦୌରାତ୍ମ୍ୟ। ଗତ ଶୁକ୍ରବାର ବଣରୁ ବାଉଁଶ ଆଣୁଥିବା ବେଳେ ୨ ଜଣଙ୍କ ହାତ ଭାଙ୍ଗି ଦେଇଥିବା ଜଣେ ଫରେଷ୍ଟରଙ୍କ ସ୍ବାମୀଙ୍କ ନଁାରେ ଅଭିଯୋଗ ହୋଇଛି। ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ…

ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?