ଗଞ୍ଜାମ

ଲକ୍‌ଡାଉନ ଏନ୍‌ଫୋର୍ସମେଣ୍ଟ କଡାକଡ଼ି: ଆଦାୟ ହେଲାଣି ୧୮ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବଡିଭିଜନ ଅଧୀନରେ ୮ ଟି ବ୍ଲକ ଓ ୯ ଟି ସହର ରହିଛି। କୋଭିଡ ସମୟରେ ଜାରି ହୋଇଥିବା ଲକ୍‌ଡାଉନ ଗାଇଡଲାଇନ୍‌ ପାଳନ ସମ୍ପର୍କୀୟ ନିୟମିତ ଏନ୍‌ଫୋର୍ସମେଣ୍ଟ ସହ ଏହାକୁ କଡାକଡି କରାଯାଉଛି। ତହସିଲଦାର, ପୋଲିସ,…

ଗଞ୍ଜାମରେ ଶଟ୍‌ଡାଉନ ନିୟମ ପରିବର୍ତ୍ତନ, ଲକ୍‌ଡାଉନ କଟକଣା କୋହଳ; ବ୍ୟବସାୟୀ ଅସନ୍ତୁଷ୍ଟ

ଗଞ୍ଜାମ,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯାଇଛି।ସକାଳ ୬ରୁ ଦିନ ୧ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ଏନ୍‌ଏସି ପ୍ରଶାସନ ପକ୍ଷରୁ ପ୍ରଚାର କରାଯାଇଛି । ଏଥିସହିତ ସାମାଜିକ ଦୂରତା, ମାକ୍ସ ପିନ୍ଧି ନ…

ଗଞ୍ଜାମ-ଖୋର୍ଦ୍ଧା ଚେକ୍‌ପୋଷ୍ଟ ଅନୁଧ୍ୟାନ କଲେ ଗଞ୍ଜାମ ଏସ୍‌ପି, କେବଳ ମେଡିକାଲ ଯିବାକୁ ଦେଲେ ଅନୁମତି

ଛତ୍ରପୁର,୧୯ା୭(ଡି.ଏନ୍‌.ଏ.) : ଗଞ୍ଜାମ-ଖୋର୍ଦ୍ଧା ସୀମା ଗୁରାପଲି ଚେକ୍‌ପୋଷ୍ଟରେ ପହଞ୍ଚି ଏସ୍‌ପି ବ୍ରିଜେଶ କୁମାର ରଏ ଅନୁଧ୍ୟାନ କରିଛନ୍ତି। କେବଳ ମେଡିକାଲ କେସ ପାଇଁ ଜିଲା ବାହାରକୁ ଛଡ଼ାଯାଉଛି। ତେବେ ଉପଜିଲାପାଳଙ୍କ ପାସ୍‌ ଦେଖାଇବାକୁ ପଡ଼ିବ ବୋଲି ଏସ୍‌ପି କହିଛନ୍ତି। ଉକ୍ତ ଚେକ୍‌ପୋଷ୍ଟର…

ଶେରଗଡ଼ ବ୍ଲକର ୧୭ଗାଁ ରେଡ୍‌ଜୋନରେ: ଜାଣନ୍ତୁ କେଉଁଟି

ଶେରଗଡ଼,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ୯୫ଟି ଛୋଟ ବଡ଼ ଗ୍ରାମ ରହିଛି। ଏଥି ମଧ୍ୟରୁ ରବିବାର ସୁଦ୍ଧା ବ୍ଲକର ମୋଟ ୧୭ଟି ଗାଁ ରେଡ୍‌ଜୋନ୍‌ରେ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେଗୁଡ଼ିକ ହେଲା ବ୍ରାହ୍ମଣଛାଇ, ସୋଲସଲା, ପୁନାଦ,…

ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଘର ଦୁଆରକୁ ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି ଡାକ୍ତରୀ ଟିମ୍‌: ସହଯୋଗ କରିବାକୁ କହିଲେ ସ୍ବତନ୍ତ୍ର ଏଡିଏମ୍‌

ଛତ୍ରପୁର, ୧୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସହରାଞ୍ଚଳରେ ଘର ଦୁଆରେ ଡାକ୍ତରୀ ଟିମ୍‌ ତଥା ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପହଞ୍ଚି ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରୁଛନ୍ତି। ଏହି ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂରେ ଉକ୍ତ ଟିମ୍‌କୁ ସହଯୋଗ କରିବା ସହ ଲକ୍ଷଣଗୁଡିକୁ…

କରୋନାକୁ ହରାଇ ପୁଣି କାର୍ଯ୍ୟରେ ଯୋଗଦେଲେ ବିଡିଓ: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବିଡିଓ ନାଗଭୂଷଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ତେବେ ସେ କରୋନାକୁ ହରାଇ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସେ ଏକ ଭିଡିଓ ବାର୍ତ୍ତା ଜାରି…

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ କଟକଣାକୁ ଜୋରଦାର କରିଛନ୍ତି…

ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)। ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ…

ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ମୁଖ୍ୟ ପ୍ରବେଶ ପଥ ସିଲ୍‌

ଗଞ୍ଜାମ,୧୭।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର l କରୋନା ନିଜର କାୟା ବିସ୍ତାର କରି ଚାଲିଛି l ବିଶେଷକରି ଗଞ୍ଜାମ ଜିଲାରେ ଦିନକୁ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି l ତେଣୁ ଏହାକୁ ନେଇ ଜିଲା ପ୍ରଶାସନ ଏବେ…

ଗଞ୍ଜାମରେ କୋଭିଡ୍‌ ପରିଚାଳନାରେ ସରକାର, ପ୍ରଶାସନ ବିଫଳ: ଭାଜପା

ଛତ୍ରପୁର,୧୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ କୋଭିଡ୍‌ ପରିଚାଳନା ଓ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଥିବା ଭାଜପା ପକ୍ଷରୁ ଶୁକ୍ରବାର ଛତ୍ରପୁରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ…

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆରମ୍ଭ ହେଲା ସ୍ବାବ୍‌ ଟେଷ୍ଟ

ପୁରୁଷୋତ୍ତମପୁର, ୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। ଏହି କ୍ରମରେ ପୁରୁଷୋତ୍ତମପୁର ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଏନ୍‌ଏସିର ବିଭିନ୍ନ ୱାର୍ଡରୁ ୨୫ଜଣ ପଜିଟିଭ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri